Month: July 2025

OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ, କାହାରିକୁ ଛଡ଼ା ଯିବନି

ଭୁବନେଶ୍ୱର : ଯିଏ ବି ଦୋଷୀ ଥାଉନା କାହିଁକି କାହାରିକୁ ଛଡ଼ା ଯିବନି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ । OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ ମନ୍ତ୍ରୀମାନଙ୍କ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ବୈଠକରେ ମୁଖ୍ୟମନ୍ତ୍ରୀ କଡା…

ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନରେ ଅତିରିକ୍ତ କୋଚ୍ ସଂଯୋଗ

ଭୁବନେଶ୍ୱର: ଯାତ୍ରୀ ସୁବିଧା ବୃଦ୍ଧି କରିବା ପାଇଁ ଏକ ସକ୍ରିୟ ପଦକ୍ଷେପ ସ୍ୱରୂପ ପୂର୍ବ ତଟ ରେଳପଥ ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନ ଦ୍ୱୟରେ ଅତିରିକ୍ତ ଏସି-୩ ଟାୟାର କୋଚ୍ ଅସ୍ଥାୟୀ ସଂଯୋଗ ପାଇଁ ନିଷ୍ପତ୍ତି ନେଇଛି। ଏହି ପଦକ୍ଷେପର…

୮ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜିଠୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଘାନାରୁ ଆରମ୍ଭ ହେବାକୁ ଥିବାବେଳେ ସେ ୫ଟି ଦେଶ ଗସ୍ତ କରିବେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଥମ ଥାନା ଗସ୍ତ ଏବଂ ୩୦…

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବି କଲା ଓଏଏସ ସଂଘ

ଭୁବନେଶ୍ୱର : ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ ପାଇଁ ଓଏଏସ ସଂଘର ଦୃଢ଼ ଦାବି । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଓଏଏସ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି…

ଫୁଲୁଛି ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକା: ବନ୍ୟା ମୁକାବିଲା ପାଇଁ ସଜାଗ ଅଛି ଓଡ୍ରାଫ ଟିମ୍

ଭୁବନେଶ୍ୱର: ଉତ୍ତର ଓଡିଶାର ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ଭଳି ପ୍ରମୁଖ ନଦୀର ଜଳସ୍ତର ବୃଦ୍ଧି ପରେ ବନ୍ୟା ପରିସ୍ଥିତି ଦେଖା ଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଡ଼ିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ…

ଏହି ସମୟରେ ଓଲା, ଉବର ବୁକ୍‌ କଲେ ଦେବାକୁ ପଡିବ ୨ ଗୁଣା ଭଡା

ନୂଆଦିଲ୍ଲୀ : ଲୋକେ ଗମନାଗମନକୁ ସୁବିଧା କରିବା ପାଇଁ ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନରେ ସହଜରେ ପହଞ୍ଚିବା ପାଇଁ ବର୍ତ୍ତମାନ ଅଧିକାଂଶ ଲୋକେ ଓଲା, ଉବର, ରାପିଡୋ ଆଦି ବ୍ୟବହାର କରିଥାନ୍ତି । ମାତ୍ର ଏବେ ଯାତ୍ରୀଙ୍କ ପାଇଁ ବଡ…

ଶରଧାବାଲି ଦଳାଚକଟା ଘଟଣା, ତଦନ୍ତ ପାଇଁ ୪ ଜଣିଆ ସ୍ବତନ୍ତ୍ର ଟିମ୍‌ ଗଠନ କଲେ ରାଜ୍ୟ ସରକାର

ପୁରୀ : ପୁରୀ ଶରଧାବାଲିରେ ଗତ ରବିବାର ଦିନ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି ରାଜ୍ୟ ସରକାର । ଉନ୍ନୟନ କମିସନରଙ୍କ ନେତୃତ୍ବରେ ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ…

ହଠାତ ଆକାଶରୁ ୧୦,୫୦୦ ଫୁଟ ତଳକୁ ଖସି ଆସିଲା ବିମାନ

ନୂଆଦିଲ୍ଲୀ: ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ଜେଟ୍ ଦୁର୍ଘଟଣାଗ୍ରସ୍ତ ହେବା ଘଟଣାର ଛାତଥରା ଦୃଶ୍ୟ ଏଯାଏଁ ଆଖିରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ବିମାନରେ ବସିଥିବା ୨୪୨ଜଣ ଯାତ୍ରୀଙ୍କ ମଧ୍ୟରୁ ୨୪୧ଜଣଙ୍କ ମୃତ୍ୟୁ ହୋଇଥିବାର ଦୁଃଖଦ ଘଟଣା ସାମ୍ନାକୁ ଆସିଥିଲା। ସେହିଦିନ…

କେନ୍ଦୁଝର ଯୋଡା ଦଲପାହାଡ ନିକଟରେ ବଡ଼ ଅଘଟଣ, ମାଟି ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର : ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ଜୀବନ । ମାଟି ତଳେ ଚାପି ହୋଇ ୩ ମୃତ । କେନ୍ଦୁଝର ଜିଲ୍ଲା ଯୋଡ଼ା ବିଛାକୁଣ୍ଡି ଦଲପାହାଡ଼ ନିକଟରେ ବଡ଼ ଅଘଟଣ ଘଟିଛି । ମାଙ୍ଗାନିଜ ଚୋରା ଉତ୍ତୋଳନ ବେଳେ…

ବିଏମସି ମାଡ ଘଟଣା; ‘ମାଷ୍ଟର ମାଇଣ୍ଡକୁ ଗିରଫ କର’ : ମେୟର

ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାକୁ ପରେ ଏବେ ମେୟରଙ୍କୁ ଘାରିଛି ବିଏମସି ଅଫିସ ସୁରକ୍ଷା ଚିନ୍ତା । ଏନେଇ ମେୟର ସୁଲୋଚନା ଦାସ ବିଏମସି ଅଫିସର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଛନ୍ତି । ଏଥିସହିତ ଯିଏ ମାଷ୍ଟରମାଇଣ୍ଡ ତାକୁ…