Month: March 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ: ପିଏନବିର ମୁଖ୍ୟ ପରିଚାଳକ ସନ୍ତୋଷକୃଷ୍ଣ ଅନ୍ନଭରପୁଙ୍କ ଅଭିଯୋଗ ପାଇବା ପରେ ସିବିଆଇ ଆଇପିସିର ଧାରା ୪୨୦ ଏବଂ ୧୨୦ (ବି) ଅଧୀନରେ ମାମଲା ରୁଜୁ କରିଛି। ଏଫଆଇଆର ଅନୁଯାୟୀ, ଅନିଲ ଅମ୍ବାନୀଙ୍କ ନେତୃତ୍ୱରେ ରିଲାଏନ୍ସ କମ୍ୟୁନିକେସନ୍ସ ୨୦୧୩ ମସିହାରୁ ୨୦୧୭…

ଇସ୍ରାଏଲକୁ ଗୋଳା-ବାରୁଦ ଓ ଯୁଦ୍ଧ ସାମଗ୍ରୀ ବିକିବ ଆମେରିକା

ନୂଆଦିଲ୍ଲୀ: ଇସ୍ରାଏଲକୁ ଗୋଳା-ବାରୁଦ ଓ ଯୁଦ୍ଧ ସାମଗ୍ରୀ ବିକିବା ପାଇଁ ଆମେରିକା ନିଷ୍ପତ୍ତି ନେଇଛି। ଆମେରିକୀୟ ବିଦେଶ ବିଭାଗ ଇସ୍ରାଏଲ ସରକାରଙ୍କୁ ପ୍ରାୟ ୧୬ କୋଟି ଡଲାରର ଯୁଦ୍ଧ ସାମଗ୍ରୀ କ୍ରୟ ନେଇ ମଞ୍ଜୁରୀ ଦେଇଛି। ଇସ୍ରାଏଲ ସରକାର ନିଜ ସୁରକ୍ଷା…

ଜେଡିୟୁରେ ସାମିଲ ହେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର

ପାଟନା : ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସଭାପତି ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜେଡିୟୁରେ ଯୋଗ ଦେଇଛନ୍ତି । ସେ ପାଟନା ସ୍ଥିତ ଜେଡିୟୁ ଅଫିସରେ ସଦସ୍ୟତା ପଦ ଗ୍ରହଣ କରିଛନ୍ତି । ଏହି ସମୟରେ ପାର୍ଟିର ସମସ୍ତ…

ରାଷ୍ଟ୍ରପତିଙ୍କ ପ୍ରୋଟକଲ ଉଲ୍ଲଂଘନ ପ୍ରସଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ମାଗିଲା ଗୃହ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ପ୍ରୋଟକଲ ଉଲ୍ଲଂଘନ ଏବଂ ସ୍ଥାନ ପରିବର୍ତ୍ତନ ମାମଲାରେ ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି କେନ୍ଦ୍ର ସରକାର । ଆଜି ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଦାର୍ଜିଲିଂ ସାନ୍ତାଳୀ ସମ୍ମିଳନୀ ବେଳେ ରାଷ୍ଟ୍ରପତିଙ୍କ ପ୍ରୋଟୋକଲରେ…

ଶ୍ରୀନଗର ରାଜ୍ୟପାଳଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି; କଲା ଜରୁରୀ ଅବତରଣ

ଶ୍ରୀନଗର : ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ଗୁରମିତ ସିଂ(ରିଟାୟର୍ଡ) ହେଲିକପ୍ଟରର ଜରୁରୀ ଅବତରଣ । ହେଲିକ୍ପଟରର ବୈଷୟିକ ତ୍ରୁଟି ଯୋଗୁଁ ଶ୍ରୀନଗର ଜିବିକେ ହେଲିପ୍ୟାଡରେ ଜରୁରୀ ଅବତରଣ କରିଛି । ପୋଲିସ ସୂଚନା ଅନୁସାରେ, ହେଲିକପ୍ଟରରେ କିଛି ଯାନ୍ତ୍ରିକ ତ୍ରୁଟି ଯୋଗୁଁ…

