Month: September 2025

ସରିଲା ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା, ଚଳିତ ବର୍ଷ ଆସିଛନ୍ତି ୬୭୩ ଅଧିକ ପକ୍ଷୀ

ରାଜନଗର : ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଶେଷ । ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ଗତ ବର୍ଷ ଠାରୁ ବୃଦ୍ଧି ପାଇଛି । ଗତବର୍ଷ ଭିତରକନିକାରେ ୧ ଲକ୍ଷ ୩୦ ହଜାର୧୨୩ଟି ଦେଶୀୟ ପକ୍ଷୀ ଗଣନା କରାଯାଇଥିଲା । ଚଳିତ…

ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା : ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଅନେକ ଯୋଗ୍ୟ ହିତାଧିକାରୀ ମହିଳା ସୁଭଦ୍ରା ତାଙ୍କ ପାଇବାରୁ ବଞ୍ଚିତ ହୋଇଛନ୍ତି । ସେମାନେ କାହିଁକି ବଞ୍ଚିତ ହେଲେ, ରାସନ କାର୍ଡ ଅଛିକି ନାହିଁ, kyc upadate…

କନ୍ଧମାଳରେ ପହିଲି କୁହୁଡି ସ୍ପର୍ଶ, ଶୀତର ଆଗମନକୁ ଇସାରା

କନ୍ଧମାଳ: ଗଛ,ଲତା ଓ ଘାସ ଉପରେ ପଡିଛି କାକର ବିନ୍ଦୁ । ସେହି କାକର ବିନ୍ଦୁ ସୂର୍ଯ୍ୟ କିରଣରେ ଝଲସି ଉଠୁଛି । ଏହା ସହ ମୋତି ମାଣିକ ପରି ଚକ୍‌‍ ଚକ୍‌‍ କରୁଛି କାକର ବିନ୍ଦୁ । କନ୍ଧମାଳର ପାଣିପାଗରେ…

ଦୁର୍ଗା ପୂଜା ପାଇଁ ଭାରତକୁ ଆସିବ ଇଲିସି, ୧୨୦୦ ଟନ୍‌ ମାଛ ରପ୍ତାନି କଲା ବାଂଲାଦେଶ

କୋଲକାତା: ଆଉ କେଇଟା ଦିନ ପରେ ଧରାବତରଣ କରିବେ ମାଆ ଦୁର୍ଗା। ଚାରିଆଡେ ଉତ୍ସବମୁଖର। ତେବେ ଶାରଦୀୟ ଦୁର୍ଗା ପୂଜା ପାଇଁ ପ୍ରସିଦ୍ଧିଲାଭ କରିଥିବା ପଶ୍ଚିମବଙ୍ଗରେ ମା’ଙ୍କ ପୂଜାରେ ଲୋକେ ଭିନ୍ନ ପ୍ରକାର ପାଳନ କରନ୍ତି। କାରଣ ଏଠାରେ ଦୁର୍ଗା ପୂଜା…

ପଦ ଛାଡ଼ିଲେ ନେପାଳ ରାଷ୍ଟ୍ରପତି ରାମଚନ୍ଦ୍ର ପଉଡେଲ

ନେପାଳ ରାଷ୍ଟ୍ରପତି ରାମଚନ୍ଦ୍ର ପଉଡେଲ ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ଇସ୍ତଫା ପରେ ବି ଦେଶର ମାହୋଲ ଶାନ୍ତ ନ ପଡ଼ିବାରୁ ଶେଷରେ ରାଷ୍ଟ୍ରପତି ପଉଡେଲ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫଳରେ ବର୍ତ୍ତମାନ ଦେଶର ସେନା ମୁଖ୍ୟଙ୍କ…

ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଦେଲେ ଇସ୍ତଫା, ଘର ଜାଳିଦେଲେ ବିକ୍ଷୋଭକାରୀ

