ଭାରତକୁ ପୁଣି ଟ୍ରମ୍ପଙ୍କ ଟାର୍ଗେଟ, ଭାରତ ସହ ବାଣିଜ୍ୟ ଏକପାଖିଆ ବିପର୍ଯ୍ୟୟ, କହିଲେ ଟ୍ରମ୍ପ
ଭାରତ ସହ ବାଣିଜ୍ୟ ଏକପାଖିଆ ବିପର୍ଯ୍ୟୟ । ଟାରିଫକୁ ନେଇ ପୁଣି ଟ୍ରମ୍ପଙ୍କ ଟାର୍ଗେଟ । ସାଙ୍ଘାଇ ସହଯୋଗ ସଂଗଠନ ବୈଠକରେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଓ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବୈଠକ…