୨୦ ଲକ୍ଷ ଟଙ୍କା ପାଇଁ ଶୁଭମିତ୍ରାଙ୍କୁ ହତ୍ୟା: ଆଇନମନ୍ତ୍ରୀ
ଭୁବନେଶ୍ଵର: ୨୦ ଲକ୍ଷ ଟଙ୍କା ପାଇଁ ପୁଲିସ୍ କନଷ୍ଟେବଳ ଶୁଭମିତ୍ରାଙ୍କୁ ହତ୍ୟା କରାଯାଇଛି। ଆଜି ବିଧାନସଭାରେ ମୁଲତବୀ ଆଲୋଚନାବେଳେ ଏହା କହିଛନ୍ତି ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ । ଦୀପକ ପ୍ରଥମ ପତ୍ନୀ ଅପର୍ଣ୍ଣା ପ୍ରିୟଦର୍ଶିନୀକୁ ମଧ୍ୟ ହତ୍ୟା କରିଥିଲା। ବୀମା ଅର୍ଥ…