ଭୂକମ୍ପ ଝଟକାରେ ପୁଣି ଥରିଲା ରୁଷ, ସୁନାମୀ ସତର୍କତା ଜାରି
ରୁଷରେ ରବିବାର ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ରୁଷର କୁରିଲ ଦ୍ଵୀପ ଏବଂ କାମଚାତକାରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜର୍ମାନୀ ଭୂବିଜ୍ଞାନ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା କୁରିଲ ଦ୍ଵୀପରେ ୬.୭…