ଦିଲ୍ଲୀ ପରେ ବମ୍ବେ ହାଇକୋର୍ଟକୁ ବୋମା ଧମକ, ଖାଲି କରାଗଲା କୋର୍ଟ ପରିସର
ବମ୍ବେ: ଦିଲ୍ଲୀ ହାଇକୋର୍ଟ ପରେ ବମ୍ବେ ହାଇକୋର୍ଟକୁ ବୋମା ଧମକ ମିଳିଛି । ଯାହା ଉଭୟ ହାଇକୋର୍ଟରେ ହଇଚଇ ସୃଷ୍ଟି କରିଛି । ଧମକପୂର୍ଣ୍ଣ ମେଲ୍ ପାଇବା ପରେ ପୋଲିସକୁ ହାଇକୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କୋର୍ଟ…