Month: March 2026

ଧାନ କିଣାରେ ବିଭ୍ରାଟ, ତହସିଲଦାରଙ୍କ ଗାଡି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି: ମଣ୍ଡିରୁ ଉଠୁନି ଧାନ। ତହସିଲଦାରଙ୍କ ଗାଡି ଆଗରେ ଶୋଇଲେ ଚାଷୀ । ଭଦ୍ରକ ଜିଲ୍ଲା ତିହିଡି଼ ବ୍ଲକରେ ବାରମ୍ବାର ଧାନ କିଣାରେ ବିଭ୍ରାଟ ଅଭିଯୋଗ । ଏନେଇ ରାଜରାସ୍ତାକୁ ଓହ୍ଲାଇବା ସହ ରାସ୍ତା ରୋକ କରିଛନ୍ତି ଗଦି ଚାରିତରଫପୁର ସେବା…

ନନ୍ଦନକାନନକୁ ଆସିବେ ୩ ପ୍ରଜାତିର ୧୮ ଜୀବଜନ୍ତୁ

ବରାଙ୍ଗ: ନନ୍ଦନକାନନ ଆସିବେ ନୂଆ ଅତିଥି । ୩ ପ୍ରଜାତିର ୧୮ ଜୀବଜନ୍ତୁ ଆସିବେ ନନ୍ଦନକାନନ । ଏଥିପାଇଁ ପ୍ରକ୍ରିୟା ଜାରି ରହିଛି । ଚଳିତବର୍ଷର ଦ୍ଵିତୀୟ ପର୍ଯ୍ୟାୟରେ ଜନ୍ତୁ ଅଦଳବଦଳ ପ୍ରକ୍ରିୟା କାର୍ଯ୍ୟକାରୀ ହୋଇଛି । ନନ୍ଦନକାନନ ପ୍ରାଣୀଉଦ୍ୟାନ ଏବଂ…

ଗଛକୁ ପିଟିଲା କାର, ୨ ମୃତ

ଲମତାପୁଟ୍: ବିଳମ୍ବିତ ରାତିରେ ଗଛକୁ ପିଟିଲା କାର । ମର୍ମନ୍ତୁଦ ଦୁର୍ଘଟଣାରେ ୨ ମୃତ । କୋରାପୁଟ ଜିଲ୍ଲା ନନ୍ଦପୁର ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ନିକଟରେ ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି । ଗୋଟିଏ କାର ୨ ଆରୋହୀଙ୍କୁ ନେଇ ନନ୍ଦପୁର…

ବକେୟା ଇ-ଚାଲାଣରେ ୫୦ ପ୍ରତିଶତ ରିହାତି

ଭୁବନେଶ୍ୱର: ଶୀଘ୍ର ପୈଠ କରିଦିଅନ୍ତୁ ଗାଡିର ବକେୟା ଚାଲାଣ। କାରଣ ମିଳୁଛି ବଡ଼ ରିହାତି। ବକେୟା ଇ-ଚାଲାଣରେ ୫୦ ପ୍ରତିଶତ ରିହାତି। ରାଜ୍ୟରେ ବକେୟା ଥିବା ଟ୍ରାଫିକ୍ ଚାଲାଣଗୁଡ଼ିକର ସମାଧାନ ସହିତ ଗାଡ଼ି ଚାଳକଙ୍କୁ ଆଶ୍ବସ୍ତି ପ୍ରଦାନ କରିବା ପାଇଁ ଏକ…

ଆଧୁନିକ ଫାଷ୍ଟଫୁଡ୍ ଯୁଗରେ ମଧ୍ୟ ପଖାଳର ଲୋକପ୍ରିୟତା କମିନାହିଁ

ଓଡ଼ିଆ ଜାତିର ଅସ୍ମିତା, ପରମ୍ପରା ଏବଂ ଜୀବନଶୈଳୀ ସହିତ ଯେଉଁ ଖାଦ୍ୟଟି ଅତି ନିବିଡ଼ ଭାବେ ଜଡ଼ିତ, ତାହା ହେଉଛି ‘ପଖାଳ’ । ପଖାଳ କେବଳ ଏକ ଖାଦ୍ୟ ନୁହେଁ, ବରଂ ଏହା ଓଡ଼ିଆ ସଂସ୍କୃତିର ଏକ ଅବିଚ୍ଛେଦ୍ୟ ଅଙ୍ଗ ଏବଂ…

