Month: August 2025

ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ, ଅଗଷ୍ଟ ୧୪ ତାରିଖରେ ପଦଯାତ୍ରା

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି । ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪ ତାରିଖରେ ପଦଯାତ୍ରା ସହ ସାଧାରଣ ସଭା ଆୟୋଜିତ ହେବ । ପଦଯାତ୍ରା…

ୟେମେନରେ ଜାହାଜ ବୁଡ଼ି ଚାଲିଗଲା ୬୮ ଜଣଙ୍କ ଜୀବନ

ନୂଆଦିଲ୍ଳୀ: ୟେମେନରେ ବଡ଼ ଅଘଟଣ । ଦକ୍ଷିଣ ଅବିଆନ ପ୍ରଦେଶ ନିକଟରେ ନୌକା ଓଲଟି ପଡ଼ିବାରୁ ୬୮ ଜଣ ଶରଣାର୍ଥୀଙ୍କ ମୃତ୍ୟୁ ଘଟିଛି । ୟେମେନ ଗଣମାଧ୍ୟମ ଅନୁଯାୟୀ, ପ୍ରାୟ ୧୫୪ ଜଣ ଶରଣାର୍ଥୀଙ୍କୁ ନେଇ ଏହି ନୌକା ଗଲ୍ଫ ଅଫ…

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି। ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଖାଦ୍ୟ ଓ କୃଷି ସଂଗଠନ (ଏଫଏଓ)…

ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର, ୯ ରେ ଜୟପୁରରୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ସୁଭଦ୍ରାର ତୃତୀୟ କିସ୍ତି

ଭୁବନେଶ୍ୱର : ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର । SHGରୁ ବିନା ସୁଧରେ 10 ଲକ୍ଷ ଟଙ୍କା ଋଣ ଯୋଗାଇଦେବାକୁ ସରକାର ଦେବେ ପ୍ରାଥମିକତା। ସୁଭଦ୍ରା ଭଉଣୀଙ୍କ ସହ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି…

ଡକ୍ଟର ସୁବାସ ପାଣିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର: ସଂସ୍କୃତି ଗବେଷକ, ଭାଷ୍ୟକାର ଓ ଭୁତପୁର୍ବ ମୁଖ୍ୟ ଶାସନ ସଚିବ ଡ଼କ୍ଟର ସୁବାସ ପାଣିଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ,…

ଏଫ ଏମ କଲେଜରେ ଛାତ୍ରୀ ଆତ୍ମାହୁତି ଘଟଣାରେ ବଡ଼ ଖୁଲାସା, ଅଘଟଣ ଦିନ ନିଜେ ପେଟ୍ରୋଲ ଆଣିଥିଲେ ପୀଡ଼ିତା

ବାଲେଶ୍ୱର : ବାଲେଶ୍ୱର ଫକୀର ମୋହନ କଲେଜରେ ଛାତ୍ରୀ ଆତ୍ମାହୁତି ଘଟଣାରେ ଏକ ବଡ଼ ଖୁଲାସା । ଘଟଣା ଦିନ ନିଜେ ପେଟ୍ରୋଲ ଆଣିଥିଲେ ପୀଡ଼ିତା । ସାଇକେଲରେ ଯାଇ ପେଟ୍ରୋଲ ପମ୍ପରୁ ପେଟ୍ରୋଲ ଆଣିଥିଲେ । ସାମ୍ନାକୁ ଆସିଲା ସିସିଟିଭି…

ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ମିଳିଲା ନାହିଁ ପ୍ରମାଣ; ମାମଲା ବନ୍ଦ କରିଦେଲେ କୋର୍ଟ

ନୂଆଦିଲ୍ଲୀ: ସୋମବାର (୪ ଅଗଷ୍ଟ) ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଦିଲ୍ଲୀର ପୂର୍ବତନ ପିଡବ୍ଲୁଡି ମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଆପ) ନେତା ସତ୍ୟେନ୍ଦ୍ର ଜୈନ ଏବଂ ଅନ୍ୟ ପିଡବ୍ଲୁଡି ଅଧିକାରୀଙ୍କ ବିରୋଧରେ ସିବିଆଇ ରୁଜୁ କରିଥିବା ମାମଲାକୁ ବନ୍ଦ…

ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର : ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ । ୭୬ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଆଜି ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ହେବ। ସେ ଜଣେ ବିଶିଷ୍ଟ ଲେଖକ, ଅନୁବାଦକ, ସଙ୍ଗୀତ…

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡିର ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ଡାକରା

ପୁରୀ: ଆସନ୍ତା ୭ ତାରିଖରେ ପୁରୀ ବନ୍ଦ । ୬ ଘଣ୍ଟିଆ ପୁରୀ ବନ୍ଦ ଡାକରା ଦେଇଛି ବିଜେଡି । ସକାଳ ୬ ଟା ଠାରୁ ଦିନ ୧୨ ଟା ଯାଏ ବନ୍ଦ ରହିବ ପୁରୀ । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ…

ଚୀନ ଭାରତର ୨୦୦୦ କିମି ଦଖଲ କରିଛି ବୋଲି ଜାଣିଲ କିପରି ? ରାହୁଲଙ୍କୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ: ଭାରତ-ଚୀନ ଉତ୍ତେଜନା ଉପରେ ଦେଇଥିବା ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କରିଛନ୍ତି। ରାହୁଲ ୨୦୨୨ ଭାରତ ଯୋଡୋ ଯାତ୍ରା ସମୟରେ ଏହି ବିବାଦୀୟ ବୟାନ ଦେଇଥିଲେ। ଏହି ମାମଲାକୁ ରଦ୍ଦ କରିବା ପାଇଁ ଆସିଥିବା…