ନବରଂଗପୁର ଜିଲ୍ଲାର ୭ଟି ବ୍ଲକରେ କେବେ କାର୍ଯ୍ୟକାରୀ ହେବ ଅଲଟ୍ରାସ୍କାନ୍ ସୁବିଧା?
ନବରଙ୍ଗପୁର : ଗର୍ଭବତୀ ମାଆଙ୍କୁ ଏଣିକି ଦୂରଦୂରାନ୍ତର ଡାକ୍ତରଖାନାକୁ ଆସି ଅଲଟ୍ରାସ୍କାନ କରିବାର ଆବଶ୍ୟକତା ନାହିଁ। ସବୁ ବ୍ଲକରେ ଏହି ସୁବିଧା ଉପଲବ୍ଧ କରାଯିବ ବୋଲି ସରକାର ଘୋଷଣା କରିଥିଲେ। ନବରଙ୍ଗପୁର ଜିଲ୍ଲାରେ ଏହା ନବରଙ୍ଗପୁର, ଉମରକୋଟ ଓ ପାପାଡାହାଣ୍ଡିରେ ହିଁ…