Month: July 2025

ପହଲଗାମ ଆକ୍ରମଣ ନେଇ ବିଷ ଉଗାଳିଲା ପାକିସ୍ତାନ

ନୂଆଦିଲ୍ଲୀ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ୍ ପହଲଗାମ ଆକ୍ରମଣକୁ ନେଇ ପୁଣି ଥରେ ଭାରତ ବିରୋଧରେ ବିଷ ଓଗାରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ଭାରତ ଉତ୍ତେଜନା ଏବଂ ଶତ୍ରୁତାପୂର୍ଣ୍ଣ ମନୋଭାବ ବଢ଼ାଉଛି ଏବଂ ଆଞ୍ଚଳିକ ଶାନ୍ତିକୁ ନଷ୍ଟ କରିବା ପାଇଁ…

ଭୂକମ୍ପରେ ଥରିଲା ନେପାଳ, ଝଟକା ଲାଗିବା ପରେ ଭୟରେ ଘରୁ ବାହାରି ଆସିଲେ ଲୋକେ

କାଠମାଣ୍ଡୁ: ଭୂମିକମ୍ପରେ ଥରିଲା ନେପାଳ । ସକାଳେ ସକାଳେ ନେପାଳରେ ଭୂକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୫ ଥିବା ବେଳେ ଆଜି ଭାରତୀୟ ସମୟ ସକାଳ ୮ଟା ୨୧ରେ ଏହି ଭୂକମ୍ପର ଝଟକା ନେପାଳକୁ ଲାଗିଛି ।…

ଆମ ସରକାରରେ ଯିଏ ଦୋଷ କରିବ ଦଣ୍ଡ ନିଶ୍ଚିତ ପାଇବ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଯାଜପୁର ବ୍ୟାସନଗର ପୌରପାଳିକାରେ ସପ୍ତାହେ ତଳେ ନିର୍ବାହୀ ଅଧିକାରୀ (ଓଆର୍‌ଏସ୍‌)ଙ୍କୁ ତାଙ୍କ କାର୍ଯ୍ୟାଳୟରେ ବନ୍ଦ କରି ୮ ଘଣ୍ଟା ଧରି ଅଟକ ରଖିଥିଲେ ବିଜେଡି ନେତା। ଆଉ ବ୍ୟାସନଗର ପ୍ରସଙ୍ଗରେ ଆଇନ ମନ୍ତ୍ରୀ କହିଛନ୍ତି ଯେ ଆମ ସରକାରରେ ଯିଏ…

ଟ୍ରାଫିକ ପୋଲିସ ସାଜିଲେ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର,୬ା୭: ରାଜଧାନୀ ଭୁବନେଶ୍ୱରର ଇନଫୋସିଟି ଅଞ୍ଚଳରେ ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଏକ ହେଲମେଟ ସଚେତନତା ଅଭିଯାନ ଆୟୋଜିତ ହୋଇଯାଇଛି। ଏହି ଅଭିଯାନରେ ବିଧାୟକ ମହାପାତ୍ର ଟ୍ରାଫିକ ପୋଲିସ ବେଶରେ ନିଜେ ଉପସ୍ଥିତ ରହି ଦୁଇ ଚକିଆ ଗାଡ଼ି ଚାଳକମାନଙ୍କୁ ହେଲମେଟ…

ଜଗନ୍ନାଥଙ୍କ ସପକ୍ଷରେ ଜୟ : ବହୁତ ଅଫିସରଙ୍କର ବିଜେଡ଼ି ହ୍ୟାଙ୍ଗଓଭର ଯାଉନାହିଁ

ଭୁବନେଶ୍ୱର: ବିଏମ୍‌ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ହୋଇଥିବା ଆକ୍ରମଣ ମାମଲାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କରିଛନ୍ତି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର | ସେ କହିଛନ୍ତି ଯେ ଜଗନ୍ନାଥ ପ୍ରଧାନ କଣ କରିଥିଲେ? ଜଗନ୍ନାଥ…

ବିପୁଳ ପରିମାଣରେ ମଦ ଜବତ: ପୁଲିସକୁ ଚକ୍‌ମା ଦେଇ ଅଭିଯୁକ୍ତ ଫେରାର

ଭଦ୍ରକ: ଭଦ୍ରକ ସହରରେ ଏବେ ମଦ ଓ ଡ୍ରଗସ ମାଫିଆ ସକ୍ରିୟ ହୋଇଛନ୍ତି। କିଛି ମଦ ବେପାରୀ ଚୋରାରେ ଦେଶୀ ଓ ବିଦେଶୀ ମଦ ବିକ୍ରି କରୁଥିବାର ଭଦ୍ରକ ଏସପି ମନୋଜ ରାଉତଙ୍କ ନିକଟରେ ଅଭିଯୋଗ ହୋଇଛି। ଏସପିଙ୍କ ନିର୍ଦ୍ଦେଶ କ୍ରମେ…

ସିଂହଦ୍ଵାର ସମ୍ମୁଖରେ ତିନି ରଥ

ପୁରୀ: ମାଉସୀ ଘରେ ୯ ଦିନ ରହିବା ପରେ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରି ସିଂହଦ୍ଵାର ସମ୍ମୁଖରେ ପହଞ୍ଚିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ବଡ଼ ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି। ଶନିବାର…

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ

ଭୁବନେଶ୍ୱର: ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ। ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା କରୁଥିବାରୁ ସ୍ବାସ୍ଥ୍ୟ ପରୀକ୍ଷା…

ଶ୍ରୀମନ୍ଦିର ସାମ୍ନାରେ ପହଞ୍ଚିଲେ ବଳଭଦ୍ର ଓ ଦେବୀ ସୁଭଦ୍ରା, ପୋଡ଼ପିଠା ଖାଇ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାପ୍ରଭୁ

ପୁରୀ: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଶ୍ରୀଜିଉମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ଆଗି ସିଂହଦ୍ବାରକୁ ଆସୁଛନ୍ତି। ସର୍ବ ପ୍ରଥମେ ପ୍ରଭୁ ବଳଭଦ୍ର ସିଂହଦ୍ବାର ସାମ୍ନାରେ ପହଞ୍ଚିଛନ୍ତି। ଏହା ପରେ ଭଉଣୀ ସୁଭଦ୍ରା ସିଂହଦ୍ବାର ସାମ୍ନାରେ ପହଞ୍ଚିଛନ୍ତି। ଅଳ୍ପ ସମୟ ମଧ୍ୟରେ…

ବ୍ରାହ୍ମଣୀରେ ବଢୁଛି ଜଳସ୍ତର; ଖୋଲିଲା ମନ୍ଦିରା ଡ୍ୟାମ୍‌ର ୮ ଗେଟ୍‌

ରାଉରକେଲା:ଗତ ସପ୍ତାହେ ଧରି ବ୍ରାହ୍ମଣୀରେ ଜଳସ୍ତର ବଢୁଥିବାରୁ ଶୁକ୍ରବାର ମନ୍ଦିରା ଡ୍ୟାମ୍‌ର ୧୧ଟି ଗେଟ୍‌ରୁ ୮ଟି ଗେଟ୍‌ ଖୋଲାଯାଇଛି। ଡ୍ୟାମ୍‌ର ଜଳସ୍ତର ୬୭୮.୯୦ ଫୁଟ୍‌ ରହିଛି । ଝାଡ଼ଖଣ୍ଡରେ ଲଗାଣବର୍ଷା କାରଣରୁ ବ୍ରାହ୍ମଣୀର ଜଳସ୍ତର ବଢ଼ୁଥିବାରୁ ତଳିବାସିନ୍ଦାଙ୍କ ଚିନ୍ତା ବଢ଼ିଛି। ଡ୍ୟାମ୍‌…