Month: February 2026

ଇରାନରେ ସାମରିକ ହେଲିକପ୍ଟର କ୍ରାସ୍; ୪ ମୃତ

ତେହେରାନ୍ : ଆମେରିକା ସହିତ ଭୀଷଣ ଉତ୍ତେଜନା ମଧ୍ୟରେ ଆଜି କେନ୍ଦ୍ରୀୟ ଇରାନରେ ଏକ ସାମରିକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣା ଇରାନର ଏକ ଫଳ ଏବଂ ପନିପରିବା ମାର୍କେଟରେ ଘଟିଛି । ଫଳରେ ଅତି କମରେ ଏଥିରେ…

ଅଯୋଧ୍ୟା ରାମ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପାଇଁ ଆରମ୍ଭ ହେଲା ଲକର ବ୍ୟବସ୍ଥା

ଉତ୍ତରପ୍ରଦେଶ : ଅଯୋଧ୍ୟାକୁ ଆସୁଥିବା ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ପାଇଁ ବଡ଼ ଆଶ୍ବସ୍ତି ଖବର ଆସିଛି । ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ରାମ ଜନ୍ମଭୂମି ମନ୍ଦିର ପରିସରରେ ଆଧୁନିକ ଲକର ରୁମର ବ୍ୟବସ୍ଥା କରିବା ଆରମ୍ଭ ହୋଇଛି । ବଢୁଥିବା ଭକ୍ତଙ୍କ…

ଦୁର୍ଘଟଣାରୁ ବର୍ତ୍ତିଲା ପବନ ହଂସ ହେଲିକପ୍ଟର, ସମୁଦ୍ରରେ କଲା ଅବତରଣ

ନୂଆଦିଲ୍ଲୀ : ଆଜି ସକାଳେ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ଆଉ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି । ପବନ ହଂସ ହେଲିକପ୍ଟର ଉଡ଼ାଣ ଭରିବାର କିଛି ସମୟ ପରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିବା ସୂଚନା ମିଳୁଛି । ଫଳରେ…

ଆମେରିକାରେ ବରଫ ଝଡ଼; ୧୦ ହଜାର ବିମାନ ବାତିଲ

ଆମେରିକା: ଆମେରିକାର ଉତ୍ତର-ପୂର୍ବ ଭାଗରେ ସୋମବାର ଏକ ଶକ୍ତିଶାଳୀ ଶୀତକାଳୀନ ଝଡ଼ ତାଣ୍ଡବ ସୃଷ୍ଟି କରିଥିଲା । ପ୍ରବଳ ତୁଷାରପାତ ଏବଂ ପ୍ରବଳ ପବନ ଯୋଗୁଁ ରାସ୍ତାଗୁଡ଼ିକ ଖସଡ଼ା ହୋଇଯାଇଥିଲା । ସାଧାରଣ ପରିବହନ ସେବା ଠପ୍ ହୋଇପଡ଼ିଥିଲା । ଲକ୍ଷ…

ଜଳିଗଲା କପଡା ଗୋଦାମ, ୬ ମୃତ

ମିରଟ : ଉତ୍ତରପ୍ରଦେଶର ମିରଟରେ ବିଳମ୍ବିତ ରାତିରେ ଏକ କପଡା ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୬ଜଣଙ୍କର ମୃତ୍ୟୁ ହୋଇଛି । ଏମାନଙ୍କ ମଧ୍ୟରେ ଜଣେ ମହିଳା ଏବଂ ୫ ଜଣ ଛୋଟପିଲା ସାମିଲ ଥିଲେ ।…

ରାଞ୍ଚି-ଦିଲ୍ଲୀ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

ନୂଆଦିଲ୍ଲୀ: ଆକାଶରେ ମର୍ମନ୍ତୁଦ ଦୁର୍ଘଟଣା । ରାଞ୍ଚି-ଦିଲ୍ଲୀ ଏୟାର ଆମ୍ବୁଲାନ୍ସ କ୍ରାସ, ୭ ମୃତ । ଝାଡ଼ଖଣ୍ଡର ଚାତ୍ରା ଜିଲ୍ଲା ସିମରିଆ ନିକଟସ୍ଥ ଏକ ଘଞ୍ଚ ଜଙ୍ଗଲରେ ଏହି ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି । ରାଞ୍ଚିରୁ ଦିଲ୍ଲୀ ଯାଉଥିବା…

ସରିଲା ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ

ବିଧାନସଭାର ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଅଧିବେଶନ ଶେଷ ହୋଇଛି । ଏହି ଅଧିବେଶନରେ ବିରୋଧୀ ପ୍ରବଳ ହଟ୍ଟଗୋଳ ଯୋଗୁ ପ୍ରଶ୍ନକାଳ ଚାଲିବା ମୁସ୍କିଲ ହୋଇଥିଲା । ଏହି ଅଧିବେଶନ ଶେଷ ହେବା ପରେ ଗୃହକୁ ଆସନ୍ତା ମାର୍ଚ୍ଚ ୯ ତାରିଖ…

ରାଜଧାନୀରେ ପ୍ରବଳ ବର୍ଷା, ହୋଡିଂ ପଡି ୩ ଆହତ

ଭୁବନେଶ୍ବର: ଦିନରେ ଖରା ଓ ସାମାନ୍ୟ ଗୁଳୁଗୁଳି ପରେ ସନ୍ଧ୍ୟାରେ ଟୁଇନ ସିଟିରେ ପ୍ରବଳ ବର୍ଷା ହୋଇଛି । କାଳବୈଶାଖୀ ପ୍ରଭାବରେ ଟୁଇନ ସିଟିରେ ବର୍ଷା ସହ ଘଡଘଡି ହୋଇଛି । ତେବେ ବର୍ଷା ପାଇଁ ଟୁଇନ ସିଟିକୁ ୩ଘଣ୍ଟାର ସର୍ତକତା…

ଆତ୍ମସମର୍ପଣ କଲେ ୪ ଟପ କ୍ୟାଡର ମାଓ ନେତା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା ସୀମାନ୍ତ ପଡ଼ୋଶୀ ରାଜ୍ୟ ତେଲେଙ୍ଗାନାରେ ନକ୍ସଲବାଦରେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ ଦେଖିବାକୁ ମିଳିଛି। ଚାରି ଜଣ ଟପ କ୍ୟାଡର ମାଓନେତା ହିଂସା ପରିତ୍ୟାଗ କରି ମୁଖ୍ୟସ୍ରୋତକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି। ସରକାରୀ ସୂଚନା ଅନୁଯାୟୀ, ପଲିଟବ୍ୟୁରୋ…

ଡ୍ରେନ କାମ ବେଳେ କାନ୍ଥ ଭୁଶୁଡ଼ି ୨ ମୃତ

ଭୁବନେଶ୍ବର : ଡ୍ରେନ୍ କାମ ବେଳେ ଅଘଟଣ । ଭୁବନେଶ୍ବର ବଡ଼ଗଡ଼ ଭୋଇସାହିରେ ଡ୍ରେନ କାମ ବେଳେ ଭୁଶୁଡ଼ିଲା କାନ୍ଥ । କାନ୍ଥ ଭୁଶୁଡି ଦୁଇଜଣଙ୍କ ମୃତ୍ୟୁ । ଅନ୍ୟ ୩ ଜଣ ଗୁରୁତର । ମୃତକ ଜଣଙ୍କର ପରିଚୟ ମିଳିଥିବା…