ନେପାଳ : ନେପାଳରେ ସୋସିଆଲ ମିଡିଆ ବ୍ୟାନକୁ ନେଇ ସମଗ୍ର ଦେଶ ଜଳୁଛି । ଦ୍ବିତୀୟ ଦିନ ପାଇଁ ସାରା ଦେଶରେ ହିଂସାକାଣ୍ଡ ଜାରି ରହିଛି । ଦେଶରେ ବ୍ୟାପକ ହିଂସାକାଣ୍ଡ ପରେ ଶେଷରେ କୌଣସି ଉପାୟ ନପାଇ ଇସ୍ତଫା ଦେଇଛନ୍ତି…

ପାଟନାରେ ବୋମାମାଡ଼ ଧମକ, ଗୁରୁଦ୍ବାରାକୁ ଉଡ଼ାଇବାକୁ ଆସିଲା ଇମେଲ

ବିହାର: ବିହାରର ରାଜଧାନୀ ପାଟନାରେ। ତଖ୍ତ ଶ୍ରୀ ହରମନ୍ଦିର ଜୀ ପାଟନା ସାହିବ ଗୁରୁଦ୍ୱାରାକୁ ବୋମାରେ ଉଡ଼ାଇଦେବାକୁ ଧମକ । ଏହି ଧମକ ଇମେଲ୍ ମାଧ୍ୟମରେ ଦିଆଯାଇଛି । ଗୁରୁଦ୍ୱାରର ସରକାରୀ ଇମେଲକୁ ପଠାଯାଇଥିବା ଇମେଲରେ ସ୍ପଷ୍ଟ ଭାବରେ ଲେଖାଯାଇଥିଲା, ଲଙ୍ଗର…

ନେପାଳରେ ପରିସ୍ଥିତି ଅଣାୟତ୍ତ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଉଡାଣ ବନ୍ଦ, ଭାରତ-ନେପାଳ ସୀମାରେ ହାଇ ଆଲର୍ଟ

କାଠମାଣ୍ଡୁ : ନେପାଳରେ ସୋସିଆଲ ମିଡିଆ ଆପ୍ ବନ୍ଦ ହେବା ପରେ ଜେନ-ଜି ପିଢି ଭୟଙ୍କର ବିକ୍ଷୋଭ କରୁଛନ୍ତି । ଫଳରେ ଅଶାନ୍ତ ନେପାଳ ପାଇଁ ଓ କାଠମାଣ୍ଡୁ ସାରା ହିଂସା ଲାଗି ରହିଥିବାରୁ ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅନିର୍ଦ୍ଦିଷ୍ଟ କାଳ…

ସିଆଚିନରେ ହିମସ୍ଖଳନ, ୩ ଯବାନ ସହିଦ

ଲଦାଖ : ଲଦାଖ ସିଆଚିନରେ ହିମସ୍ଖଳନ । ହିମସ୍ଖଳନରେ ଭାରତୀୟ ସେନାର ୩ ଜଣ ଯବାନ ସହିଦ ହୋଇଛନ୍ତି । ଏହା ଦୁନିଆର ସବୁଠାରୁ ଉଚ୍ଚ ଯୁଦ୍ଧକ୍ଷେତ୍ର । ଏଠାରେ ସୈନିକ ୬୦ ଡିଗ୍ରୀ ଥଣ୍ଡା, ପବନ ଏବଂ ବରଫକୁ ସାମ୍ନା…

ଚନ୍ଦ୍ରପୁରମ୍ ପୋନ୍ନୁସ୍ୱାମୀ ରାଧାକ୍ରିଷ୍ଣନ୍ ହେଲେ ନୂଆ ଉପ-ରାଷ୍ଟ୍ରପତି

ନୂଆଦିଲ୍ଲୀ: ଚନ୍ଦ୍ରପୁରମ୍ ପୋନ୍ନୁସ୍ୱାମୀ ରାଧାକ୍ରିଷ୍ଣନ୍ ହେଲେ ନୂଆ ଉପ-ରାଷ୍ଟ୍ରପତି । INDIA ବ୍ଲକ ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କୁ ହରାଇ ହେଲେ ବିଜୟ । ପ୍ରାୟ 98.2 ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି । 452 ପ୍ରଥମ ପସନ୍ଦ ଭୋଟ…