Month: February 2026

ହାଇଓ୍ବା ଧକ୍କାରେ ଦୁଇ ମୃତ, ଜଣେ ଗୁରୁତର

କଲମପୁର : ଜୟପାଟଣା ମୋଟେର ମୁଖ୍ୟ ରାସ୍ତାର ଦୁଲକିବନ୍ଧ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ହାଇଓ୍ବା ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଜଣେ ଗୁରୁତରଙ୍କୁ ଉଦ୍ଧାର କରାଯାଇ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି…

ନକ୍ସଲମୁକ୍ତ ହେବ ଗନ୍ଧମାର୍ଦ୍ଦନ, ଓଡ଼ିଶା ପୋଲିସ ଟାର୍ଗେଟରେ ମାଓବାଦୀ

ବରଗଡ: ଗନ୍ଧମାର୍ଦ୍ଦନ ହେବ ନକ୍ସଲ ମୁକ୍ତ । ବରଗଡ ଜିଲ୍ଲାର ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ପାହାଡ଼ ଜଙ୍ଗଲ ହେବ ମାଓ ମୁକ୍ତ । ଏବେ ଓଡ଼ିଶା ପୋଲିସର ଟାର୍ଗେଟରେ ଗନ୍ଧମାର୍ଦ୍ଦନ ପାହାଡରେ ଲୁଚି ରହିଥିବା ମାଓବାଦୀ । ହିଂସା ଛାଡି ଆତ୍ମ ସମର୍ପଣ…

ତାତିଲେ ଚାଷୀ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାନ ବସ୍ତା ରଖି ପ୍ରତିବାଦ

ବାଲେଶ୍ବର: ପୁଣି ତାତିଲେ ଚାଷୀ । କୃଷକ ମାରଣ ନୀତି ଅଭିଯୋଗ ନେଇ ବାଲେଶ୍ବର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିଲା ନବନିର୍ମାଣ କୃଷକ ସଙ୍ଗଠନ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଢାଳିଲେ ଧାନ ବସ୍ତା । ଜିଲ୍ଲାରେ କୃଷକ ମାରଣ ନୀତି…

ଏପ୍ରିଲରୁ ଭୁବନେଶ୍ବର ବାଇପାସ ପ୍ରକଳ୍ପ ଆରମ୍ଭ

ଭୁବନେଶ୍ବର: ଏପ୍ରିଲରୁ ଆରମ୍ଭ ହେବ ଭୁବନେଶ୍ବର ବାଇପାସ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ । ୧୧୧ କିମି ବିଶିଷ୍ଟ କ୍ୟାପିଟାଲ୍ ରିଜନ୍ ରିଙ୍ଗ୍ ରୋଡ୍ ପାଇଁ ମିଳିଛି ୬୪ଟି ବିଡ ।ରାଜଧାନୀରେ କମିବ ଭିଡ଼, ଟ୍ରାଫିକ ଯନ୍ତ୍ରଣାରୁ ମିଳିବ ମୁକ୍ତି । ମାର୍ଚ୍ଚରେ…

ଛାତ୍ରୀଙ୍କୁ ଦୁଷ୍କର୍ମ: ସାହିତ୍ୟ ଶିକ୍ଷକ ଗିରଫ

ବଣାଇ: ଛାତ୍ରୀଙ୍କୁ ଦୁଷ୍କର୍ମ କରି ସାହିତ୍ୟ ସାର୍ ଗିରଫ । ଥରେ ନୁହେଁ, ଏକାଧିକ ଥର ଦୁଷ୍କର୍ମ କରିଥିବା ଅଭିଯୋଗ । ସୁନ୍ଦରଗଡ ଜିଲ୍ଲା ଲହୁଣୀପଡ଼ା ଅଞ୍ଚଳର ଘଟଣା । ଲହୁଣୀପଡ଼ା ଥାନା ହଳଦିକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର ସାହିତ୍ୟ ଶିକ୍ଷକ…

