ବିବାଦୀୟ ମନ୍ତବ୍ୟ ପରେ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କୁ ମିଳିଲା ହତ୍ୟା ଧମକ0
ନୂଆଦିଲ୍ଲୀ: ମଥୁରା-ବୃନ୍ଦାବନର ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସାନ୍ନିଧ୍ୟ ପାଇବା ପାଇଁ ଦେଶବିଦେଶରୁ ଶ୍ରଦ୍ଧାଳୁ ଛୁଟି ଆସନ୍ତି । ସାଂସାରିକ ଏବଂ ଆଧ୍ୟାତ୍ମିକ ଜୀବନର ଜ୍ଞାନ ପରଷୁଥିବା ପ୍ରେମାନନ୍ଦ ମହାରାଜ ପ୍ରତିଟି ସତସଙ୍ଗ ପରେ ଶ୍ରଦ୍ଧାଳୁଙ୍କ ମନରେ ଆସୁଥିବା ପ୍ରଶ୍ନର ଅତି ସରଳ…