ଆସନ୍ତା ୯ ରେ ଆଉ ଏକ ଲଘୁଚାପ, ୭ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ
ଭୁବନେଶ୍ୱର : ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ…
ଭୁବନେଶ୍ୱର : ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ…
ଭୁବନେଶ୍ବର: ପୁଲିସ ଏସଆଇ ପରୀକ୍ଷା ଜାଲିଆତି ଘଟଣାରେ ପରୀକ୍ଷା ପରିଚାଳନା ଦାୟିତ୍ଵରେ ଥିବା ସଂସ୍ଥା ସିଲିକନ ଟେକ୍ ପ୍ରାଇଭେଟ ଲିମିଟେଡର ସିଇଓଙ୍କୁ ଜେରା କରିଛି କ୍ରାଇମବ୍ରାଞ୍ଚ। ସିଇଓ ସୁରେଶ ନାୟକଙ୍କୁ ଅଧିକାରୀମାନେ ପଚରାଉଚରା କରିଛନ୍ତି। ଏହି ଘଟଣାରେ ପୁଲିସ ୧୧୭ ଜଣଙ୍କୁ…
ନୂଆଦିଲ୍ଲୀ: ଅପରେସନ ସିନ୍ଦୂରରେ ଭାରତଠୁ ପରାଜିତ ହେବା ପରେ ବି ପାକିସ୍ତାନ ନିଜ ହରକତ ଛାଡ଼ିପାରୁନି। ଏବେ ଭାରତ ତରଫରୁ କଡ଼ା ଚେତାବନୀ ଦିଆଯାଇଛି। ଆତଙ୍କବାଦୀଙ୍କୁ ପାଳିପୋଷି ବଡ଼ କରୁଥିବା ପାକିସ୍ତାନକୁ ସେନା ମୁଖ୍ୟ ଉପେନ୍ଦ୍ର ଦ୍ଵିବେଦୀ ଚେତାଇ କହିଛନ୍ତି, ଯଦି…
କଟକ : କଟକ ଡିସିପି ଅଫିସ ପକ୍ଷରୁ ଚୌଦ୍ୱାର ସର୍କଲ ଜେଲରୁ ୨ ଫେରାର କଏଦୀଙ୍କ ଫଟୋ ଜାରି କରାଯାଇଛି । ସେମାନଙ୍କ ସମ୍ବନ୍ଧରେ କିଛି ଜାଣିଲେ ତୁରନ୍ତ ସୂଚନା ଦେବାକୁ ଅନୁରୋଧ କରାଯାଇଛି । ସୂଚନାଦାତାଙ୍କ ପରିଚୟ ଗୁପ୍ତ ରଖାଯିବ…
ରାୟଗଡ଼ା: ରାୟଗଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦଶହରାକୁ ଧୋଇ ଦେଇଛି ଲଗାଣ ବର୍ଷା। ପାହାଡ ଧସି ଟ୍ରେନ ଟ୍ରାକରେ ପଡିବାରୁ ଟ୍ରାକ ଭାଙ୍ଗିଯାଇଛି। ଫଳରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏହାସହ…
ଗଜପତି: ଲଗାଣ ବର୍ଷାରେ ଗଜପତି ଜିଲ୍ଲାର ସ୍ଥିତି ବେହାଲ। ଗଜପତି ମହେନ୍ଦ୍ରଗିରିରେ ଭୂସ୍ଖଳନ ପରେ ଫସି ରହିଥିବା ପର୍ଯ୍ୟଟକଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ କରାଯାଇଛି ଉଦ୍ଧାର। ହେଲେ ରାୟଗଡ଼ ବ୍ଲକ ଅନ୍ତର୍ଗତ ପେକେଟ ଗାଁରେ ଭୂସ୍କଳନ ପରେ ବାପ ଆଉ ପୁଅ ନିଖୋଜ…
ପାଟଣା: ନିଜ ଘର ବାରଣ୍ଡାରେ ଶୋଇଥିବା ଅବସ୍ଥାରେ ମୁଣ୍ଡକୁ ହାଣି ହତ୍ୟା କରାଯାଇଛି । ଏଭଳି ଅଭାବନୀୟ ଘଟଣା କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ୫୫ବର୍ଷୀୟ ଭଦୃ ମହାକୁଡ । ଖବରରୁ ପ୍ରକାଶ…
ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ସମୟରେ ଭାରତ ଏହାର ଦକ୍ଷତା ଏବଂ ଶକ୍ତି ପ୍ରଦର୍ଶନ କରିଛି। ଭାରତୀୟ ବାୟୁସେନା(ଆଇଏଏଫ) ଶତ୍ରୁ ରାଷ୍ଟ୍ରର ୩୦୦ କିଲୋମିଟର ଭିତର ଅଞ୍ଚଳରେ ପ୍ରବେଶ କରି ଆକ୍ରମଣ କରିଛି। ଏହି ସମୟରେ ୧୦ରୁ ୧୨ ପାକିସ୍ତାନୀ ଯୁଦ୍ଧ ବିମାନକୁ…
ମଧ୍ୟପ୍ରଦେଶ: ଥଣ୍ଡା କାଶ ପାଇଁ ଖାଉଥିବା ଔଷଧ ଜୀବନ ପ୍ରତି ବିପଦପୂର୍ଣ୍ଣ ହୋଇପାରେ । ଏପରି ଜଣାପଡିଛି ମଧ୍ୟପ୍ରଦେଶର ଛିନ୍ଦୱାଡା ଜିଲାରେ । କଫ ସିରପ୍ ଖାଇବା ପରେ ଆଉ ତିନି ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି । ଗତ ୨୦ଦିନରେ…
ନୂଆଦିଲ୍ଲୀ: ଭାରତ ଉପରେ ଚାପ ପକାଇବା ପାଇଁ ଆମେରିକା ୫୦ପ୍ରତିଶତ ଶୁଳ୍କ ଲାଗୁ କରିଥିଲା । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାବିଥିଲେ ଯେ ଏହା ଭାରତ-ରୁଷ ବନ୍ଧୁତାକୁ ଭାଙ୍ଗିଦେବ । ଶୁଳ୍କ ଚାପରେ ଭାରତ ରୁଷଠାରୁ ଆଉ ତେଲ କିଣିବା…