Month: September 2025

ରାସ୍ତାରେ ରିଲ୍ସ ବା ଭିଡିଓ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାସ୍ତାରେ ରିଲ୍ସ ବା ଭିଡିଓ କରୁଛନ୍ତି କି? ତେବେ ହୋଇଯାଆନ୍ତୁ ସାବଧାନ। କାରଣ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ଓଡ଼ିଶାର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ)ଙ୍କୁ ରାସ୍ତା ସୁରକ୍ଷା ଉଲ୍ଲଙ୍ଘନକାରୀ, ବିଶେଷକରି ଗାଡ଼ି ଚାଳନା ବେଳେ ରିଲ୍‌ କିମ୍ବା…

ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ଶାସକ ଓ ବିରୋଧୀଙ୍କ ବୈଠକ

ଭୁବନେଶ୍ୱର: ଆସନ୍ତା ୧୮ରୁ ୨୫ତାରିଖ ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ଏଥିରେ ମୋଟ୍‌ ୭ଟି କାର୍ଯ୍ୟଦିବସ ରହିଛି। ବିଧାନସଭା ଯେପରି ସୁରୁଖୁରରେ ଚାଲିବ ସେଥିପାଇଁ ବାଚସ୍ପତି ସୁରମା ପାଢ଼ୀ ମଙ୍ଗଳବାର ଦିନ ସର୍ବଦଳୀୟ ବୈଠକ ଡାକିଛନ୍ତି। ରାଜ୍ୟରେ ଏବେ ସରକାରଙ୍କ…

ଏସଆଇଆରକୁ ନେଇ ସୁପ୍ରିମକୋର୍ଟଙ୍କ ତାଗିଦ; ଗଡ଼ବଡ଼ ହେଲେ ରଦ୍ଦ କରାଯିବ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ: ବିହାରରେ ନିର୍ବାଚନ ଆୟୋଗଙ୍କ ଦ୍ଵାରା କାର୍ଯ୍ୟକାରୀ କରାଯାଉଥିବା ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର)କୁ ନେଇ ସୁପ୍ରିମକୋର୍ଟ ସୋମବାର କଡ଼ା ତାଗିଦ କରିଛନ୍ତି। ଏସଆଇଆର କାର୍ଯ୍ୟ ପ୍ରଣାଳୀରେ ଯଦି କୌଣସି ବେଆଇନ କାର୍ଯ୍ୟ କିମ୍ବା ଗଡ଼ବଡ଼ ଦେଖିବାକୁ ମିଳେ, ତେବେ ସମ୍ପୂର୍ଣ୍ଣ ପ୍ରକ୍ରିୟାକୁ…

ହଜାରିବାଗ ଜଙ୍ଗଲରେ ଏନକାଉଣ୍ଟର, ଦୁଇ ନକ୍ସଲ ନିହତ

ରାଞ୍ଚି : ହଜାରୀବାଗର ଗିରହୋର ଥାନା ଅଞ୍ଚଳରେ ହୋଇଛି ଏନକାଉଣ୍ଟର । ଆଜି ସକାଳେ ସୁରକ୍ଷା ବାହିନୀ ସହିତପାନାତିତ୍ରୀ ଜଙ୍ଗଲରେ ଏକ ଏନକାଉଣ୍ଟରରେ ୧ କୋଟି ଟଙ୍କାର ପୁରସ୍କାର ରାଶି ବହନ କରିଥିବା ମାଓବାଦୀ ସହଦେବ ସୋରେନ ଏବଂ ଅନ୍ୟ ଦୁଇ…

ପୁଣି ବଦଳିଲା ଜେନ-ଜିଙ୍କ ସ୍ବର, ସୁଶୀଳା କାର୍କିଙ୍କ ବିରୋଧରେ ଆରମ୍ଭ ହେଲାଣି ଅସନ୍ତୋଷ

କାଠମାଣ୍ଡୁ : ନେପାଳରେ ଜେନ-ଜିଙ୍କ ବିକ୍ଷୋଭ ପରେ ଧୀରେ ଧୀରେ ଶାନ୍ତି ଫେରୁଛି । ସୁଶୀଳା କାର୍କି ଅନ୍ତରୀମ ପ୍ରଧାନମନ୍ତ୍ରୀ ହେବା ପରେ କିଛି ସ୍ଥାନରୁ କର୍ଫ୍ୟୁ ହଟାଇ ଦିଆଯାଇଛି । କିନ୍ତୁ ସୁଶୀଳା କାର୍କି ଶପଥ ଗ୍ରହଣ କରିବାର ୩…

ୱାକଫ୍‍ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରାୟ: ୨ ଗୁରୁତ୍ୱପୂର୍ଣ୍ଣ ସର୍ତ୍ତ ରଖିଲେ ସର୍ବୋଚ୍ଚ ଅଦାଲତ

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ୱାକଫ୍‍ ସଂଶୋଧନ ଆଇନ ୨୦୨୫ର ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ତାଙ୍କର ରାୟ ଦେଇଛନ୍ତି । ସର୍ବୋଚ୍ଚ ଅଦାଲତା ୱାକଫ୍‍ ସଂଶୋଧନ ଆଇନ ୨୦୨୫ର ବୈଧତା ଉପରେ କୌଣସି ରାୟ ଦେଇନାହାଁନ୍ତି ଏବଂ ଆଇନକୁ ସ୍ଥଗିତ…

କାର୍ ଦୁର୍ଘଟଣାରେ ଅର୍ଥ ବିଭାଗର ଉପସଚିବଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ କାର୍ ଦୁର୍ଘଟଣାରେ ଅର୍ଥ ବିଭାଗର ଉପସଚିବଙ୍କ ମୃତ୍ୟୁ ହୋଇଛି । ଘଟଣାରେ ତାଙ୍କ ପତ୍ନୀ ଗୁରୁତର ରହିଛନ୍ତି । ଏମାନେ ବାଇକ୍ ଯୋଗୁଁ ବଙ୍ଗଲା ସାହିବ ଗୁରୁଦ୍ବାରାରୁ ଘରକୁ ଫେରୁଥିଲେ । ପୋଲିସ ଘଟଣା ସ୍ଥଳରେ…

ଟ୍ରଲର ସହିତ ଧକ୍କା ହେଲା ବସ୍, ୪ ମୃତ, ଅନେକ ଆହତ

ଜୋନପୁର : ୟୁପି ଜୋନପୁରରେ ବଡ଼ ଦୁର୍ଘଟଣା ଘଟିଛି । ଘଟଣାରେ ଅଯୋଧ୍ୟାରୁ ବାରଣାସୀ ଯାଉଥିବା ଏକ ବିଳାସପୂର୍ଣ୍ଣ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାରେ ୪ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି । ଜୋନପୁର…

ଅଧାରାସ୍ତାରେ ଝୁଲିଲା ମନୋରେଲ୍

ମୁମ୍ବାଇ : ମହାରାଷ୍ଟ୍ରରେ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ କରିଦେଇଛି । ରବିବାର ରାତିରେ ପ୍ରବଳ ବର୍ଷା ହୋଇ ମୁମ୍ବାଇର ବିଭିନ୍ନ ସ୍ଥାନରେ ପାଣି ଜମିଛି । ଏହାରି ମଧ୍ୟରେ ମୁମ୍ବାଇର ୱଡାଲା ଅଞ୍ଚଳରେ ଏକ ମନୋରେଲ ଠପ୍ ହୋଇଛି । ଯାନ୍ତ୍ରିକ…

ଖୁବ୍ ଶୀଘ୍ର ବଦଳିବ ୟୁପିଆଇ ନିୟମ !

ନୂଆଦିଲ୍ଲୀ : ଫୋନ୍ ପେ ଏବଂ ଗୁଗଲ୍‌ ପେ ବ୍ୟବହାରକାରୀଙ୍କ ପାଇଁ ବଡ ଖବର ଆସିଛି। ୟୁପିଆଇ କାରବାରକୁ ନେଇ ଏନପିସିଆଇ ବଡ ପରିବର୍ତ୍ତନ କରିବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ ଆଜି ୧୫ ସେପ୍ଟେମ୍ବରରୁ ଯୁପିଆଇ ଜରିଆରେ…