Month: November 2025

ଅଜଣା ବୃଦ୍ଧ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବରଗଡ : ବରଗଡ ଜିଲ୍ଲା ସଦର ଥାନା ସରସରା ପଞ୍ଚାୟତ ଗଞ୍ଜିହାଟିକରାରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏକ ଘରୁ ଝୁଲନ୍ତା ଅବସ୍ଥାରେ ବୃଦ୍ଧ ଦମ୍ପତିଙ୍କ…

ରାଜ୍ୟର ପ୍ରଥମ ସେମି କଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ପ୍ରଥମ ସେମିକଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।‌ ଇନଫୋଭ୍ୟାଲିରେ ସିକ୍‌ସେମ୍ ପ୍ରାଇଭେଟ୍ ଲିମିଟେଡର ସେମିକଣ୍ଡକ୍ଟର ଫାବ୍ରିକେସନ୍ ୟୁନିଟର ଭୂମିପୂଜନ କରିଛନ୍ତି…

ନଭେମ୍ବର ୧୨ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ୧୦ ଜିଲ୍ଲା ପରିକ୍ରମା କରିବ ବାଲିଯାତ୍ରା ସଚେତନତା ରଥ

 କଟକ : ଗଡ଼ିଲା ବାଲିଯାତ୍ରା ସଚେତନତା ରଥ ।  କଟକ ବାଲିଯାତ୍ରାର ତଳ ପଡିଆ ଠାରେ ଉଦଘାଟନ ହେଲା ସଚେତନତା ରଥ। ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉ ସାହେବ ସିନ୍ଦେ…

ଜଙ୍ଗଲରୁ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ପାଟଣାଗଡ଼ : ଗାଁ ପାଖ ଜଙ୍ଗଲରୁ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର । ହତ୍ୟା ସନ୍ଦେହ ।  ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ରତାଖଣ୍ଡି ଗାଁ ପାଖ ଜଙ୍ଗଲରୁ…

ସୀମା ବିବାଦକୁ ନେଇ ସମ୍ପର୍କୀୟ ଭାଇଙ୍କ ମଧ୍ୟରେ ସଂଘର୍ଷ: ୪ ଗୁରୁତର

ଆନନ୍ଦପୁର : ସୀମା ବିବାଦକୁ ନେଇ ତୁମୁଳକାଣ୍ଡ । ହଣାକଟାରେ ୪ ସମ୍ପର୍କୀୟ ଭାଇ ଗୁରୁତର । କେନ୍ଦୁଝର ଜିଲ୍ଲା ଘସିପୁରା ଥାନା କେଶଦୁରାପାଳ ଗାଁରେ ଘଟିଛି ଅଭାବନୀୟ…

ମାର୍ଚ୍ଚ ୮ରେ ସୁଭଦ୍ରା ନୂଆ ହିତାଧିକାରୀଙ୍କୁ ଏକାଥରେ ମିଳିବ ୨ଟି କିସ୍ତି

ଭୁବନେଶ୍ୱର : ମାର୍ଚ୍ଚ ୮ରେ ଏକାଥରେ ୨ଟି କିସ୍ତି ପାଇବେ ନୂଆ ସୁଭଦ୍ରା ହିତାଧିକାରୀ । ଆଜିଠୁ ସୁଭଦ୍ରା ପୋର୍ଟାଲରେ ଆରମ୍ଭ ହେଲା ଆବେଦନ । ମାସେ ଯାଏଁ…

ନୂଆପଡ଼ା ଉପ-ନିର୍ବାଚନ: ସୁରକ୍ଷା ବ୍ୟବସ୍ଥାରେ ଓଡ଼ିଶା ପୋଲିସ ସହ CRPF ର ୧୪ କମ୍ପାନୀ ନିୟୋଜିତ

ନୂଆପଡ଼ା: ନୂଆପଡ଼ା ଭୋଟ ପାଇଁ ନକ୍ସଲ ଚ୍ୟାଲେଞ୍ଜ । ନୂଆପଡ଼ା ଛତିଶଗଡ଼ ସୀମାକୁ ଲାଗିଛି । ତେଣୁ ନକ୍ସଲବାଦୀ ଦୃଷ୍ଟିକୋଣରୁ ଏଠାରେ ସମସ୍ୟା ରହିଛି। ନକ୍ସଲମାନଙ୍କର ଏହି ଅଞ୍ଚଳରେ…

ବ୍ରହ୍ମପୁର ଏସପିଙ୍କୁ ହାଇକୋର୍ଟଙ୍କ ନୋଟିସ୍ : ନିର୍ବାଚନୀ ମାମଲାରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ

ବ୍ରହ୍ମପୁର: ଅଡ଼ୁଆରେ ବ୍ରହ୍ମପୁର ଏସପି । ନିର୍ବାଚନୀ ମାମଲାରେ ବ୍ରହ୍ମପୁର ଏସ୍ ପିଙ୍କୁ ଜବାବ ମାଗିଲେ ହାଇକୋର୍ଟ । ବ୍ରହ୍ମପୁର ବିଜେପି ବିଧାୟକ କେ. ଅନିଲ କୁମାରଙ୍କ ବିରୋଧରେ…