କତାର ଉପରେ ଇସ୍ରାଏଲର ଆକ୍ରମଣ, ୬ ମୃତ
କତାରରେ ଇସ୍ରାଏଲର ପ୍ରଥମ ଆକ୍ରମଣ । ଦୋହାର କତାର ଜିଲ୍ଲାରେ ଇସ୍ରାଏଲ ବିମାନ ଆକ୍ରମଣ କରିଛି । ହମାସର ରାଜନୈତିକ ବ୍ୟୁରୋର ଆବାସିକ ମୁଖ୍ୟାଳୟକୁ ଟାର୍ଗେଟ କରାଯାଇଛି । ଆକ୍ରମଣରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଦୋହା ସହରରେ ବିସ୍ଫୋରଣର…
କତାରରେ ଇସ୍ରାଏଲର ପ୍ରଥମ ଆକ୍ରମଣ । ଦୋହାର କତାର ଜିଲ୍ଲାରେ ଇସ୍ରାଏଲ ବିମାନ ଆକ୍ରମଣ କରିଛି । ହମାସର ରାଜନୈତିକ ବ୍ୟୁରୋର ଆବାସିକ ମୁଖ୍ୟାଳୟକୁ ଟାର୍ଗେଟ କରାଯାଇଛି । ଆକ୍ରମଣରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଦୋହା ସହରରେ ବିସ୍ଫୋରଣର…
ଗୋପାଳପୁର :ଗୋପାଳପୁର ଏକ ଆନ୍ତର୍ଜାତିକ ପର୍ଯ୍ୟଟନ ସ୍ଥଳୀ ଭାବରେ ବେଶ ପରିଚିତ ରହି ଆସିଥିବା ବେଳେ ଏବେ କିଛି ବର୍ଷ ହେବ ବେଳାଭୂମି ସମେତ ବେଳାଭୂମି ର ପାଦଚଲା ରାସ୍ତା କୁ ଉଠା ଦୋକାନୀ ମାନେ ନିଜ କବଜା କୁ ନେବା…
ଭୁବନେଶ୍ଵର : ନୂଆଦିଲ୍ଲୀ ଗସ୍ତ ସାରି ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ପ୍ରତିକ୍ରିୟା ରଖିଛନ୍ତି। କହିଛନ୍ତି ଏହା ବିଜେଡିର ଦଳୀୟ ନିଷ୍ପତ୍ତି , ବିଜେପି ନିଜ ରାସ୍ତାରେ ଅଛି। ମନ୍ତ୍ରିମଣ୍ଡଳ…
ଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଫିସ ସମ୍ମୁଖରେ କର୍ପୋରେଟରଙ୍କ ଧାରଣା । କର୍ପୋରେଶନ ବୈଠକ ଚାଲିଥିବା ବେଳେ ବିଏମସି ଅଫିସ ସମ୍ମୁଖରେ ଧାରଣାରେ ବସିଲେ ୩୭ ନଂ ୱାର୍ଡ କର୍ପୋରେଟର ବନ୍ଦିତା ପାଲ । ଗତ ୩ ବର୍ଷ ହେବ…
ପୁରୀ: ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ…
କଟକ: ଲୋକଙ୍କ ସ୍ବାସ୍ଥ୍ୟ ସହ ଖେଳ। ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ । ମାଡି ବସିଲା ପୋଲିସ । ଗତକାଲି ବିଳମ୍ବିତ ରାତିରେ କଟକ ଗୁରୁଡ଼ିଝାଟିଆ ଥାନା କୁ୍ସ୍ପଙ୍ଗୀ ନିକଟ ଏକ ହୋଟେଲ ପଛ ପଟେ କ୍ଷୀର ଅପମିଶ୍ରିତ ଚାଲିଥିବା…
ବ୍ରହ୍ମପୁର: ୮୦ ବର୍ଷୀୟ ବୃଦ୍ଧଙ୍କ ଖାଦ୍ୟନଳୀରୁ ବାହାରିଲା ୯ ଇଞ୍ଚର ଦାନ୍ତକାଠି । ବୃଦ୍ଧ ଜଣକ ଅସାବଧାନତା ଯୋଗୁଁ ଦାନ୍ତକାଠି ଗିଳି ଦେଇଥିଲେ । ସଫଳ ଅସ୍ତ୍ରୋପଚାର କରି ଦାନ୍ତକାଠିକୁ ବାହାର କରିଛନ୍ତି ଡାକ୍ତର । ଦୀର୍ଘ ୧ ଘଣ୍ଟା ଧରି…
ଭୁବନେଶ୍ୱର: ଏଣିକି ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ। ଧରାପଡିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ। ଆବାସ କିମ୍ବା ଅନ୍ତୋଦ୍ୟାୟ ଯୋଜନାରେ ଘର ନେଇଥିଲେ ଆକ୍ସନ ହେବ। ବ୍ୟବସ୍ଥାକୁ ସରଳିକରଣ କରି ଏଆଇ ଉପଯୋଗ କରି ବ୍ୟବସ୍ଥିତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି।…
ଭୁବନେଶ୍ୱର : ରାଜଧାନୀ କଲେଜରେ ଛାତ୍ର ଅଣଛାତ୍ର ଙ୍କ ମଧ୍ୟରେ ବଡ଼ ଧରଣର ଗଣ୍ଡଗୋଳ । ପୁଣି ରଣକ୍ଷେତ୍ର ପାଲଟିଲା କଲେଜ କ୍ୟାମ୍ପସ । ଦୁଇ ଛାତ୍ରଗୋଷ୍ଠୀ ମଧ୍ୟରେ ବଡ଼ ଧରଣର ଗଣ୍ଡଗୋଳ । ଏହି ଗଣ୍ଡଗୋଳରେ ୨ ଛାତ୍ର ଆହତ…
ପୁରୀ: ପୁରୀରେ କାର୍ତ୍ତିକ ମାସ ପାଇଁ ପ୍ରସ୍ତୁତି ଆରମ୍ଭ । ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ହବିଷ୍ୟାଳୀଙ୍କ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି । ସୁରକ୍ଷିତ ରହଣି,ସ୍ନାନ, ଶୌଚ, ମହାପ୍ରସାଦ ସେବନ ଆଦି…