ହସପିଟାଲରୁ କ୍ୟାବିନେଟ ମିଟିଂ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ, ପ୍ରଭାବିତ ଚାଷୀଙ୍କ ପାଇଁ କଲେ ବଡ଼ ଘୋଷଣା
ପଞ୍ଜାବ : ପଞ୍ଜାବରେ ବନ୍ୟା ସବୁକିଛି ଛାରଖାର କରିଦେଛି । ପଞ୍ଜାବ ସରକାର ବନ୍ୟାରେ ପ୍ରଭାବିତ ଚାଷୀଙ୍କ ପାଇଁ ୨୦ ହଜାର ପ୍ରତି ଏକର କ୍ଷତିପୂରଣ ଘୋଷଣା କରିଛନ୍ତି । ଏନେଇ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ପଞ୍ଜାବ ମୁଖ୍ୟମନ୍ତ୍ରୀ…