Month: July 2025

ଝାଡ଼ଖଣ୍ଡ ରାଞ୍ଚିରେ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ଝାଡ଼ଖଣ୍ଡ ରାଞ୍ଚିରେ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି। ଝାଡ଼ଖଣ୍ଡ, ବିହାର, ଓଡ଼ିଶା, ପଶ୍ଚିମବଙ୍ଗର ୭୦ ପ୍ରତିନିଧି ବୈଠକରେ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

ଭାରତ ଉପରେ ୫୦୦% ଶୁଳ୍କ ଲଗାଇବ ଆମେରିକା ! ଟ୍ରମ୍ପ କହିଲେ-‘ଏହା ସମ୍ପୂର୍ଣ୍ଣ ମୋ ପସନ୍ଦ’

ଭାରତ ଉପରେ ୫୦୦ ପ୍ରତିଶତ ଶୁଳ୍କ ଲଗାଇପାରେ ଆମେରିକା। ରୁଷ ସହିତ ଭାରତର ବାଣିଜ୍ୟିକ ସମ୍ବନ୍ଧ ଭଲ ଥିବାରୁ ଆମେରିକା ଏହି ପଦକ୍ଷେପ ନେଇପାରେ। ଏ ସମ୍ପର୍କିତ ଏକ ପ୍ରଶ୍ନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୫୦୦ ପ୍ରତିଶତ…

ସୁକାନ୍ତ ଖଟୁଆଙ୍କୁ ଗିରଫ ପାଇଁ ଦାବି କଲା ବିଜେଡି

ଭୁବନେଶ୍ୱର : ନୀଳଗିରିର ବିଜେପି ବିଧାୟକ ସୁକାନ୍ତ ଖଟୁଆଙ୍କ ବିରୋଧରେ ବାହାରିଛି ରାଜ୍ୟ ମହିଳା ବିଜେଡି । ସୁକାନ୍ତଙ୍କୁ ଗିରଫ ଦାବି କରି ରାଜ୍ୟ ମହିଳା ବିଜେଡି ରାଜରାସ୍ତାକୁ ଓହ୍ଲାଇଛି । ଶତାଧିକ ବିଜେଡି ମହିଳା କର୍ମୀ ଏକତ୍ରିତ ହୋଇ ନୀଳଗିରି…

ବିଗ୍‌ବସ୍‌ ଯିବେ ମୋନାଲିସା!

ମୁମ୍ବଇ: ମହାକୁମ୍ଭ ମେଳାରେ ମାଳି ବିକ୍ରି କରିବାକୁ ଆସିଥିବା ମୋନାଲିସା ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଏବଂ ଏବେ ସେ ବଲିଉଡରେ ମଧ୍ୟ ପାଦ ଥାପି ସାରିଛନ୍ତି। ନିକଟରେ ଉତ୍କର୍ଷ ସିଂହଙ୍କ ସହ ତାଙ୍କର ଏକ ମ୍ୟୁଜିକ ଭିଡିଓ ରିଲିଜ୍…

ବଢ଼ିଲା ରାଜା ଚକ୍ରଙ୍କ ଅଡୁଆ, ଜଗନ୍ନାଥପୁର ବାସଭବନ ଉପରେ ଇଡିର ଚଢଉ

କେଉଁଝର : ବଢ଼ିଲା ରାଜା ଚକ୍ରଙ୍କ ଅଡୁଆ । ଆଜି ରାଜା ଚକ୍ରଙ୍କ ଜଗନ୍ନାଥପୁର ସ୍ଥିତ ବାସଭବନ ଉପରେ ଇଡିର ଚଢଉ । ଶୁଆକାଟି ସ୍ଥିତ ଗନ୍ଦମାର୍ଦ୍ଦନ ଲୋଡିଂ ଏଜେନ୍ସି ର କୋଟି କୋଟି ଟଙ୍କାର ଅର୍ଥ ହେରଫେର ମାମଲାରେ ରାଜା…