ଆଇଏଏସ ରବି ମିତ୍ତଲ ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଛତିଶଗଡ଼ କ୍ୟାଡରର ୨୦୧୬ ବ୍ୟାଚର ଆଇଏଏସ ଅଧିକାରୀ ଡକ୍ଟର ରବି ମିତ୍ତଲଙ୍କୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛନ୍ତି। ତାଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO)ରେ ଉପସଚିବ ଭାବରେ ନିଯୁକ୍ତି ଦିଆଯାଇଛି। ଡକ୍ଟର ରବି ମିତ୍ତଲ ଜଣେ ଅତ୍ୟନ୍ତ…

ରାଜ୍ୟରେ ବଢ଼ିଲା ଅଫିସରଙ୍କ ଆର୍ଥିକ କ୍ଷମତା, ବିଭାଗୀୟ ମୁଖ୍ୟ କରିପାରିବେ ୧୦ କୋଟିର ଅର୍ଥ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ପ୍ରକଳ୍ପ ଓ ଯୋଜନାର କାର୍ଯ୍ୟକାରିତାରେ ସ୍ୱଚ୍ଛତା ଏବଂ ଗତିଶୀଳତା ଆଣିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ୧୯୭୮ ମସିହାର ଆର୍ଥିକ କ୍ଷମତା ପ୍ରତିନିଧିତ୍ଵ ନିୟମାବଳୀ (DFPR) ରେ ସଂଶୋଧନ କରାଯାଇ ପ୍ରଶାସନିକ…

ଅପରେସନ୍ ‘ସାଇବର କବଚ’ : ବଡ଼ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ, ୬ ଗିରଫ

ନୟାଗଡ଼ ୧୯।୩: ଅପରେସନ୍ ସାଇବର କବଚ ଜରିଆରେ ନୟାଗଡ଼ ପୋଲିସ ୧୬ଟି ମାମଲା ରୁଜୁ କରି ଏକ ବଡ଼ ଗ୍ୟାଙ୍ଗ ସମ୍ପର୍କରେ ଖୁଲାସା କରିଛି । ନୟାଗଡ଼ ଏସ୍‌ପି ଏସ୍ ସୁଶ୍ରୀ ସାଇବର ଥାନା ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏନେଇ…

ଆସାମ ବିଧାନସଭା ନିର୍ବାଚନ ପାଇଁ ବିଜେପିର ୮୮ ଜଣିଆ କମିଟି

ନୂଆଦିଲ୍ଲୀ: ଏପ୍ରିଲ ୯ ତାରିଖରେ ହେବାକୁ ଥିବା ଆସାମ ବିଧାନସଭା ନିର୍ବାଚନ ୨୦୨୬ ପାଇଁ ବିଜେପି ପକ୍ଷରୁ ୮୮ ଜଣ ପ୍ରାର୍ଥୀଙ୍କ ପ୍ରାରମ୍ଭିକ ତାଲିକା ଘୋଷଣା କରିଛି। ପ୍ରାର୍ଥୀ ଘୋଷଣା କଲା କେନ୍ଦ୍ରୀୟ ନିର୍ବାଚନ କମିଟି। ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ଵ ଶର୍ମା…

ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ପ୍ରକୃତିର ନୂତନ ରୂପ ସହ ଆରମ୍ଭ ହେଉଥିବା ରାଷ୍ଟ୍ରୀୟ ନବବର୍ଷ ଆମକୁ ଗୌରବଶାଳୀ ଇତିହାସର ସ୍ମୃତି କରାଇଥାଏ । ଯେତେବେଳେ ସମାଜ ନିଜର ସଂସ୍କୃତିକୁ ସମ୍ମାନ ଦିଏ, ସେତେବେଳେ ରାଷ୍ଟ୍ର ପରମ ବୈଭବକୁ ପ୍ରାପ୍ତ ହୁଏ । ତେଣୁ ସବୁବେଳେ…