Month: July 2025

ରାହୁଲ ଗାନ୍ଧୀଙ୍କ ଭା‌ଷଣ ସରପଞ୍ଚ ନିର୍ବାଚନ ସଭା ଭଳି ଲାଗିଲା: ଜୟନାରାୟଣ

ଭୁବନେଶ୍ବର: ସ୍ଥାନୀୟ ବରମୁଣ୍ଡାରେ ଆୟାଜିତ କଂଗ୍ରେସର ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ସମାବେଶରେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗର୍ଜିଛନ୍ତି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ରାହୁଲ ଗାନ୍ଧୀ ଭା‌ଷଣ ମାଧ୍ୟମରେ ଟାର୍ଗେଟ କରିଥିବା ବେଳେ ସମ୍ବଲପୁର ବିଧାୟକ…

ରାହୁଲ ଗାନ୍ଧିଙ୍କୁ ଭେଟିବାକୁ ଅନୁମତି ମିଳିଲାନି, ସିଦ୍ଧରମୈୟା ଅପଦସ୍ଥ

ନୂଆଦିଲ୍ଲୀ : ଦିଲ୍ଲୀ ଗସ୍ତରେ ଯାଇଥିବା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଅପଦସ୍ଥ ହୋଇଛନ୍ତି । ସେ କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କୁ ଭେଟିବାକୁ ସମୟ ମାଗିଥିଲେ । କିନ୍ତୁ ତାଙ୍କୁ ଭେଟିବାକୁ ଅନୁମତି ଦିଆଯାଇନଥିଲା…

ହାଉସିଂ ସୋସାଇଟି କ୍ଷମତା ନେଇ ବିଡିଏର ଐତିହାସିକ ନିଷ୍ପତ୍ତି, ଫି ନଦେଲେ ବିଜୁଳି ଓ ପାଣି ସଂଯୋଗ ବିଛିନ୍ନ

ଭୁବନେଶ୍ୱର : ହାଉସିଂ ସୋସାଇଟି କ୍ଷମତା ନେଇ ବିଡିଏର ଐତିହାସିକ ନିଷ୍ପତ୍ତି । ବକେୟା ଫି ଆଦାୟ ପାଇଁ ଫ୍ଲାଟ ମାଲିକଙ୍କ ଘରକୁ ବିଜୁଳି ଓ ପାଣି ସଂଯୋଗକୁ ବିଛିନ୍ନ କରିପାରିବେ ଆପାର୍ଟମେଣ୍ଟ ସୋସାଇଟି । ଆବାସିକ ଆପାର୍ଟମେଣ୍ଟର ଘର ମାଲିକ…

ଆଦାନୀ ଓ ତାଙ୍କ ପରିବାର ପାଇଁ ରଥକୁ ରୋକାଗଲା : ରାହୁଲ

ଭୁବନେଶ୍ବର: ଆଜି କଂଗ୍ରେସ ପକ୍ଷରୁ ବରମୁଣ୍ଡା ପଡ଼ିଆରେ ଆୟୋଜିତ ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଯୋଗଦେଇଛନ୍ତି । ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ରାହୁଲଙ୍କ ପ୍ରଥମ ଓଡ଼ିଶା ଗସ୍ତ…

ଦଳ କହିଲେ ଗେଟ୍ ଖୋଲିବି ବନ୍ଦ କରିବି : କହ୍ନୈୟା କୁମାର

ପାଟନା : କଂଗ୍ରେସ ନେତା କହ୍ନୈୟା କୁମାର କହିଛନ୍ତି ଯେ ସେ ଦଳର ଶୃଙ୍ଖଳିତ କର୍ମୀ । ଯଦି ଦଳ କହିବ ସେ ଗେଟ ଖୋଲିବେ ଓ ବନ୍ଦ କରିବେ । ଦଳ ଯଦି କହିବ ସେ ନିର୍ବାଚନ ମଧ୍ୟ ଲଢିବେ…

ମଝିଆ ଭାଇକୁ ହତ୍ୟା କଲା ବଡ଼ ଭାଇ, ଅଭିଯୋଗ ଆଣିଲେ ମୃତକଙ୍କ ପତ୍ନୀ

ବାଲେଶ୍ୱର: ପାରିବାରିକ ବିବାଦ ନେଲା ଉଗ୍ରରୂପ । ଭାଇ ଭାଇ ସମ୍ପର୍କରେ ଲାଗିଲା ରକ୍ତର ଛିଟା । ମଝିଆ ଭାଇକୁ ହତ୍ୟା କଲା ବଡ଼ ଭାଇ । ଅଭିଯୋଗ ଆଣିଲେ ମୃତକଙ୍କ ପତ୍ନୀ । ହଁ ଆଜ୍ଞା, ବାଲେଶ୍ୱର ଜିଲ୍ଲା ଭୋଗରାଇ…

ଅବୈଧ ପ୍ରେମ ପାଇଁ ହଳ କଲେ ପ୍ରେମୀ ଯୁଗଳ

ରାୟଗଡା : ଅବୈଧ ପ୍ରେମ ପାଇଁ ଲୋକହସା ହୋଇଛନ୍ତି ପ୍ରେମୀ ଯୁଗଳ । ଏପରିକି ଗ୍ରାମବାସୀ ଉଭୟଙ୍କୁ ଚାଷ ଜମିରେ ହଳ ବୁଲାଇଛନ୍ତି । ସୋସିଆଲ ମିଡିଆରେ ଖୁବ ଦ୍ରୁତ ଗତିରେ ମାଡି ଚାଲିଛି ଏହି ଖବର । ରାୟଗଡା ଜିଲ୍ଲାରେ…

‘ଅପରେସନ୍‌ ସିନ୍ଦୂର’ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ: ଡୋଭାଲ୍‌

ନୂଆଦିଲ୍ଲୀ: ‘ଅପରେସନ୍‌ ସିନ୍ଦୂର’କୁ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ ବୋଲି ପ୍ରଶଂସା କରି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଭାରତରେ ସମ୍ପତି କ୍ଷତିର ବିଦେଶୀ ଗଣମାଧ୍ୟମ ରିପୋର୍ଟକୁ ଖାରଜ କରିଛନ୍ତି।ପାକିସ୍ତାନର ମିସାଇଲ୍ ମାଡ଼ରେ ଭାରତର ଅନେକ କ୍ଷତି ହୋଇଥିବା…

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର: ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା । ଯେମିତି କୋକେଇ ଉଠିଲେ ବିଧାନ କରାଯାଏ । ଠିକ ସେମିତି ସମସ୍ତ…

ବୈତରଣୀରେ ବନ୍ୟା, ଦବିଗଲା ବ୍ରିଜ

ଯାଜପୁର ଜିଲ୍ଲା ଦେଇ ଯାଇଥିବା ବୈତରଣୀ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି । ବନ୍ୟାଜଳ ଅଧିକ ମାତ୍ରାରେ ଆସିବାରୁ ଚଇନିପୁର ପଣସା ପଞ୍ଚାୟତକୁ ସଂଯୋଗ କରୁଥିବା ପୋଲର ତିନୋଟି ସ୍ପାନ ଦବି ଯାଇଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ଏହି…