ମାଫିଆଙ୍କୁ ଚେତାବନୀ; ବେଆଇନ କାରବାର କଲେ ଘରେ ପହଞ୍ଚିବ ଇଡି
ଭୁବନେଶ୍ୱର: ରାଜ୍ୟରେ ବେଆଇନ ବାଲି, ପଥର କାରବାର ଓ ପରିବହନ କରୁଥିବା ମାଫିଆମାନଙ୍କୁ କଡା ଚେତାବନି ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଯେଉଁମାନେ ସରକାରୀ ରାଜସ୍ୱ ହରିଲୁଟ୍ କରି ‘ଦୁଇ ନମ୍ବର’ ବ୍ୟବସାୟ କରୁଛନ୍ତି, ସେମାନଙ୍କ ବିରୋଧରେ…