ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପହୃତ ଭାରତୀୟଙ୍କ ମଧ୍ୟରେ ଜଣେ ଓଡ଼ିଆ
ଭୁବନେଶ୍ୱର: ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପହୃତ ୩ ଭାରତୀୟଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବକ ଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଅପହୃତ ଓଡ଼ିଆ ଯୁବକ ଜଣକ ଗଞ୍ଜାମ ହିଞ୍ଜିଳିକାଟୁ ସମରଝୋଳ ଗାଁର ପି. ଭେଙ୍କଟରମଣ। ପୁଅକୁ ଫେରାଇ ଆଣିବା ପାଇଁ…