ଆଶୁତୋଷ ବ୍ରହ୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରୟାଗରାଜ : ପ୍ରୟାଗରାଜରେ ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ ସରସ୍ବତୀଙ୍କ ବିରୋଧରେ ନାବାଳିକା ଯୌନ ଉତ୍ପୀଡନ କେସ୍ ରୁଜୁ କରୁଥିବା ଆଶୁତୋଷ ବ୍ରହ୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ । ଆଶୁତୋଷ ବ୍ରହ୍ମଚାରୀ ଗାଜିଆବାଦରୁ ରିୱ ଏକ୍ସପ୍ରେସ ଟ୍ରେନରେ ପ୍ରୟାଗରାଜ ଯାଉଥିବା ବେଳେ ତାଙ୍କ…

ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତେହେରାନର ତୈଳ ଡିପୋ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ହେଉଛି ମହାଯୁଦ୍ଧ। ତେହେରାନ ଉପରେ ବର୍ଷୁଛି ମିସାଇଲ। ତେହେରାନର ତୈଳ ଡିପୋ ହୁହୁ ହୋଇ ଜଳୁଛି। ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତୈଳ ଡିପୋ । ଇରାନ ଉପରେ ଆମେରିକାର ସାମରିକ ଏବଂ କୂଟନୈତିକ…

କୋଲାବ ଜଳଭଣ୍ଡାରରେ ବୁଡ଼ି ତିନି ଛାତ୍ରଙ୍କ ମୃତ୍ୟୁ ଘଟଣା: ନବୋଦୟ ବିଦ୍ୟାଳୟର ୩ କର୍ମଚାରୀ ନିଲମ୍ବିତ

କୋରାପୁଟ: କୋରାପୁଟ ଜିଲ୍ଲାର କୋଲାବ ଜଳଭଣ୍ଡାରରେ ଗତକାଲି ୩ ଜଣ ଛାତ୍ର ବୁଡ଼ିଯାଇ ମୃତ୍ୟୁ ହେବା ଘଟଣାରେ ନବୋଦୟ ବିଦ୍ୟାଳୟ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ମାମଲାରେ କର୍ତ୍ତୃପକ୍ଷ ନବୋଦୟ ବିଦ୍ୟାଳୟର ୩ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ସେମାନେ ହେଲେ ପଦାର୍ଥ ବିଜ୍ଞାନ…

ଷ୍ଟେସନର ଚାଲିଛି ନବୀକରଣ; ୬୫ ଦିନ ଯାଏ ପୁରୀକୁ ଗଡ଼ିବନି ଟ୍ରେନ୍

ପୁରୀ: ପୁରୀକୁ ୬୫ ଦିନ ଯାଏ ଯିବନି ଟ୍ରେନ୍ । ପୁରୀ ରେଳ ଷ୍ଟେସନର ଚାଲିଛି ନବୀକରଣ । ଷ୍ଟେସନ ପରିସରରେ ଥିବା ରେଳଧାରଣାକୁ କଂକ୍ରିଟ୍‌ଯୁକ୍ତ କରାଯିବାକୁ ଯୋଜନା ହୋଇଛି । ଅର୍ଥାତ୍‌ ଟ୍ରାକ୍‌ରେ ଆଉ ଗୋଡ଼ି ରହିବ ନାହିଁ ।…

ଲୋକସେବକ ମଣ୍ଡଳ ଆଞ୍ଚଳିକ ପରାମର୍ଶଦାତା କମିଟି ସଦସ୍ୟା ଡାକ୍ତର ନାରାୟଣୀ ପଣ୍ଡାଙ୍କ ଦେହାନ୍ତ

ସମ୍ବଲପୁର: ଡାକ୍ତର ନାରାୟଣୀ ପଣ୍ଡାଙ୍କ ପରଲୋକ। ଲୋକ ସେବକ ମଣ୍ଡଳ ସମ୍ବଲପୁର ଆଞ୍ଚଳିକ ପରାମର୍ଶଦାତା କମିଟି ସଦସ୍ୟା ତଥା ସମ୍ବଲପୁରର ବିଶିଷ୍ଟ ସମାଜସେବୀ ଡାକ୍ତର ନାରାୟଣୀ ପଣ୍ଡାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ବୟସାଧିକ…