Month: November 2025

ଶେଷ ହେଲା ସାଲିଆସାହି ବସ୍ତି ଉଚ୍ଛେଦ ଅଭିଯାନ

ଭୁବନେଶ୍ୱର : ଧୁଳିସାତ ହେଲା ସାଲିଆସାହି ବସ୍ତି । ମାଟିରେ ମିଶିଲା ବସ୍ତିର ଅନେକ ଘର। ତୃତୀୟ ଦିନରେ ଶେଷ ହୋଇଛି ସାଲିଆ ସାହି ଉଛେଦ ଅଭିଯାନ । ଭିଟାମାଟି ଛାଡ଼ି ଯାଇଛନ୍ତି ବସ୍ତି ବାସିନ୍ଦା । ଲୋକଙ୍କୁ ସ୍ଥାନାନ୍ତର ପାଇଁ…

ପୋଲିସ SI ପରୀକ୍ଷା କେଳେଙ୍କାରୀ, ଖାରଜ ହେଲା ଶଙ୍କର ପୃଷ୍ଟି ସହ ୩ ଅଭିଯୁକ୍ତଙ୍କ ଜାମିନ ଆବେଦନ

ବ୍ରହ୍ମପୁର : ପୋଲିସ SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ସମେତ ଅନ୍ୟ ୩ ସହଯୋଗୀଙ୍କ ଜାମିନ ଆବେଦନ ଖାରଜ । ଭିଜିଲାନ୍ସ କୋର୍ଟରେ ଖାରଜ ହେଲା ଜାମିନ ଆବେଦନ । ଜାମିନକୁ ବିରୋଧ କରିଥିଲା ସିବିଆଇ…

ବିଧାୟକ ଭାବେ ଶପଥ ନେଲେ ଜୟ ଢୋଲକିଆ

ଭୁବନେଶ୍ଵର : ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି । ନୂଆପଡା ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ ଜୟ । ଆଜି ବିଧାନସଭାରେ ସେ ଶପଥ ନେଇଛନ୍ତି। ବିଧାୟକ ଭାବେ…

ଚଳନ୍ତା ବସରେ ଡ୍ରାଇଭରଙ୍କୁ ହୃଦଘାତ, ବର୍ତ୍ତିଲା ୨୫ ଯାତ୍ରୀ

ମାଲକାନଗିରି: ଚଳନ୍ତା ବସରେ ବସ ଡ୍ରାଇଭରଙ୍କୁ ହୃଦଘାତ । ନିଜେ ଚାଲିଗଲେ ହେଲେ ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ । ବିଜୟନଗରମରୁ ମାଲକାନଗିରି ଆସୁଥିବାବେଳେ ଡ୍ରାଇଭର ପି, ସାଇକୃଷ୍ଣଙ୍କୁ ହୃଦଘାତ ହୋଇଥିଲା । କୁନ୍ଦୁଲି ନିକଟରେ ଛାତିରେ ଯନ୍ତ୍ରଣା ହେବାରୁ ରାସ୍ତା…

ଆଜିଠୁ କୁଲଡିହାରେ ବାଘ ଗଣନା

ନୀଳଗିରି: କୁଲଡିହା ଅଭୟାରଣ୍ୟରେ ବାଘ ଗଣନା ଆରମ୍ଭ । ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ଥିବା କୁଳଡିହା ଅଭାୟାରଣ୍ୟରେ ଆଜି ଠାରୁ ଆରମ୍ଭ ହୋଇଛି ବାଘ ଗଣନା । ୨୭ହଜାର ୨ ୭୫ ବର୍ଗ କିଲୋମିଟର ପରିମିତ ଏହି ଅଭୟାରଣ୍ୟରେ ବିଭିନ୍ନ…

ଓଲଟିଲା ଗୋରୁ ବୋଝେଇ ପିକଅପ, ୧୨ ମୃତ

ଭଦ୍ରକ: ଓଲଟିଲା ଗୋରୁ ବୋଝେଇ ପିକଅପ ଭ୍ୟାନ । ଭ୍ୟାନ ଓଲଟି ୧୨ ମୃତ, ୬ଟି ଗୋରି ଉଦ୍ଧାର । ଗୋ-ଚାଲାଣ ବେଳେ ଭଦ୍ରକ ଗେଲଟୁଆ ବରମୁଣ୍ଡା ନିକଟରେ ଦୁର୍ଘଟଣା । ଦୁର୍ଘଟଣା ପରେ ଗାଡ଼ିକୁ ପୋଡି ଦେଲେ ଉତ୍ୟକ୍ତ ଲୋକ…

ପୀତବାସ ପଣ୍ଡା ହତ୍ୟାକାଣ୍ଡ: ପୋଲିସ ସୁରକ୍ଷା ହଟାଇବାକୁ ପରିବାରର ଅନୁରୋଧ

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ହତ୍ୟା କରିବା ପରେ ତାଙ୍କ ପରିବାର ପ୍ରତି ବିପଦ ଆଶଙ୍କା କରି ପୋଲିସ ପକ୍ଷରୁ ସେମାନଙ୍କୁ ସୁରକ୍ଷା ଯୋଗାଇ ଦିଆଯାଇଥିଲା। କିନ୍ତୁ ଏହି ପୋଲିସ ସୁରକ୍ଷା ହଟାଇଦେବାକୁ ପୀତବାସଙ୍କ ସ୍ତ୍ରୀ ସୁସ୍ମିତା ପଣ୍ଡା ବୈଦ୍ୟନାଥପୁର ଥାନାରେ…

ବାପାର ଦଶାହ ଦିନ ପୁଅର ମୃତ୍ୟୁ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଅତରଙ୍ଗ ଗ୍ରାମରେ ଘଟିଛି ଦୁଃଖଦ ଘଟଣା। ବାପା ମରିବାର ୧୦ ଦିନରେ ପୁଅର ମୃତ୍ୟୁ ହୋଇଥିବାରୁ ଗାଁରେ ଶୋକର ଛାୟା ଖେଳିଯାଇଛି। ବାପାର ଦଶାହ କାର୍ଯ୍ୟ ଏବଂ ପୁଅର ଅନ୍ତ୍ୟେଷ୍ଟି କ୍ରିୟା କେମିତି ହେବ…

ପରିବହନ କାର୍ଯ୍ୟାଳୟରୁ ଲୁଟ୍, ବନ୍ଧୁକ ମୁନରେ ଲୁଟି ନେଲେ ୩ଲକ୍ଷରୁ ଅଧିକ ଟଙ୍କା

ସୁନ୍ଦରଗଡ: ବଣାଇଁ ଉପଖଣ୍ଡ ଖଣି ଅଞ୍ଚଳ କୋଇଡାରେ ପୁଣି ଗତ ରାତିରେ ଏକ ଘରୋଇ ପରିବହନ ସଂସ୍ଥା ମା ତାରିଣୀ ଟ୍ରାନ୍ସପୋର୍ଟରୁ ବନ୍ଧୁକ ମୁନରେ ଦୁର୍ବୃତ୍ତମାନେ ସାଢେ ତିନିଲକ୍ଷ ଟଙ୍କା ଲୁଟି ଫେରାର ମାରିଛନ୍ତି । ରାତି ୧୨ଟାରେ ୭ରୁ ୮…

ଆମେ ମାଟି ଫିଙ୍ଗିଲେ ମିସାଇଲରେ ପରିଣତ ହୁଏ: ମୁନିର

ନୂଆଦିଲ୍ଲୀ: ପାକିସ୍ତାନର ସେନା ମୁଖ୍ୟ, ଫିଲ୍ଡ ମାର୍ଶାଲ ଅସୀମ ମୁନିର (Asim Munir) ପୁଣି ଥରେ ଭାରତକୁ ଏକ ସ୍ପଷ୍ଟ ଧମକ ଦେଇଛନ୍ତି। ସେ ପୁଣି ଥରେ ମିଥ୍ୟା ଦାବି କରିଛନ୍ତି ଏବଂ ପାକିସ୍ତାନୀ ସେନାର ପ୍ରଶଂସା କରିଛନ୍ତି। ମୁନିର ଜୋର୍ଡାନର…