Month: November 2025

ବୌଦ୍ଧ ଓ କନ୍ଧମାଳରେ ଆରମ୍ଭ ହେବ ମାଓ ନିପାତ ଅପରେସନ

କନ୍ଧମାଳ : ବୌଦ୍ଧ ଓ କନ୍ଧମାଳ ହେବ ମାଓ ମୁକ୍ତ। କନ୍ଧମାଳରୁ ଆରମ୍ଭ ହେବ ମାଓ ନିପାତ ଅପରେସନ। ଦୁଇଦିନିଆ ବୌଦ୍ଧ- କନ୍ଧମାଳ ଗସ୍ତରେ ଯାଇ ମାଓ ଅପରେସନ ସ୍ଥିତିର ସମୀକ୍ଷା କରିଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ ।…

ନୂଆପଡ଼ା ନିର୍ବାଚନକୁ ନେଇ ବିଜେଡିର ପିଏସି ବୈଠକରେ ତର୍ଜମା

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନରେ ବିଜେଡି ତୃତୀୟ ସ୍ଥାନକୁ ଖସି ଆସିଥିଲା । ଶୋଚନୀୟ ପରାଜୟ ପରେ ବିଜେଡିର PAC ବୈଠକ ଅନୁଷ୍ଠିତ ହୋଇଛି। ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ନୂଆପଡ଼ା ଉପନିର୍ବାଚନ ଫଳାଫଳ…

ଘରୋଇ ଇଂରାଜୀ ମିଡିୟମ ସ୍କୁଲର ୨ ଛାତ୍ର ଗୋଷ୍ଠୀ ମଧ୍ୟରେ ମାଡ଼ପିଟ, ୧୦ ଜଣଙ୍କ ନାଁରେ ମାମଲା

କଟକ : କଟକରେ ଅଭାବନୀୟ ଘଟଣା । ଗଣ୍ଡରପୂର୍ ମହାନଦୀ ବିହାର ଅଞ୍ଚଳର ଏକ ଘରୋଇ ଇଂରାଜୀ ମିଡିୟମ ସ୍କୁଲର ଦୁଇ ଛାତ୍ର ଗୋଷ୍ଠୀ ମୁହାମୁହିଁ । ଦୁଇ ଛାତ୍ରଙ୍କୁ ହୋଇଛି ମରଣାନ୍ତକ ଆକ୍ରମଣ । ୧୦ ଛାତ୍ରଙ୍କ ନାଁ ରେ…

ସିକନ୍ଦର ଆଲାମ୍ ଓ ତାର ଭାଇକୁ ଗିରଫ କଲା ଜଗତସିଂହପୁର ପୁଲିସ

ଜଗତସିଂହପୁର: ବାଲାଂଦେଶୀ ଅନୁପ୍ରବେଶ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସିକନ୍ଦର ଆଲାମ୍ ଓରଫ ସିକୁ କୁ ଗିରଫ କରିଛି ପୁଲିସ୍ । ୧୬ ତାରିଖରେ ସନ୍ଧ୍ୟା‌ରେ ପୁଲିସ୍ ର ଚଡ଼ାଉ ଦେଖି ଚମ୍ପଟ ମାରିଥିଲା । ଶନିବାର ଯାଜପୁର ଠାରେ ଅଭିଯୁକ୍ତ ସିକନ୍ଦର…

୬୯ ଲକ୍ଷ ହଡପ, ବନ୍ଧା ହେଲେ ପୂର୍ବତନ କିରାଣି

ଭୁବନେଶ୍ବର: ୬୯ ଲକ୍ଷ ହଡପ, ପୂର୍ବତନ କିରାଣି ଗିରଫ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଟ୍ରେଜେରୀ ପୂର୍ବତନ ବରିଷ୍ଠ କିରାଣି ମନୋରଞ୍ଜନ ସାହୁ ଗିରଫ । ଟ୍ରେଜେରୀର ୬୮ଲକ୍ଷ ୮୫ ହଜାର ୪୯୭ ଟଙ୍କା ହଡ଼ପ ଅଭିଯୋଗରେ ତାଙ୍କୁ ବାନ୍ଧିଛି ଭିଜିଲାନ୍ସ…

