ଏଣିକି ବିଭିନ୍ନ ଘରୋଇ ସଂସ୍ଥାରେ ରାତିରେ କାର୍ଯ୍ୟ କରିପାରିବେ ମହିଳା
ଭୁବନେଶ୍ୱର: ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। ରାତିରେ କାମ କରିବା ପାଇଁ ମହିଳା କର୍ମଚାରୀଙ୍କ ସହମତି ଆବଶ୍ୟକ। ନାଇଟ୍ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର। ଏନେଇ ଶ୍ରମ ବିଭାଗ ପକ୍ଷରୁ…