Month: July 2025

ଅପରେସନ୍‌ ମହାଦେବରେ ନିହତ ଦୁଇ ପହଲଗାମ୍‌ ଆକ୍ରମଣକାରୀଙ୍କ ପ୍ରଥମ ଫଟୋ ଜାରି ହେଲା

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରେ ପହଲଗାମ ଆତଙ୍କବାଦୀ ଆକ୍ରମଣର ୯୭ ଦିନ ପରେ, ଭାରତୀୟ ସେନା ଶେଷରେ ଏକ ବଡ଼ ସଫଳତା ପାଇଛି। ସେନା ‘ଅପରେସନ୍ ମହାଦେବ’ ଅଧୀନରେ…

୨୨ ଏପ୍ରିଲର ବଦଲା ୨୨ ମିନିଟରେ ନିଆଯାଇଥିଲା, ପାକିସ୍ତାନର ପରମାଣୁ ଧମକ କାମ କରିନଥିଲା : ମୋଦୀ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂର ସଂପର୍କରେ ଲୋକସଭାରେ ଚାଲିଥିବା ବିତର୍କର ଉତ୍ତର ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ କହିଛନ୍ତି ଯେ ଆତଙ୍କବାଦୀ ଓ ସେମାନଙ୍କ ମାଲିକମାନଙ୍କୁ…

ନ୍ୟୁୟର୍କରେ ଅତର୍କିତ ଗୁଳିକାଣ୍ଡ: ଚାହୁଁ ଚାହୁଁ ଚାଲିକଲା ୫ ଜୀବନ

ନ୍ୟୁୟର୍କ: ଆମେରିକାର ନ୍ୟୁୟର୍କରେ ଭୟଙ୍କର ଗୁଳିକାଣ୍ଡ, ଏହି ଭୟଙ୍କର ଗୁଳିକାଣ୍ଡରେ ୫ଜଣଙ୍କ ମୃତ୍ୟୁ ହୋଇଛି । ସର୍ବସାଧାରଣ ସ୍ଥାନରେ ଆଖିବୁଜା ଗୁଳି ଚଳାଇଲେ ବନ୍ଧୁକଧାରୀ । ଏଥିରେ…

ଜୁଲାଇ ୩୦ରେ ଉତକ୍ଷେପଣ ହେବ ନାସା-ଇସ୍ରୋ ମିଳିତ ଉପଗ୍ରହ ନିସାର

ନୂଆଦିଲ୍ଲୀ :  ନାସା ଓ ଇସ୍ରୋ ଦ୍ୱାରା ମିଳିତ ଭାବରେ ବିକଶିତ ଏକ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ‘ନିସାର’, ଜୁଲାଇ ୩୦ରେ ସନ୍ଧ୍ୟା ୫.୪୦ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ…

ଶ୍ରୀମନ୍ଦିର ସୁରକ୍ଷା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମନ୍ଦିର ପ୍ରଶାସନକୁ ସମ୍ପୂର୍ଣ୍ଣ ସ୍ୱାଧୀନତା – ଆଇନ ମନ୍ତ୍ରୀ

ପୁରୀ/ଭୁବନେଶ୍ୱର: ଶ୍ରୀମନ୍ଦିରର ସୁରକ୍ଷା ଏବଂ ପବିତ୍ରତାକୁ ନେଇ ବାରମ୍ବାର ଉଠୁଥିବା ପ୍ରଶ୍ନବାଚୀ ମଧ୍ୟରେ ରାଜ୍ୟ ସରକାର ଦୃଢ଼ ମନୋଭାବ ପୋଷଣ କରିଛନ୍ତି। ବିଶେଷକରି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ…

ସମସ୍ତ ଆବଣ୍ଟନ ପ୍ରାପ୍ତକାରୀ ଅଗଷ୍ଟ ୩୧ସୁଦ୍ଧା ୟୁଏଏନ୍ ଜେନେରେଟ୍ କରନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ସମସ୍ତ ଆବଣ୍ଟନ ପ୍ରାପ୍ତକାରୀଙ୍କୁ ୩୧ ଅଗଷ୍ଟ ସୁଦ୍ଧା ଏକ ୟୁନିକ୍ ଆକାଉଣ୍ଟ୍ ନମ୍ବର(ୟୁଏଏନ୍) ଜେନେରେଟ୍ କରିବାକୁ ନିବେଦନ କରାଯାଇଛି। ଏହି…

ଓଡ଼ିଶା ଉପକୂଳରୁ ‘ପ୍ରଳୟ’ କ୍ଷେପଣାସ୍ତ୍ରର କ୍ରମାଗତ ସଫଳ ପରୀକ୍ଷଣ

ନୂଆଦିଲ୍ଲୀ/ବାଲେଶ୍ୱର: ଭାରତର ପ୍ରତିରକ୍ଷା କ୍ଷେତ୍ରରେ ଏକ ବଡ଼ ସଫଳତା ସ୍ୱରୂପ, ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ପକ୍ଷରୁ ‘ପ୍ରଳୟ’ କ୍ଷେପଣାସ୍ତ୍ରର କ୍ରମାଗତ ଦୁଇଟି ସଫଳ…

ତୁର୍କୀ ବିକ୍ରି କରୁଛି ବିଶ୍ୱର ସବୁଠାରୁ ବିପଦପୂର୍ଣ୍ଣ ବୋମା: ପ୍ରତିରକ୍ଷା ଶିଳ୍ପ ମେଳାରେ ପ୍ରଦର୍ଶନ କଲା

ଆଙ୍କରା: ତୁର୍କୀ ଡ୍ରୋନ୍‌ର ରପ୍ତାନିକାରୀ ଭାବେ ଖ୍ୟାତି ହାସଲ କରିଛି। ଏବେ ତୁର୍କୀ ବ୍ୟାପକ ଧ୍ୱଂସ ଘଟାଉଥିବା ବୋମାର ନିର୍ମାତା ମଧ୍ୟ ହୋଇଛି। ଇସ୍ତାନବୁଲରେ ଅନୁଷ୍ଠିତ ହେଉଥିବା…

ନେହେରୁଙ୍କ ପାଇଁ ପିଓକେର ସୃଷ୍ଟି, କଂଗ୍ରେସର ଭୁଲରୁ ପାକିସ୍ତାନ ସୃଷ୍ଟି- ଲୋକସଭାରେ ବର୍ଷିଲେ ଶାହ

ନୂଆଦିଲ୍ଲୀ: ପିଓକେ ପ୍ରସଙ୍ଗରେ ନେହେରୁଙ୍କୁ ନିଶାନା କଲେ ଶାହ । ସଂସଦରେ ଅପରେସନ ସିନ୍ଦୂର ନେଇ ମହାବିତର୍କ ବେଳେ କଂଗ୍ରେସକୁ ଟାର୍ଗେଟ୍ କଲେ ଶାହ । ପିଓକେ…

ଗୋଟିଏ ସପ୍ତାହରେ ୪ କ୍ବିଣ୍ଟାଲ ସୁନା କିଣିଲା ରିଜର୍ଭ ବ୍ୟାଙ୍କ

ମୁମ୍ବାଇ : ଜୁନ୍ ୨୦୨୫ ଶେଷ ସପ୍ତାହରେ ଭାରତୀୟ ରିଜର୍ଭ ବ୍ୟାଙ୍କ ପୁଣି ଥରେ ବିପୁଳ ପରିମାଣରେ ସୁନା କ୍ରୟ କରିଛି। ରିଜର୍ଭ ବ୍ୟାଙ୍କ ମାତ୍ର ଗୋଟିଏ…