Month: July 2025

‘ଓଡିଶା ସରକାରଙ୍କ ସମସ୍ତ ଗୁଳି ସରିବା ଯାଏ ଲଢିବ ବିଜେଡି’: ପୋଲିସ୍ ଆକ୍ସନ ନେଇ ବର୍ଷିଲେ ସଂତୃପ୍ତ ମିଶ୍ର

ଭୁବନେଶ୍ବର: ବାଲେଶ୍ବର ଏଫଏମ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ ଆଜି ବିରୋଧୀ ବିଜେଡି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିବା ବେଳେ ମୁହଁମୁହିଁ ହୋଇଥିଲା ପୋଲିସ୍ ବିଜେଡି କର୍ମୀ । ଯେଉଁଥିରେ ଆନ୍ଦୋଳନକାରୀ ବିଜେଡି ନେତାଙ୍କୁ ପୋଲିସ୍…

କଟକ ଏସସିବି ମେଡିକାଲରେ ପୁଣି ସଫଳ ହେଲା କିଡନୀ ପ୍ରତିରୋପଣ ଅସ୍ତ୍ରୋପଚାର

କଟକ ଏସସିବି ମେଡିକାଲରେ ପୁଣି ସଫଳ ହେଲା କାର୍ଡାଭାରିକ କିଡନୀ ପ୍ରତିରୋପଣ ଅସ୍ତ୍ରୋପଚାର। ଗତ କାଲି ବିଳମ୍ବିତ ରାତିରେ କାଡାଭୋରିକ୍ କିଡନି ପ୍ରତିରୋପଣ ହୋଇଛି । ସୌମ୍ୟଙ୍କ ପାଇଁ ଲକ୍ଷ୍ମୀନାରାୟଣ ପାଇଲେ ନୂଆ ଜୀବନ । ପୁରା ପରିବାରରେ ଖେଳିଯାଇଛି ଆନନ୍ଦର…

ସୌମ୍ୟାଶ୍ରୀଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିବା ଯୁବକଙ୍କ ମା‘ଙ୍କ ସହ କଥା ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସିନା ସୌମ୍ୟାଶ୍ରୀ ନାହାନ୍ତି, ହେଲେ ତାଙ୍କୁ ବଞ୍ଚାଇବା ପାଇଁ ଶତ ଚେଷ୍ଟା କରିଥିବା ଯୁବକ ଜଣଙ୍କ ପୋଡାଜଳା ଯନ୍ତ୍ରଣା ସହ ଯୁଝି ହେଉଛନ୍ତି । ହେଲେ ତାଙ୍କୁ ଅଣଦେଖା କରାଯାଇଛି । ଯାହା ବିଭିନ୍ନ ଗଣମାଧ୍ୟମରେ ଆଜି ସକାଳୁ…

ଭାରତ ଓ ଚୀନକୁ ଟାର୍ଗେଟ କଲେ ନାଟୋର ମହାସଚିବ ମାର୍କ ରୁଟେ

ନୂଆଦିଲ୍ଲୀ: ୟୁକ୍ରେନ ଉପରେ ଋଷର ଆକ୍ରମଣକୁ ନେଇ ପାଶ୍ଚାତ୍ୟ ଦେଶ ଏବଂ ଋଷ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି । ଏହାରି ଭିତରେ ନାଟୋର ମହାସଚିବ ମାର୍କ ରୁଟେ ଏକ କଡ଼ା ଚେତାବନୀ ଦେଇଛନ୍ତି, ଯାହାର ସିଧାସଳଖ ସଙ୍କେତ ଭାରତ ଏବଂ…

ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକରେ ବଢୁଛି ହଇଜା ଆକ୍ରାନ୍ତଙ୍କ ସଂଖ୍ୟା, ଝାଡାବାନ୍ତିରେ ୧ ମୃତ୍ୟୁ

ପୁରୀ : ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକରେ ପ୍ରତିଦିନ ହଇଜା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ବିଶେଷ କରି କଣାସ ଅଞ୍ଚଳରେ ଝାଡାବାନ୍ତିରେ ଜଣଙ୍କ ମୃତ୍ୟୁ ହେବା ସହ ପ୍ରତିଦିନ ୧୫ରୁ ୨୦ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି । କଣାସ ବ୍ଲକରେ…

ବିଜେଡିର ବିକ୍ଷୋଭ ପ୍ରଦର୍ଶନ; ପ୍ରଣବ ଦାସ ଏବଂ ପ୍ରୀତିରଞ୍ଜନ ଘଡ଼ାଇ ଆହତ

ଭୁବନେଶ୍ୱର: ଭୁବନେଶ୍ୱରର ଲୋକସେବା ଭବନ ଅଭିମୁଖେ ବିଜେଡିର ପଦଯାତ୍ରା ସମୟରେ ଦଳୀୟ ନେତା ପ୍ରଣବ ପ୍ରକାଶ ଦାସ ଏବଂ ପ୍ରୀତିରଞ୍ଜନ ଘଡ଼ାଇ ଆହତ ହୋଇଛନ୍ତି। ଏଫଏମ କଲେଜର ୨୦ ବର୍ଷୀୟ କଲେଜ ଛାତ୍ରୀଙ୍କ ପାଇଁ ନ୍ୟାୟ ଦାବି କରି ଏହି ବିକ୍ଷୋଭ…

ଜମ୍ମୁକାଶ୍ମୀର ପ୍ରସଙ୍ଗରେ ମୋଦୀଙ୍କୁ ଚିଠି ଲେଖିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପତ୍ର ଲେଖି ଜମ୍ମୁ-କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏହି ପଦକ୍ଷେପକୁ ସ୍ୱାଗତ କରିଛନ୍ତି। କଂଗ୍ରେସକୁ…

ରଣକ୍ଷେତ୍ର ପାଲଟିଲା ଭୁବନେଶ୍ବର ଲୋକୟର ପିଏମଜି

ଭୁବନେଶ୍ବର: ସୌମ୍ୟାଶ୍ରୀଙ୍କ ମୃତ୍ୟୁ ମାମଲାକୁ ନେଇ ଏବେ ଉଠୁଛି ପଡୁଛି ଓଡିଶା । ବାଲେଶ୍ବର ଠାରୁ ଭୁବନେଶ୍ବର ସବୁଠି ବିରୋଧର ସ୍ବର ଦେଖିବାକୁ ମିଳୁଛି । ରଣକ୍ଷେତ୍ର ପାଲଟିଛି ଭୁବନେଶ୍ବର ଲୋକୟର ପିଏମଜି । ଆଜି ବିରୋଧୀ ବିଜେଡି ଲୋକସେବା ଭବନ…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ବଡ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ମଙ୍ଗଳବାର ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ବଡ ନିଷ୍ପତ୍ତି ନେବେ । ଘଟଣା ପଛରେ…

ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି-ବଜ୍ରପାତ ସମ୍ଭାବନା

ଭୁବନେଶ୍ବର: ଗତକାଲି ଠାରୁ ସକ୍ରିୟ ଥିବା ଅବପାତ ଦୁର୍ବଳ ହେଇ ଝାଡ଼ଖଣ୍ଡ ଏବଂ ବିହାର ଉପରେ ଅବସ୍ଥିତ ଅଛି। ଏହାରି ପ୍ରଭାବରେ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଆକଳନ…