ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ: ନାଟମଣ୍ଡପରେ ଧାଡି ଦର୍ଶନ ଓ ୧୪ ସବ୍କମିଟି ଗଠନକୁ ଅନୁମୋଦନ
ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି । ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍କମିଟି ଗଠନ ହୋଇଛି ।…