ରୁଷୀୟ ବୋମା ବିସ୍ଫୋରଣରେ ୟୁକ୍ରେନର ୫ ସାଧାରଣ ନାଗରିକ ମୃତ

ରୁଷ : ରୁଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ତୀବ୍ର ହେବାରେ ଲାଗିଛି । ରୁଷୀୟ ସେନା ଶୁକ୍ରବାର ସକାଳେ ସାଉଥ୍ ୟୁକ୍ରେନର ଜାପୋରିଝିଆ ସହର ଉପରେ ୩ଟି ଶକ୍ତିଶାଳୀ ଗ୍ଲାଇଡ୍ ବୋମା ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ପ୍ରାୟ…

ଶାନ୍ତି ପ୍ରସ୍ତାବରେ ରାଜି ହେବେ ୟୁକ୍ରେନ ରାଷ୍ଟ୍ରପତି: ଟ୍ରମ୍ପ

ନୂଆଦିଲ୍ଲୀ : ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ଶାନ୍ତି ପ୍ରସ୍ତାବରେ ରାଜି ହେବେ । ଏହି ପ୍ରସ୍ତାବକୁ ଜେଲେନସ୍କି ଅନୁମୋଦନ କରିବେ ବୋଲି ଆଶା ରଖିଛନ୍ତି ଆମେରିକା ରାଷ୍ଟ୍ରପତି ଟ୍ରମ୍ପ । ଆମେରିକା ପାଖରେ ଶାନ୍ତି ଫେରାଇ ଆଣିବାର ବାଟ ଅଛି ।…

ବିଧାୟକଙ୍କୁ ଦେଖି ଠିଆ ନ ହେବାରୁ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍

ନୂଆଦିଲ୍ଲୀ: ହରିୟାଣାରେ ଜଣେ ଡାକ୍ତରଙ୍କ ବିରୋଧରେ ସରକାରୀ କାର୍ଯ୍ୟାନୁଷ୍ଠାନରେ ପଞ୍ଜାବ ଓ ହରିୟାଣା ହାଇକୋର୍ଟ ଚକିତ ହୋଇଛନ୍ତି। ବିଧାୟକ ଆସିବାବେଳେ ତାଙ୍କୁ ସମ୍ମାନ ଦେବା ପାଇଁ ଡାକ୍ତରଜଣକ ଠିଆ ହୋଇନଥିବାରୁ ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିବାବେଳେ ହାଇକୋର୍ଟ ସରକାରଙ୍କ…

ଭିଏତନାମରେ ବନ୍ୟା ବିତ୍ପାତ; ୪୧ ମୃତ

ହାନୋଇ: ପ୍ରବଳ ବର୍ଷା ଜନିତ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ଭିଏତନାମରେ ୪୧ଜଣଙ୍କର ମୃତ୍ୟୁ ହୋଇଛି। ଗତ ତିନି ଦିନ ଧରି ଦେଶରେ ବର୍ଷା ଲାଗି ରହିଛି। ବର୍ଷା ପରିମାଣ ୧୫୦ ସେଣ୍ଟିମିଟରରୁ ଅଧିକ ହୋଇଥିବା ରେକର୍ଡ କରାଯାଇଛି। ବନ୍ୟାରେ ୫୨ହଜାର…

ଆରାବଳୀ ପର୍ବତମାଳାରେ ନୂଆ ଖଣି ଲିଜ୍‌କୁ ନିଷିଦ୍ଧ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆରାବଳୀ ପର୍ବତମାଳା ଅଞ୍ଚଳରେ ନୂଆ ଖଣି ଲିଜ୍‌କୁ ସୁପ୍ରିମକୋର୍ଟ ନିଷିଦ୍ଧ କରିଛନ୍ତି। ଗୁରୁବାର ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗବଇଙ୍କ ନେତୃତ୍ବାଧୀନ ପୀଠ ଦେଇଥିବା ନିର୍ଦେଶ ଅନୁଯାୟୀ ଆରାବଳୀ ପର୍ବତ ଓ ଏହାର ସଂଲଗ୍ନ ପର୍ବତମାଳାରେ ନୂଆ ଖଣି ଖନନ…