Month: August 2025

ଆତଙ୍କବାଦ ବିରୋଧୀ ଲଢେଇରେ ଭାରତକୁ ସହଯୋଗ କରୁ ଚୀନ, ଜିନପିଙ୍ଗଙ୍କୁ ନିବେଦନ କଲେ ମୋଦୀ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ଆହୁରି ଶକ୍ତ ହେବ ଲଢେଇ । ବିଶ୍ବରୁ ଆତଙ୍କବାଦର ମୂଳପୋଛ ପାଇଁ ଭାରତ ସବୁବେଳେ ସ୍ବର ଉଠାଇ ଆସୁଥିବା ବେଳେ ପହଲଗାମ୍ ହମଲା…

ଆସନ୍ତା ୨ ତାରିଖରେ ଆଉ ଏକ ଲଘୁଚାପ, ୪ ତାରିଖ ଯାଏ ରାଜ୍ୟରେ ଜାରି ରହିବ ବର୍ଷା

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ ।  ଆସନ୍ତା ୨ ତାରିଖରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ।  ଏନେଇ ପୂର୍ବାନୁମାନ କରିଛି…

ରେଳ ଧାରଣାରୁ ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର ପଳାସପାଲି ଅଞ୍ଚଳରେ ରବିବାର ଦିନ ଜଣେ ଲୋକପ୍ରିୟ ବାଇକର ତଥା ଟ୍ରାଭେଲ୍ ବ୍ଲଗର ସନ୍ଦୀପ କୁମାର ଦାସଙ୍କ ମୃତଦେହ ରେଳ ଧାରଣାରୁ ଉଦ୍ଧାର ହୋଇଛି।…

ଫିଟ୍‌ନେସ ପରୀକ୍ଷା ଦେବେ ଗିଲ୍‌, ବୁମ୍‌ରା, ରୋହିତ, ସିରାଜ

ନୂଆଦିଲ୍ଲୀ:ଏସିଆ କପ କ୍ରିକେଟ-୨୦୨୫ ଆସନ୍ତା ସେପ୍ଟେମ୍ବର ୯ରୁ ୨୮ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ। ଭାରତୀୟ ଦଳ ୟୁଏଇ ଗସ୍ତ ପୂର୍ବରୁ କିଛି ଖେଳାଳିଙ୍କ ଫିଟ୍‌ନେସ ପରୀକ୍ଷା କରାଯିବ।…

ଗଣେଶ ଭସାଣି ବେଳେ ଅଘଟଣ, ବିଦ୍ୟୁତ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ

ବାଲେଶ୍ଵର: ଗଣେଶ ବିସର୍ଜନ ପରେ ଘଟିଗଲା ଏତେ ବଡ଼ ଅଘଟଣ । କେଡ଼େ ଖୁସିରେ ଗଣେଣ ଭସାଣି ପାଇଁ ଯାଇଥିଲେ । ଡିଜେର ତାଳେ ତାଳେ ନାଚି ନାଚି…

ଉଚ୍ଚ ସ୍ୱରରେ ସଂଗୀତ ବଜାଇବା ଅଭିଯୋଗରେ ୨୦ ଡିଜେ ଗାଡି ଜବତ

ବାଲେଶ୍ବର: ଗଣେଶ ମୂର୍ତ୍ତି ବିସର୍ଜନ ସମୟରେ ବ୍ୟବହୃତ ପ୍ରାୟ ୨୦ଟି ଡିଜେ ଗାଡିକୁ ଶବ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରବିବାର ଜବତ କରାଯାଇଛି। ଅଧିକାରୀମାନେ କହିଛନ୍ତି…

ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଖରାପ ! କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

କଟକ : ସ୍ୱନାମ ଧନ୍ୟ କଣ୍ଠ ଶିଳ୍ପୀ, ଆଲବମ ଜଗତର କିଙ୍ଗ କୁହା ଯାଉଥିବା ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଖରାପ ନେଇ ଖବର ମିଳିଛି ।…

‘ମନ୍ କି ବାତ୍’ କାର୍ଯ୍ୟକ୍ରମ, କାନୋଇଙ୍ଗ୍ ଚମ୍ପିୟାନ୍ ଓଡିଆ ଝିଅ ରଶ୍ମିତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ପ୍ରସାରଣ ହୋଇଛି । ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ‘ମନ୍ କି ବାତ୍’ ରେ ପ୍ରତ୍ୟେକ…

ନୋବେଲ ପୁରସ୍କାର ପାଇଁ ସମର୍ଥନ ନପାଇ ଶୁଳ୍କ ଲାଗୁ କଲେ ଟ୍ରମ୍ପ୍: ରିପୋର୍ଟରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ:ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହୋଇଛି। ଶୁଳ୍କ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ…

ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଅବସରରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ…