Month: January 2026

ଲିଙ୍ଗରାଜ ମନ୍ଦିରକୁ ପଶିଲେ ଜାପାନୀ ପର୍ଯ୍ୟଟକ

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିରରେ ଅଣହିନ୍ଦୁ ପ୍ରବେଶ । ଜଣେ ଜାପାନୀ ପର୍ଯ୍ୟଟକ ଭିତରକୁ ପଶିଥିବା ସୂଚନା । ପୁଣି ସାମ୍ନାକୁ ଆସିଛି ଲିଙ୍ଗରାଜ ମନ୍ଦିର ଭିତରକୁ ଅଣହିନ୍ଦୁ ପ୍ରବେଶ ଘଟଣା । ସୂଚନା ଅନୁସାରେ ଜଣେ ଜାପାନୀ ପର୍ଯ୍ୟଟକ ଲିଙ୍ଗରାଜ ମନ୍ଦିର…

ଏସସିବିରୁ ଖସିଲା ଛାତ: ରୋଗୀ ଆହତ

କଟକ: ଏସସିବି ମେଡିକାଲ ଛାତର ସିଲିଂ ଜଣେ ରୋଗୀଙ୍କ ଉପରେ ଖସିପଡିବାରୁ ଆହତ ହୋଇଛନ୍ତି ରୋଗୀ । ଖବର ଅନୁସାରେ ଏସସିବି ମେଡିକାଲର ପୁରୁଣା ମେଡ଼ିସିନ ୱାର୍ଡରେ ଏକ ଅଘଟଣ ଘଟିଛି । ଜଣେ ରୋଗୀ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ…

କେବଳ ଆୟୁର୍ବେଦିକ ଔଷଧ ଲେଖିବେ ଆୟୁଷ ଡାକ୍ତର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କରିଥିଲେ। ଏଥିରେ ମୁଖ୍ୟତଃ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି…

ଏପ୍ରିଲରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ବର: ଆସନ୍ତା ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏନେଇ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ଆଜି ଅନୁଷ୍ଠିତ ହେଉଥିବା ବେଳେ ଏହି ସୂଚନା…

ପୁଲିସ ଡାକି ଧାନ ଦଲାଲକୁ ଧରାଇଲେ ବିଧାୟକ

ଟିଟିଲାଗଡ଼: ବଲାଙ୍ଗୀର ଜିଲା ପ୍ରଶାସନ ଡିସେମ୍ବର ୫ରୁ ଧାନ ମଣ୍ଡି ଖୋଲି ଚାଷୀଙ୍କ ଧାନ କ୍ରୟ କରିବ ବୋଲି ଘୋଷଣା କରିଥିଲା। ହେଲେ ଡିସେମ୍ବର ୨୦ ତାରିଖରେ ମଣ୍ଡି ଖୋଲିଲା। ଯାହାକୁ ନେଇ ଚାଷୀ ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ ମହାସ୍ନାନ କରାଯାଇଛି। ବୁଧବାର ଶ୍ରୀମନ୍ଦିର ଭିତର କାଠ ନିକଟରେ ବାନ୍ତି ପଡ଼ିଥିବାରୁ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଭିତର କାଠ ନିକଟରେ ବାନ୍ତି ପଡ଼ିଥିବା ନେଇ ସେବାୟତ ଦେଖିଥିଲେ । ଏହାପରେ…

ଉଜବେକିସ୍ତାନରେ ଫସିଛନ୍ତି ଶତାଧିକ ଓଡ଼ିଆ, ୪ ମାସ ହେଲା କମ୍ପାନୀ ଦେଉନି ଦରମା

ବ୍ରହ୍ମପୁର: ଉଜବେକିସ୍ତାନରେ ଫସିଛନ୍ତି ଶତାଧିକ ଓଡ଼ିଆ । ପ୍ରାୟ ୧୫୦ରୁ ଅଧିକ ଓଡ଼ିଆ ଫସି ସେଠାରେ ଫସି ରହିଛନ୍ତି । ସେଥିରୁ ଗଞ୍ଜାମର କେବଳ ୧୦ଜଣ ଇଞ୍ଜିନିୟର ଥିବା ଅନୁମାନ କରାଯାଉଛି । ଆଙ୍ଗିୟୁଲରେ ଏଣ୍ଟର ଇଂଜିନିୟର କମ୍ପାନୀ ସାମ୍ନାରେ ୫ଦିନରୁ…

ରାଜ୍ୟରେ ହେବ ୧୧୮ ଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ । ପ୍ରଥମ ପର୍ଯ୍ୟାୟରେ ୧୧୮ ଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର । ବାଣପୁରର ବିଶେଷ କାର୍ଯ୍ୟକ୍ରମରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ବାର…

ଚିଲିକାର ସୁରକ୍ଷା ଓ ବିକାଶ ପାଇଁ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କଲା IIT ମାଡ୍ରାସ

ଚିଲିକା : ବଦଳିବ ଚିଲିକାର ରୂପ । ମୁହାଣ ଖୋଲିବ, ବଢ଼ିବ ମାଛ ସଂଖ୍ୟା । ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କଲା IIT ମାଡ୍ରାସ । ଓଡ଼ିଶାର ଗର୍ବ ଚିଲିକା ହ୍ରଦର ସୁରକ୍ଷା ଓ ବିକାଶ ପାଇଁ ଏକ ବଡ଼ ଯୋଜନା…

ଦୁଇ ଦିନ ପରେ ମିଳିଲା ନିଖୋଜ ମହିଳାଙ୍କ ମୃତଦେହ

ଅନୁଗୁଳ : ପାଲଲହଡ଼ାରେ ନିର୍ମମ ହତ୍ୟା । ନିଖୋଜ ମହିଳାଙ୍କ ମୃତଦେହ ଉଦ୍ଧାର । ଅନୁଗୁଳ ପାଲଲହଡା ସୁସଭନାଳୀ ଗାଁ ରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । କେହି ଦୁର୍ବୃତ୍ତ ପଥରରେ ଛେଚିବା ପରେ ମାରାଣାସ୍ତ୍ରରେ ହତ୍ୟା କରିଥିବା ଅଭିଯୋଗ…