ଆଗ୍ରାରୁ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଗିରଫ
ନୂଆଦିଲ୍ଲୀ : ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଓରଫ ପାର୍ଥ ସାରଥୀ ଗିରଫ। ବିଳମ୍ୱିତ ରାତିରେ ତାଙ୍କୁ ଆଗ୍ରାର ଏକ ହୋଟେଲରୁ ଦିଲ୍ଲୀ ପୋଲିସ ଗିରଫ କରିଛି । ତାଙ୍କ ବିରୁଦ୍ଧରେ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଏବଂ ଜାଲିଆତି ଅଭିଯୋଗ ରହିଥିବା ସୂଚନା…
ନୂଆଦିଲ୍ଲୀ : ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଓରଫ ପାର୍ଥ ସାରଥୀ ଗିରଫ। ବିଳମ୍ୱିତ ରାତିରେ ତାଙ୍କୁ ଆଗ୍ରାର ଏକ ହୋଟେଲରୁ ଦିଲ୍ଲୀ ପୋଲିସ ଗିରଫ କରିଛି । ତାଙ୍କ ବିରୁଦ୍ଧରେ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଏବଂ ଜାଲିଆତି ଅଭିଯୋଗ ରହିଥିବା ସୂଚନା…
ମହାରାଷ୍ଟ୍ର : ମୁମ୍ବାଇ ସମେତ ଆଖପାଖ ଜିଲ୍ଲାରେ ଅତ୍ୟଧିକ ବର୍ଷା ନେଇ ଆଜି IMD ରେଡ୍ ଆଲର୍ଟ ଜାରି କରିଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନକୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ହାଇ ଆଲର୍ଟ ଜାରି କରାଯାଇଛି ।…
ତାମିଲନାଡୁ : ତାମିଲନାଡୁର କରୁରରେ ରାଲିରେ ଦଳାଚକଟା ଘଟି ୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦୦ ଜଣ ଆହତ ହୋଇଛନ୍ତି । ଏହି ଘଟଣାରେ ଅଭିନେତା ଏବଂ ରାଜନୈତିକ ନେତା ବିଜୟଙ୍କ ଦଳ, ଟିଭିକେ, ରାଜ୍ୟ ସରକାରଙ୍କୁ ଅଭିଯୋଗ…
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର କୁପୱାଡାରେ ୨ ଆତଙ୍କୀ ଏନକାଉଣ୍ଟର । ସୁରକ୍ଷା ବାହିନୀ ଏକ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛନ୍ତି । ଏହି ଅପରେସନରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଆଜି ସକାଳେ ଉତ୍ତର କାଶ୍ମୀରର କୁପୱାଡା ଜିଲ୍ଲାର କେରାନ…
ଭୁବନେଶ୍ୱର : ଗୋବିନ୍ଦ ସାହୁ ମୃତ୍ୟୁ ଘଟଣା । ସିବିଆଇ ତଦନ୍ତ ଦାବିରେ ପରିବାର । ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିବାକୁ CM ରେସରେ ପରିବାର । ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରି ଅଭିଯୋଗ ଜଣାଇବାକୁ ଆସିଛନ୍ତି ପରିବାର । ପୁର୍ବତନ ବିରୋଧୀଦଳ ନେତା…
ବରଗଡ଼ : ବରଗଡ଼ ସହର ସ୍ଥିତ ଗୁରୁଦ୍ୱାରା ଛକ ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇ ଛୁଆଙ୍କ ଆଖି ସାମ୍ନାରେ ଚାଲିଗଲା ମାଁ-ବାପାଙ୍କ ଜୀବନ । ଏଭଳି ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି ବରଗଡ଼ ସହର ସ୍ଥିତ ଗୁରୁଦ୍ୱାରା…
ପୁରୀ: ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଉଠିଲା ପ୍ରଶ୍ନ । ବଡ଼ ଦେଉଳ ଉପରେ ଉଡ଼ିଲା ଡ୍ରୋନ୍ । ପତିତପାବନ ବାନା ବନ୍ଧା ଯିବା ସମୟରେ ଡ୍ରୋନ ଚକ୍କର କାଟୁଥିବା ନଜରକୁ ଆସିଥିଲା । ପ୍ରାୟ ୧୫-୨୦ ମିନିଟ୍ ଧରି ଉଡ଼ିବା…
ଯାଜପୁର: ଯାଜପୁର ଜିଲ୍ଲା ୧୬ ନଂ ଜାତୀୟ ରାଜପଥ କୁଆଖିଆ ନିକଟରେ ଏକ ଅଜଣା ଗାଡି ବାଇକ୍ କୁ ଧକ୍କା ଦେଇଛି। ଦୁର୍ଘଟଣାରେ ଜଣେ ସବ୍ ଇନ୍ସପେକ୍ଟରଙ୍କର ମୃତ୍ୟୁ ଘଟିଛି।ମୃତକ ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନାର ସବ୍ ଇନ୍ସପେକ୍ଟର ବବ୍ରୁବାହନ ନାୟକ…
ଭୁବନେଶ୍ବର: ଶନିବାର ଅବକାରୀ ବିଭାଗ ସାଲିଆ ସାହିର ନୀଳଚକ୍ରନଗର ବସ୍ତିରେ ଦେଶୀ ମଦ ଭାଟି ଉପରେ ଚଢାଉ କରି ୫ ହଜାର ଲିଟର ଦେଶୀ ମଦ ଏବଂ ୧୬ ହଜାର ଲିଟର ପୋଚ ଜବତ କରିଥିଲା। ରବିବାର ପୁଣି ଥରେ ବିଭାଗ…
ଭୁବେନଶ୍ବର: ବିହାର ବିଧାନସଭା ନିର୍ବାଚନ ସମୟରେ ହେବ ନୂଆପଡ଼ା ଉପନିର୍ବାଚନ । ନୂଆପଡ଼ା ଉପନିର୍ବାଚନ ବିଷୟରେ ନିର୍ବାଚନ କମିଶନଙ୍କ ସୂଚନା । ବିହାର ବିଧାନସଭା ସହ ୭ଟି ରାଜ୍ୟର ୮ଟି ବିଧାନସଭା ଆସନରେ ଉପନିର୍ବାଚନ । ୭ ରାଜ୍ୟରେ ହେବାକୁ ଥିବା…