Month: April 2026

କଳାବଜାରୀଙ୍କ ଉପରେ ସର୍ଜିକାଲ ଷ୍ଟ୍ରାଇକ୍: ଗଞ୍ଜାମ ଓ ଅନୁଗୁଳରୁ ୮୯ ସିଲିଣ୍ଡର ଜବତ

ଭୁବନେଶ୍ବର: ରାଜ୍ୟରେ ଗ୍ୟାସ ସିଲିଣ୍ଡରର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅସାଧୁ ବ୍ୟବସାୟୀଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ଯୋଗାଣ ବିଭାଗ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ପରେ ସାରା ରାଜ୍ୟରେ ଯୋଗାଣ…

ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ ପଲ, ଘରୁ ବାହାରୁ ନାହାଁନ୍ତି ଗ୍ରାମବାସୀ

ଆନନ୍ଦପୁର: ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ ପଲ। ଭୟଭୀତ ଲୋକେ। ଆନନ୍ଦପୁର ବନ୍ଯପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ ଜଙ୍ଗଲ ନିକଟବର୍ତ୍ତୀ ପୁରୁଣା ବାନ୍ଧଗୋଡ଼ା ଗାଁରେ ଦଳ ଦଳ ହୋଇ ବୁଲୁଛନ୍ତି ଭାଲୁ ପଲ । ସଞ୍ଜ ନଇଁଲେ ଗାଁ ଭିତରକୁ…

ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ସୂଚନା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG । ଲୋକସେବା ଭବନରେ ତୈଳ କମ୍ପାନୀର ପ୍ରତିନିଧି ଏବଂ ଯୋଗାଣ ବିଭାଗ ସଚିବଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ…

ସରିଲା ଖାତା ଦେଖା, ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ବାହାରିବ ମାଟ୍ରିକ ଫଳ

କଟକ : ଆଜି ସରିଲା ମାଟ୍ରିକ ଖାତା ଦେଖା । ନିର୍ଭୁଲ ମୂଲ୍ୟାୟନ ସହ ବିନା ଦ୍ୱନ୍ଦରେ ସରିଛି ଖାତା ଦେଖା । ଆଜି ସକାଳ ସୁଦ୍ଧା ୪ ଜିଲ୍ଲାର ଖାତା ଦେଖା ସରିଯାଇଛି। ବୋର୍ଡକୁ ଖାତା ଗୁଡ଼ିକ ଅଣାଯାଇଛି ।…

ସ୍କୁଟିକୁ ଧକ୍କା ଦେଲା ବସ୍: ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ରାୟଗଡ଼ା: ବିବାହ ଭୋଜି ହେଲା ଶେଷ ଭୋଜି । ଦୁର୍ଘଟଣାରେ ଚାଲିଗଲା ୨ ଜୀବନ, ଜଣେ ଗୁରୁତର ହୋଇଛନ୍ତି । ବିବାହ ଭୋଜି ଖାଇ ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ହୋଇଥିଲା । କୋରାପୁଟ ଜିଲ୍ଲା ବନ୍ଧୁଗାଁ ଥାନା ସୀମାନ୍ତ ନାକଟି…

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୪ ଲେନ୍ କରାଯାଉ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପତ୍ର ଲେଖିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୋଳ ଜିଲ୍ଲାରେ ଖଣିଜ ଉତ୍ପାଦନ ଓ ଶିଳ୍ପ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ପତ୍ର ଲେଖିିଛନ୍ତି । ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ରୁ ଚାରି…

ବ୍ରିଜ ଉପରୁ ନଦୀକୁ ଡେଇଁ ରିଲସ କଲାବେଳେ ଭାସିଗଲେ ଦୁଇ ଯୁବ

ଭଦ୍ରକ: ରିଲ୍ସ ହେଲା କାଳ । ବ୍ରିଜ ଉପରୁ ନଦୀକୁ ଡେଇଁ ରିଲସ କରୁଥିବାବେଳେ ଅଘଟଣ । ରିଲ୍ସବେଳେ ନଦୀରେ ଭାସିଗଲେ ଦୁଇ ଯୁବକ। ଜଣେ ଯୁବକ ଉଦ୍ଧାର ଓ ଅନ୍ୟ ଜଣେ ଯୁବକ ନିଖୋଜ । ଭଦ୍ରକ ପୁରୁଣା ବଜାର…

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ : ନନ୍ଦା, ଭଦ୍ରା ଓ ବୈଜୟନ୍ତୀ ଡଙ୍ଗାକୁ ପାଣିରୁ ବାହାର କଲେ ଭୋଇ ସେବକ

ପୁରୀ : ଆଜି ପବିତ୍ର ଚୈତ୍ର ପୂର୍ଣ୍ଣିମା । ମହାପ୍ରଭୁଙ୍କ ଗ୍ରୀଷ୍ମକାଳୀନ ଚନ୍ଦନ ଯାତ୍ରା ନିମନ୍ତେ ପ୍ରସ୍ତୁତି ଆରମ୍ଭ । ବର୍ଷ ତମାମ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା,ଭଦ୍ରା ଏବଂ ବୈଜୟନ୍ତୀ ଡଙ୍ଗାକୁ ପାଣିରୁ ବାହାର କରିଛନ୍ତି ଭୋଇ ସେବକ…

ଉତ୍ତରାଖଣ୍ତରୁ ଧରାପଡ଼ିଲା ଚୌଦ୍ବାର ଜେଲରୁ ଚମ୍ପଟ ମାରିଥିବା ହାର୍ଡକୋର ଅପରାଧୀ ରାଜା ସାହାଣୀ

ଚୌଦ୍ବାର:ଚୌଦ୍ବାରରୁ ଚମ୍ପଟ, ଋଷିକେଶରୁ ଗିରଫ । ଚୌଦ୍ବାର ଜେଲରୁ ଚମ୍ପଟ ମାରିଥିବା ହାର୍ଡକୋର ଅପରାଧୀ ରାଜା ସାହାଣୀ ଗିରଫ । ଦୀର୍ଘ ୬ ମାସ ପରେ ଉତ୍ତରାଖଣ୍ତରୁ ଗିରଫ ହୋଇଛି ରାଜା ସାହାଣୀ । ଆଜି ସନ୍ଧ୍ୟା ସୁଦ୍ଧା ଓଡିଶା ରେ…

ବଡ଼ବେତରା ପଞ୍ଚାୟତରେ ଓଡ଼ିଶା ଦିବସ ପାଳିତ : ଶ୍ରଦ୍ଧାର ସହ ସମ୍ବର୍ଦ୍ଧିତ ହେଲେ ଅଶୀତିପର ବୟୋଜ୍ୟଷ୍ଠ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ ବଡ଼ବେତରା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପବିତ୍ର ‘ଉତ୍କଳ ଦିବସ’ ଅତ୍ୟନ୍ତ ଭାବପୂର୍ଣ୍ଣ ପରିବେଶରେ ପାଳିତ ହୋଇଯାଇଛି । ବଡ଼ବେତରା ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ସଂଯୁକ୍ତା ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି…