Month: August 2025

‘EKTA’ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ମାଧୁରୀ ଦୀକ୍ଷିତ

ଭୁବନେଶ୍ବର ୭।୮: ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ‘EKTA’ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ । ଭୁବନେଶ୍ବର ଜନତା ମଇଦାନରେ କାର୍ଯ୍ୟକ୍ରମରେ ଯୋଗଦେଲେ ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । କାର୍ଯ୍ୟକର୍ମର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ହାଇଓ୍ବା ଚାପାରେ ଚାଲିଗଲା ବାପା-ଝିଅଙ୍କ ଜୀବନ

ପାରାଦୀପ: ବାପା- ଝିଅଙ୍କ ଉପରେ ଚଢ଼ିଗଲା ହାଇଓ୍ବା। ଘଟଣାସ୍ଥଳରେ ଚାଲିଗଲା ଉଭୟଙ୍କ ଜୀବନ। ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି କୁଜଙ୍ଗ ବ୍ଲକ୍ ଅନ୍ତର୍ଗତ କୋଠିଆସାହି ନିକଟରେ। ଉତ୍ୟକ୍ତ ଗ୍ରାମବାସୀ ରାସ୍ତା ଅବରୋଧ କରିଥିବାବେଳେ ପୋଲିସ ପହଁଞ୍ଚି ଉତ୍ୟକ୍ତ ଲୋକଙ୍କୁ…

କେନ୍ଦ୍ରାପଡା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ବିଜେଡି

କେନ୍ଦ୍ରାପଡା : କେନ୍ଦ୍ରାପଡା ଛାତ୍ରୀ ଜଳିଯିବା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛି ବିରୋଧୀ ବିଜୁ ଜନତା ଦଳ । ଦଳର ବରିଷ୍ଠ ନେତା ତଥା ଆଳି ବିଧାୟକ ପ୍ରତାପ ଦେବ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ ପୁଲିସ ଆରମ୍ଭରୁ…

ବେଆଇନ ପିସ୍ତଲ କାରବାର କରୁଥିବାବେଳେ ମାଡ଼ି ବସିଲା ପ୍ଲାଣ୍ଟସାଇଟ ଥାନା ପୋଲିସ

ରାଉରକେଲା : ରାଉରକେଲା ପ୍ଲାଣ୍ଟ ସାଇଟ ଥାନା ପୋଲିସକୁ ସଫଳତା । ଏସଆଇ ଏସ.ପ୍ରଧାନ ପୋଲିସ ଟିମ୍ ସହ ପାଟ୍ରୋଲିଂ କରୁଥିବା ବେଳେ ଜବତ କରିଛି ଅସ୍ତ୍ରଶସ୍ତ୍ର ଗୁଳି । ବେଆଇନ ଅସ୍ତ୍ର କାରବାର ହେଉଥିବା ବିଶେଷ ସୂତ୍ରରୁ ଖବର ପାଇ…

ପଟ୍ଟାମୁଣ୍ଡାଇ ଛାତ୍ରୀ ପୋଡି ଘଟଣା: ବଦଳିଲେ ଗ୍ରାମାଞ୍ଚଳ ଏସଆଇ, କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲେ ପରିବାର

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଜିଲ୍ଲାରେ ଘଟିଥିବା ଅଘଟଣରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଗ୍ରାମାଞ୍ଚଳ ଏଏସଆଇ ସୀମାଞ୍ଚଳ ପଲେଇଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଛି । ପୂର୍ବରୁ ପୀଡ଼ିତାଙ୍କ ଏତଲା ରଖି ନଥିବା ଅଭିଯୋଗ ହୋଇଥିବା ବେଳେ ପୀଡ଼ିତାଙ୍କ…

ଖୁବଶୀଘ୍ର ପୂରଣ ହେବ ୨୨, ୮୯୬ ଗ୍ରୁପ୍ ସି ପଦବୀ, ଅଗଷ୍ଟ ୩୧ ସୁଦ୍ଧା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ। ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସି ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି…

ଗାଁରେ ବ୍ୟାପୁଛି ଜଣ୍ଡିସ, ଟେଷ୍ଟ ପାଇଁ ଯାଇଛି ୩୩ ନମୁନା

କଟକ:ବଡ଼ମ୍ବା ବ୍ଲକ ଗୋବିନ୍ଦପୁର ଗାଁରେ ବ୍ୟାପୁଛି ଜଣ୍ଡିସ ରୋଗ। ଗାଁରେ ଜଣେ ପଜିଟିଭ ଚିହ୍ନଟ ହେବା ପରେ ୩୩ ଜଣଙ୍କର ନମୁନା ଟେଷ୍ଟ ପାଇଁ ଯାଇଥିଲା। ୧୪ ଜଣ ଶିଶୁ ଆକ୍ରାନ୍ତଙ୍କୁ ମାଣିଆବନ୍ଧ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯିବା ପରେ…

ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ସମାଧାନ ପାଇଁ ସରକାର କ’ଣ କରୁଛନ୍ତି, ସାର୍ବଜନୀନ ହେବା ଆବଶ୍ୟକ: ଦେବୀ ମିଶ୍ର

ଭୁବନେଶ୍ବର: ମହାନଦୀ ଜଳ ବିବାଦ ସମାଧାନ କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ଜଳ ଆୟୋଗ ମନ୍ତ୍ରୀଙ୍କୁ ଭେଟିଛନ୍ତି । ଭଲ କଥା । ତେବେ ସମାଧାନ ପାଇଁ କ’ଣ କରୁଛନ୍ତି । କେନ୍ଦ୍ର ମନ୍ତ୍ରୀଙ୍କ ସହ କ’ଣ ଆଲୋଚନା କଲେ…

ସଡ଼କ ନିର୍ମାଣରେ ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ!

ଭୁବନେଶ୍ୱର: ସହରାଞ୍ଚଳରେ ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍ ଅଳିଆ ବ୍ୟବହାର ଉପରେ ବିଚାର ବିମର୍ଶ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶ୍ରୀମତୀ ପାଢୀ…

ଟ୍ରମ୍ପ ଜଣେ ବଦମାସ : ଭାରତକୁ ସମର୍ଥନ କରି କହିଲେ ଚୀନ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ : ଆମେରିକା ଏବଂ ଭାରତ ମଧ୍ୟରେ ବାଣିଜ୍ୟ ଉତ୍ତେଜନା ପୁଣି ଥରେ ଗଭୀର ହେବାରେ ଲାଗିଛି। ଭାରତୀୟ ସାମଗ୍ରୀ ଉପରେ ଅତିରିକ୍ତ ୨୫% ଶୁଳ୍କ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିଷ୍ପତ୍ତି ରାଜନୈତିକ ଏବଂ କୂଟନୈତିକ ମହଲରେ…