୧୦ ମିନିଟରେ ପହଞ୍ଚିବ ଆମାଜନ ସାମଗ୍ରୀ

ନୂଆଦିଲ୍ଲୀ : ଏଣିକି ୧୦ ମିନିଟରେ ମିଳିବ ଆମାଜନର ଡେଲିଭରି । ଆମାଜନ ନାଓ ପ୍ଲାଟଫର୍ମ ମାଧ୍ୟମରେ ଗ୍ରାହକମାନେ ଏହି ସୁବିଧା ପାଇପାରିବେ । ପ୍ରାରମ୍ଭିକ ପର୍ଯ୍ୟାୟରେ ଦିଲ୍ଲୀରେ ଏହି ସେବା ଆରମ୍ଭ ହୋଇଛି । ଦେଶରେ ତୁରନ୍ତ ବ୍ୟବସାୟ ବା…

ଓଲିଉଡ ଅଭିନେତା ପାର୍ଥସାରଥୀ ରାୟ ଗିରଫ

ଭୁବନେଶ୍ୱର : ଓଡ଼ିଆ ଅଭିନେତା ପାର୍ଥ ସାରଥୀ ରାୟ ଗିରଫ । ପାର୍ଥସାରଥୀଙ୍କୁ ଗିରଫ କଲା ଭୁବନେଶ୍ବର ବଡ଼ଗଡ଼ ଥାନା ପୋଲିସ । ଅପହରଣ , ଟଙ୍କା ମାଗିବା, ହତ୍ୟା ଉଦ୍ୟମ, ବନ୍ଧୁକ ଦେଖାଇବା ଏବଂ ଆଶ୍ଳୀଳ ଫଟୋ ଭାଇରାଲ କରିବା…

ଚୀନ, ପାକିସ୍ତାନ, ବାଂଲାଦେଶ ମେଣ୍ଟ ଭାରତ ପାଇଁ ବିପଦ: ସିଡିଏସ୍

ନୂଆଦିଲ୍ଲୀ : ଭାରତର ତିନି ପଡ଼ୋଶୀ ଦେଶ ଚୀନ, ପାକିସ୍ତାନ ଓ ବାଂଲାଦେଶ ଉପରେ ଏକ ବଡ଼ ବୟାନ ଦେଇଛନ୍ତି ଭାରତର ପ୍ରତିରକ୍ଷା ମୁଖ୍ୟ (ସିଡିଏସ) ଜେନେରାଲ ଅନୀଲ ଚୌହାନ । ନିଜର ରଣନୈତିକ ସ୍ବାର୍ଥ ପାଇଁ ଏକାଠି ହେବା ଭାରତର…

ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍‌ ଖୋଲା

ସମ୍ବଲପୁର: ହୀରାକୁଦର ପ୍ରଥମ ବନ୍ୟାଜଳ ମୁଣ୍ଡଳୀରେ ପହଞ୍ଚିବା ପରେ ଫୁଲୁଛି ମହାନଦୀ। ପ୍ରତି ସେକେଣ୍ଡରେ ମୁଣ୍ଡଳୀରେ ୪ ଲକ୍ଷ ୧୦ ହଜାର ୨୪୮ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ଆଜି ମୁଣ୍ଡଳୀର ଅପ୍ ଷ୍ଟ୍ରିମରେ ଜଳସ୍ତର ୮୬.୭୦ ଫୁଟ୍ ରହିଛି। ମୁଣ୍ଡଳୀର…

ଆଜି ସୁଦ୍ଧା ଡ୍ରାଇଭର ମହାସଂଘଙ୍କ ସମସ୍ୟାର ସମାଧାନ ହେବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ଆଜି ସୁଦ୍ଧା ଡ୍ରାଇଭର ମହାସଂଘଙ୍କ ସମସ୍ୟାର ସମାଧାନ ହେବ ବୋଲି କହିଛନ୍ତି ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ରାତି ସୁଦ୍ଧା ମହାସଂଘ ସହିତ ସରକାରଙ୍କ ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଯିବ…