Month: January 2026

ଡକାୟତି ଉଦ୍ୟମ ପଣ୍ଡ, ଗ୍ୟାଙ୍ଗ ଗିରଫ, ମାରଣାସ୍ତ୍ର ସହ ନଗଦ ଟଙ୍କା ଜବତ

ବଣାଇ: ବଡ଼ଧରଣର ଡକାୟତ ଗ୍ୟାଙ୍ଗ ଗିରଫ । ଡକାୟତି ପାଇଁ ଉଦ୍ୟମ କରୁଥିବା ବେଳେ ୩ ଆନ୍ତଃରାଜ୍ୟ ଡକାୟତ ଗିରଫ । ଘଟଣାସ୍ଥଳରୁ ଚମ୍ପଟ ମାରିଲେ ଆଉ ୬ରୁ ୭ ଡକାୟତ । ସୁନ୍ଦରଗଡ ଜିଲ୍ଲା ଟିକାୟତପାଲି ଥାନା ଚନ୍ଦ୍ରପୁର ଗାଁରୁ…

ଭୋଗି ଉତ୍ସବ ବେଳେ ବାଣ ଫୁଟି ୪ ଗୁରୁତର

ରାୟଗଡ଼ା: ରାୟଗଡ଼ା ୟେଦୁ ସାହିରେ ବାଣ ବିସ୍ଫୋରଣରେ ୪ ଜଣ ଗୁରୁତର ହୋଇଛନ୍ତି। ମକର ସଂକ୍ରାନ୍ତି ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଥିବା କୁହାଯାଉଛି। ଗତକାଲି ରାତିରେ ଭୋଗି ଉତ୍ସବ ପାଳନ ବେଳେ ନିଆଁରେ ବାଣ ପକାଇବାରୁ ବିସ୍ଫୋରଣ ହୋଇଥିବା…

ଭଣ୍ଡାରିପୋଖରୀ : ବିକ୍ରି ହୋଇଥିବା ଶିଶୁକନ୍ୟାକୁ କଟକରୁ ଉଦ୍ଧାର କଲା ଭଣ୍ତାରିପୋଖରୀ ଥାନା ପୁଲିସ। ଗତକାଲି ଏ ନେଇ ଭଣ୍ଡାରିପୋଖରୀ ଥାନା ବୟାବନାପୁର ଗାଁର ୫୫ ବର୍ଷୀୟା ସାବିତ୍ରୀ ଦାସ ତାଙ୍କ ନାତୁଣୀ(୧ମାସ)ର ଉଦ୍ଧାର ପାଇଁ ପୁଲିସର ହସ୍ତକ୍ଷେପ ଲୋଡ଼ିଥିଲେ। ସାବିତ୍ରୀଙ୍କ…

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପାଟଣା: ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଅବସରରେ ପୁଣ୍ୟତୋୟା ବୈତରଣୀରେ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝର ଜିଲ୍ଲା ପାଟଣାରେ ଥିବା ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ପତ୍ନୀଙ୍କ ସହ ମୁଖ୍ୟମନ୍ତ୍ରୀ ବୁଡ଼…

ଚୁଲିରେ ପଡି ଦୁଇ ମାସର ଶିଶୁ ଗୁରୁତର

ଜଳେଶ୍ୱର: ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ଚାଲନ୍ତି ଗାଁରେ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପଡି ଏକ ଦୁଇ ମାସର ଶିଶୁ ଗୁରୁତର ହୋଇଛି। ସୂଚନା ଅନୁସାରେ ପ୍ରବଳ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଜଳେଶ୍ୱର ଥାନା ମହମ୍ମଦ ନଗର…

ନିୟମ ଭାଙ୍ଗିଲେ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ, ବଢ଼ିବ ଇନସ୍ୟୁରାନ୍ସ ଖର୍ଚ୍ଚ

ଭୁବନେଶ୍ୱର : ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ । ଗାଡ଼ି ଚାଳକ ନିୟମ ଭାଙ୍ଗିଲେ କଟିବ ପଏଣ୍ଟ । ରଦ୍ଦ ହେବ ଲାଇସେନସ । ମହଙ୍ଗା ହେବ ବୀମା । ସଡ଼କ ଦୁର୍ଘଟଣା ରୋକିବା ଓ ଟ୍ରାଫିକ୍ ନିୟମକୁ…

ରାଜ୍ୟରେ ପ୍ରତିଷ୍ଠା ହେବ ପ୍ରଥମ ହ୍ୟାଣ୍ଡବଲ ସ୍ପୋର୍ଟ୍ସ ହଷ୍ଟେଲ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ଓଡ଼ିଶାର ପ୍ରଥମ ୧୦୦ ଶଯ୍ୟା ବିଶିଷ୍ଟ ହ୍ୟାଣ୍ଡବଲ ସ୍ପୋର୍ଟ୍ସ ହଷ୍ଟେଲର ପ୍ରତିଷ୍ଠା ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି । ରାଜ୍ୟରେ କ୍ରୀଡାର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି ସରକାର । କେନ୍ଦୁଝର ଜିଲ୍ଲାରେ…

ମକରସଂକ୍ରାନ୍ତିରେ ଲିଙ୍ଗରାଜଙ୍କ ନୀତିକାନ୍ତିରେ ବିଭ୍ରାଟ

ଭୁବନେଶ୍ୱର: ତୁଟିଲାନି ନବାଙ୍କ ବେଢ଼ା କ୍ଷୀର ଆଉଟା ସେବା ଅଧିକାର ବିବାଦ। ବନ୍ଦ ରହିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି। ମଙ୍ଗଳବାର ସନ୍ଧ୍ୟାଧୂପଠାରୁ ଉପବାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ। ମନ୍ଦିରରେ ନୀତିକାନ୍ତି ସବୁ ବନ୍ଦ ରହିଛି। ଗତକାଲି ସନ୍ଧ୍ୟାରୁ ଉପବାସରେ ଠାକୁର। ଆଜି ମକର…

ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ, ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ଵର: ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି। ବ୍ଲକରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆରେ ହେବ। ଏଥିରେ ଖିଲାପ…

ରାଜ୍ୟରେ ଆଉ ଏକ ପୋଲିସ ଜିଲ୍ଲା ଗଠିତ

ଭୁବନେଶ୍ୱର: ରାଜ୍ୟରେ ଗଠନ ହେଲା ଆଉ ଏକ ପୋଲିସ ଜିଲ୍ଲା। ନୂଆ ରାଇରଙ୍ଗପୁର ପୋଲିସ ଜିଲ୍ଲା ଗଠନ କଲେ ସରକାର। ମୟୂରଭଞ୍ଜ ପୋଲିସ ଜିଲ୍ଲା ଭାଗ ହୋଇ ଗଠନ ହେଲା ନୂଆ ପୋଲିସ ଜିଲ୍ଲା । ରାଇରଙ୍ଗପୁରରେ ରହିବ ଏହାର ମୁଖ୍ୟାଳୟ।…