ଭାରତୀୟ ଆଇନ ପାଳନ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଏଲନ ମସ୍କଙ୍କ X କୁ ମିଳିଲା ବଡ଼ ଝଟକା
ସୋସିଆଲ ମିଡିଆ ପ୍ଲାଟଫର୍ମ X କୁ କର୍ଣ୍ଣାଟକ ହାଇକୋର୍ଟରୁ ମିଳିଲା ଝଟକା । ବୁଧବାର ଅର୍ଥାତ୍ ଗତକାଲି କୋର୍ଟ କେନ୍ଦ୍ର ସରକାରଙ୍କ ଟେକଡାଉନ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି X ଆବେଦନକୁ ଖାରଜ କରିଦେଇଥିଲେ । କୋର୍ଟ ସ୍ପଷ୍ଟ ଭାବରେ କହିଛନ୍ତି ଯେ,…