Month: September 2025

ଭିସା ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା, ଚୀନକୁ ସମର୍ଥନ କଲେ ଆମେରିକାରେ ପ୍ରବେଶ ମନା

ୱାଶିଂଟନ: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଗୁରୁବାର ଘୋଷଣା କରିଛନ୍ତି ଯେ କିଛି ମଧ୍ୟ ଆମେରିକୀୟ ନାଗରିକଙ୍କ ଉପରେ ନୂତନ ଭିସା କଟକଣା ଲାଗୁ କରାଯାଉଛି । ସେମାନଙ୍କ ଉପରେ ଜାଣିଶୁଣି ଚୀନ୍ କମ୍ୟୁନିଷ୍ଟ ପାର୍ଟି (ସିସିପି) ପାଇଁ କାମ…

ଜିଏସ୍‌ଟି ସୁଧାର ମଧ୍ୟବିତ୍ତମାନଙ୍କ ପାଇଁ ଲାଭଜନକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ବିମାନବନ୍ଦରରେ ସାମ୍ବାଦିକମାନଙ୍କୁ ଜିଏସ୍‌ଟି ସୁଧାର ମଧ୍ୟବିତ୍ତମାନଙ୍କ ପାଇଁ ଲାଭଜନକ ବୋଲି କହିଛନ୍ତି। ଏହାଫଳରେ ରାଜ୍ୟର ୧୦ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି।…

ପାରିବାରିକ ସଂପତ୍ତି ବିଭାଜନ ସଂପର୍କିତ ମାମଲାରେ ଡିଏନ୍‌ଏ ପରୀକ୍ଷା ପାଇଁ ବାଧ୍ୟ କରାଯାଇପାରିବନି: ହାଇକୋର୍ଟ

କଟକ: ଏଣିକି ପାରିବାରିକ ସଂପତ୍ତି ବିଭାଜନ ସଂପର୍କିତ ମାମଲାରେ ଡିଏନ୍‌ଏ ପରୀକ୍ଷା ପାଇଁ ବାଧ୍ୟ କରାଯାଇପାରିବନି। ଏନେଇ ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ଡିଏନ୍‌ଏ ପରୀକ୍ଷା ପାଇଁ ଜଣେ ବ୍ୟକ୍ତିଙ୍କୁ ବାଧ୍ୟ କରିବା ତାଙ୍କ ବ୍ୟକ୍ତିଗତ ଗୋପନୀୟତା ଅଧିକାରକୁ ପ୍ରଭାବିତ କରିଥାଏ।…

ବନ୍ୟା ଆଶଙ୍କା: ହୀରାକୁଦରୁ ୨୦ ଗେଟ୍​‌ ଦେଇ ଜଳ ନିଷ୍କାସନ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଛି। ଉତ୍ତରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଫୁଲୁଛି ହୀରାକୁଦ ଜଳଭଣ୍ଡାର। ସକାଳ ୮ଟା ସୁଦ୍ଧା ଜଳଭଣ୍ଡାର ଜଳସ୍ତର ୬୨୬.୫୬ ଫୁଟ୍‌ରେ ପହଞ୍ଚିଛି । ଫଳରେ ଆଉ ୪ ଟି ଗେଟ୍ ଖୋଲାଯାଇଛି।…

ରାଷ୍ଟ୍ରପତିଙ୍କୁ ଭେଟି ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ-୨୦୩୬ ପୁସ୍ତିକା କଲେ ପ୍ରଦାନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଷ୍ଟ୍ରପତି ଭବନରେ ମହାମହିମଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚାରି ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଅନେକ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା କରିଛନ୍ତି। ଏହି…

ଜାତୀୟ ଶିକ୍ଷକ ସମ୍ମାନ-୨୦୨୫: ଓଡି଼ଶାର ୨ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର/ନୂଆଦିଲ୍ଲୀ: ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଆୟୋଜିତ ହୋଇଛି। ଗୁରୁ ଦିବସରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ-୨୦୨୫। ମାଲକାନଗିରିର ବସନ୍ତ…

ପାରାଦୀପ ବନ୍ଦରରେ ଜାହାଜରୁ ଖସିପଡିଲେ ୨ ଜଣ କ୍ରିୟୁ ସଦସ୍ୟ, ଜଣେ ନିଖୋଜ

ପାରୀଦୀପ : ପାରୀଦୀପ ବନ୍ଦରରେ ଅଘଟଣ । ଜାହାଜରୁ ଖସିପଡିଲେ ୨ ଜଣ କ୍ରିୟୁ ସଦସ୍ୟ । ଜଣେ ସଦସ୍ୟଙ୍କୁ ଉଦ୍ଧାର କରାଯାଇଛି, ଅନ୍ୟ ଜଣେ ନିଖୋଜ । ବନ୍ଦରର ୫ ନମ୍ବର ଗେଟ୍ ନିକଟରେ ଥିବା ପିଆଇସିଟି ବର୍ଥରେ ଅଘଟଣ…

ସ୍କୁଲରେ ଗୁରୁଦିବସ ପାଳନ ଚାଲିଥିବା ବେଳେ ଛାତରୁ ଖସିଲା ପ୍ଲାଷ୍ଟର, ୩ ଛାତ୍ରୀ ଗୁରୁତର

ବାସୁଦେବପୁର : ଗୁରୁଦିବସ ପୂଜା ଚାଲିଥିବା ବେଳେ ଛାତରୁ ଖସିଲା ପ୍ଲାଷ୍ଟର । ୩ ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ କିସ୍ମତ କୃଷ୍ଣପୁର ପଂଚାୟତ ବହୁମାଘେରି ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ଆସିଛି ଏପରି ଘଟଣା…

ଓଡ଼ିଶାକୁ ଆସିବ ୬୦୦ ଇ-ବସ୍‌, ସମ୍ବଲପୁରରେ ଗଡ଼ିବ ୨୫ଟି

ଭୁବନେଶ୍ୱର : ଆଗକୁ ରାଜ୍ୟରେ ଅଧିକ ଗଡ଼ିବ ଇ-ବସ୍ । ପରିବେଶ ସୁରକ୍ଷା ପାଇଁ ଆଗକୁ ଅଧିକ ଇ-ବସ୍ ପ୍ରଚଳନ କରିବାକୁ ସରକାର ଯୋଜନା କରୁଛନ୍ତି । ମନ୍ତ୍ରୀ କହିଛନ୍ତି, ଆଗକୁ ରାଜ୍ୟ ସରକାର ୨ ଶହ ଇ-ବସ୍ ଆଣିବେ ।…

ଭୁବନେଶ୍ୱରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଖରାପ ପାଗ ଯୋଗୁ କୋଲକାତାରେ ଅବତରଣ କଲା ବିମାନ

ଭୁବନେଶ୍ୱର : ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ସକାଳେ ପାଗ ଖରାପ ଯୋଗୁ ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ଫେରୁଥିବା ବିମାନଟି ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିପାରିନଥିଲା । ଏହି ବିମାନଟି କୋଲକାତାରେ ଲ୍ୟାଣ୍ଡିଂ କରିଥିଲା । ପାଗ…