Month: August 2025

ବଢିଲା ଇନ୍ସପେକ୍ଟର ଓ SIଙ୍କ କ୍ଷମତା, ଏବେ ନେଇ ପାରିବେ ଆକ୍ସନ

ଭୁବନେଶ୍ଵର: ବଢିଲା ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତା। ଏଣିକି ଅନୁସୂଚିତ ଜାତି(ଏସସି) ଏବଂ ଅନୁସୂଚିତ ଜନଜାତି (ଏସଟି) ମାମଲାର ତଦନ୍ତ କରିପାରବେ। ତଦନ୍ତ କରିବା ସହ ଗିରଫ…

ବିହାରରେ ନୀତିଶଙ୍କ ବିରୋଧରେ ଇଣ୍ଡି ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ତେଜସ୍ଵୀ !

ପାଟନା : ବିହାରରେ ଇଣ୍ଡି ମେଣ୍ଟ ବା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀକୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିବାବେଳେ ଶନିବାର ଏଥିରେ ଏକପ୍ରକାର ସ୍ପଷ୍ଟତା ଆସିଛି। ଆରଜେଡି ନେତା…

ଟ୍ରମ୍ପଙ୍କ ମୃତ୍ୟୁକୁ ନେଇ ସାମାଜିକ ଗଣମାଧ୍ୟମରେ ଟ୍ରେଣ୍ଡ କରୁଛି ଗୁଜବ

ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୃତ। ଆମେରିକା ସମେତ ଅନେକ ଦେଶରେ ସାମାଜିକ ଗଣମାଧ୍ୟମରେ ଟ୍ରେଣ୍ଡ କରୁଛି ଏଭଳି ଗୁଜବ। ଏହାର କାରଣ ମଧ୍ୟ…

ଟ୍ରେନ୍ ଟଏଲେଟ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ଵର : ଭୁବନେଶ୍ଵର ରେଳଷ୍ଟେସନରେ ଅଭାବନୀୟ ଘଟଣା ଘଟିଛି। ଟ୍ରେନ୍ ଟଏଲେଟ୍‌ ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଜିଆରପି ପୁଲିସ୍ ପୁରୁଷୋତ୍ତମ ଏକ୍ସପ୍ରେସ୍ ଶୌଚାଳୟରୁ…

ଧସିଲା ନାଗାବଳୀ ନଦୀର ନିର୍ମାଣାଧୀନ ପଥର ପ୍ୟାକିଙ୍ଗ୍‌

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦରରେ ଥିବା ଦୁଇଟି ନଦୀ ନାଗାବଳୀ ଓ କଲ୍ୟାଣୀ ନଦୀରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପଥର ପ୍ୟାକିଂ ଧସି…

ଡିସେମ୍ବରରେ ଭାରତ ଆସିବେ ପୁଟିନ

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବରରେ ଭାରତ ଗସ୍ତରେ ଆସିବେ। କ୍ରେମଲିନର ବରିଷ୍ଠ ଅଧିକାରୀ ୟୁରି ଉଶାକୋଭ ଏହା ନିଶ୍ଚିତ କରିଛନ୍ତି। ସେ କହିଛନ୍ତି ଯେ…

୨୦ ବର୍ଷରୁ ଅଧିକ ଜେଲ୍‌ରେ ଥିବା ବନ୍ଦୀଙ୍କୁ ମୁକ୍ତି ପ୍ରସଙ୍ଗ: ପୁନର୍ବିଚାର ପାଇଁ ଏସଏସଆରବିକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ:ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨୦ ବର୍ଷରୁ ଅଧିକ ସମୟ ଧରି କୋରାପୁଟ ଜେଲ୍‌ରେ ବନ୍ଦୀ ଥିବା ନନ୍ଦୁ ପାଙ୍ଗିଙ୍କ ଦଣ୍ଡ ଅବଧିର ସମୟ…

ଓଡ଼ିଶା ରାଜ୍ୟ ବାର ପରିଷଦର କଡ଼ା ନିର୍ଦ୍ଦେଶ: ଲାଭ ଜନକ ପଦବୀରେ ଥିବା ସଦସ୍ୟଙ୍କ ଲାଇସେନ୍ସ ରଦ୍ଦ ହେବ

କଟକ: ଓଡ଼ିଶା ରାଜ୍ୟ ବାର ପରିଷଦ ପକ୍ଷରୁ ଆଇନଜୀବୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ ଜାରି କରାଯାଇଛି। ଏକ ପ୍ରେସ୍ ବିଜ୍ଞପ୍ତିରେ ପରିଷଦ ପକ୍ଷରୁ କୁହାଯାଇଛି, ଲାଭ ଜନକ…