ସ୍କୁଲରେ ଶିକ୍ଷକ ଅଭାବ ପ୍ରତିବାଦରେ ୟୁନିଫର୍ମ ଫେରାଇବା ସହ ମଧ୍ୟାହ୍ନଭୋଜନ ଖାଇଲେନି ଛାତ୍ରଛାତ୍ରୀ

ପଟ୍ଟାମୁଣ୍ଡାଇ: ସ୍କୁଲ ୟୁନିଫର୍ମ ଫେରାଇଲେ ୩ ଶହରୁ ଅଧିକ ଛାତ୍ରଛାତ୍ରୀ । ସ୍କୁଲରେ ଶିକ୍ଷକ ଅଭାବ ନେଇ ନିଆରା ପ୍ରତିବାଦ । ୟୁନିଫର୍ମ ଫେରାଇବା ସହ ମିଡ ଡେ ମିଲ୍ ବି ଖାଇଲେନି । ଶିକ୍ଷକ ଅଭାବକୁ ନେଇ କେନ୍ଦ୍ରାପଡ଼ା ଜିଲ୍ଲା…

ଜଙ୍ଗଲରେ ହାତୀଙ୍କ ଖାଦ୍ୟ ବ୍ୟବସ୍ଥା କରିବେ ରାଜ୍ୟ ସରକାର

ଭୁବନେଶ୍ବର: ଜଙ୍ଗଲରେ ହାତୀଙ୍କ ଖାଇବା ପାଇଁ ବ୍ୟବସ୍ଥା କରିବେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହାକୁ ନେଇ କାର୍ଯ୍ୟ ଆରମ୍ଭ କରିଛି ବନ ବିଭାଗ । ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

PUCC ଫାଇନ କମ୍ କରିବାକୁ ଚାଲିଛି ଆଲୋଚନା: ପରିବହନ ମନ୍ତ୍ରୀ

ଭୁବନେଶ୍ୱର : PUCC ଫାଇନ୍ କମାଇବା ଯୋଜନା ଚାଲିଛି । ୧୦ ହଜାର ଟଙ୍କା ଫାଇନକୁ କମ୍ କରିବାକୁ ଆଲୋଚନା ହେଉଛି । ରାଜ୍ୟରେ ବାୟୁ ପ୍ରଦୂଷଣ ନେଇ PUCC ନିୟମ କଡ଼ାକଡ଼ି ହୋଇଥିଲା । ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ…

୨୦ଫୁଟ ତଳକୁ ଖସିଲା ବସ, ୧୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ବଲାଙ୍ଗୀର: ଘାଟିରେ ଓଲଟିଲା ଯାତ୍ରୀବାହୀ ବସ । ଭାରସାମ୍ୟ ହରାଇ ୨୦ଫୁଟ ତଳକୁ ଖସିଲା ବସ । ବଲାଙ୍ଗୀରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବାବେଳେ ବାରିଙ୍ଗ ଝିଲିମିଲିଆ ଘାଟିରେ ଦୁର୍ଘଟଣା ହୋଇଛି । ବସରେ ପ୍ରାୟ ୩୦ରୁ ୩୫ଜଣ ଯାତ୍ରୀ ଥିଲେ ।…

ନକ୍ସଲମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାରଙ୍କ ନୂଆ ରୋଡ୍ ମ୍ୟାପ୍, ବନ୍ଧୁକ ବଦଳରେ ମିଳିବ କୋଟିଏ ଟଙ୍କାର ପ୍ୟାକେଜ

ଭୁବନେଶ୍ୱର : ମାଓବାଦୀଙ୍କ ପାଇଁ କୋଟି କୋଟିର ପ୍ୟାକେଜ । ବନ୍ଧୁକ ବଦଳରେ ମିଳିବ ଟଙ୍କା । ନକ୍ସଲମୁକ୍ତ ପାଇଁ ଓଡ଼ିଶା ସରକାରଙ୍କ ନୂଆ ରୋଡ୍ ମ୍ୟାପ୍ । ସଂଶୋଧିତ ହେଲା ଥଇଥାନ ଯୋଜନା । ଏଣିକି ନକ୍ସଲ ଆତ୍ମସମର୍ପଣର ୬୦…