Month: May 2026

ଉତ୍ତରପ୍ରଦେଶରେ କାଳବୈଶାଖୀର ମହାତାଣ୍ଡବ ; ୧୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶରେ ଦେଖାଯାଇଛି କାଳବୈଶାଖୀର ମହାତାଣ୍ଡବ। ଏଥିରେ ପ୍ରାୟ ୧୦୦ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ମଧ୍ୟ ସାମ୍ନାକୁ ଆସିଛି। ଏହାସହ ସରକାରଙ୍କ ପକ୍ଷରୁ ତୁରନ୍ତ ୪ ଲକ୍ଷ ସହାୟତା ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ହୋଇଛି। କାଳବୈଶାଖୀ ତାଣ୍ଡବର…

ଏସି କମ୍ପ୍ରେସର ଫାଟି, ଦୁଇ ଗୁରୁତର

ଭୁବନେଶ୍ବର: ଫାଟିଲା ଏସି କମ୍ପ୍ରେସର, ଦୁଇ ଗୁରୁତର। ଭୁବନେଶ୍ଵର ମୈତ୍ରୀବିହାର ଥାନା ଅଞ୍ଚଳରେ ବଡଧରଣର ଅଘଟଣ ଘଟିଛି। ଲୁମ୍ବିନୀ ବିହାରରେ ଥିବା ଏଲିନା ହବ୍ ଏବଂ ସ୍ଵପ୍ନା ହୋଟେଲର ୫ ମହଲା ଉପରେ ଜଣେ ମେକାନିକ ଏସି କମ୍ପ୍ରେସର ସଜାଡୁଥିବାବେଳେ ହଠାତ୍…

ରାଜ୍ୟରେ ବିଜେପି ସରକାରକୁ ପୂରିଲା ୨ ବର୍ଷ: ନିରାଡମ୍ବର ଭାବେ ପାଳନ କରାଯିବ ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର : ଜୁନ୍‌ ମାସରେ ରାଜ୍ୟରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାର ଗଠନ କରିବାର ଦୁଇ ବର୍ଷ ପୂର୍ତ୍ତି ହେଉଛି। ଏହି ଅବସରରେ ଜୁନ୍‌ ୧୨ରୁ ୨୧ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ପାଳନ କରାଯିବ। ତେବେ ଏହି…

ରାଜ୍ୟକୁ ନାହିଁ ତୈଳ ସଙ୍କଟ, ମ୍ୟାନେଜମେଣ୍ଟ ଅଭାବରୁ କିଛି ପମ୍ପରେ ସୃଷ୍ଟି ହୋଇଛି ଡ୍ରାଏ ଆଉଟ ସ୍ଥିତି

ଭୁବନେଶ୍ୱର: ଯୋଗାଣ ବିଭାଗ ପ୍ରମୁଖ ସଚିବ ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ , ରାଜ୍ୟରେ ତେଲ ସଙ୍କଟ ଆଦୌ ନାହିଁ । ଭୟଭୀତ ହୋଇ ଆଦୌ ତେଲ କିଣନ୍ତୁ ନାହିଁ । ସେ…

ଆହୁରି ୫ ଦିନ ତାଣ୍ଡବ ରଚିବ କାଳବୈଶାଖୀ, ୨୩ ଜିଲ୍ଲାରେ ବିଜୁଳି-ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଦିନରେ ଡହ ଡହ ଖରା ହେଉଥିବା ବେଳେ ଅପରାହ୍ନ ରେ କାଳବୈଶାଖୀ । ଅସହ୍ୟ ଖରା ଗରମ ଗୁଳୁଗୁଳୁରେ ସାରା ଓଡିଶା ସିଝୁଥିବା ବେଳେ କାଳବୈଶାଖୀ ବର୍ଷାରେ ଭିଜୁଛି । ପବନ ସହ କାଳବୈଶାଖୀ ତାଣ୍ଡବ ରଚୁଥୁବା ବେଳେ…

ଓଡ଼ିଶାରେ ବିଜେପି ସରକାରର ୨ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବେ ମୋଦୀ, ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ଵର: ଓଡ଼ିଶାରେ ବିଜେପି ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ରାଜନୀତିରେ ବଡ଼ ହଲଚଲ୍ ଦେଖିବାକୁ ମିଳିଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସୁଥିବା ନେଇ ରାଜସ୍ୱ ମନ୍ତ୍ରୀ…

ସରକାରୀ ଗାଡ଼ି ବ୍ୟବହାର ଉପରେ ଲାଗିବ କଟକଣା, ଆସିବ ନୂଆ ଗାଇଡଲାଇନ୍ !

ଭୁବନେଶ୍ଵର : ସରକାରୀ ଗାଡ଼ି ବ୍ୟବହାର ଉପରେ ଲାଗିବ କଡ଼ା କଟକଣା । ଆସିପାରେ ନୂଆ ଗାଇଡଲାଇନ୍ । ରାଜ୍ୟରେ ଇନ୍ଧନର ବ୍ୟବହାର କମାଇବା ଏବଂ ପ୍ରଶାସନିକ ସ୍ତରରେ ମିତବ୍ୟୟିତା ଆପଣାଇବା ପାଇଁ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବାକୁ ଯାଉଛନ୍ତି…

ସାରା ରାଜ୍ୟରେ ତେଲ ସଙ୍କଟ, ଠପ୍ ହୋଇଯିବ ବସ୍ ସେବା !

ଭୁବନେଶ୍ୱର : ରାଜ୍ୟରେ ଦିନେ ଦୁଇ ଦିନ ଭିତରେ ଯାତ୍ରୀବାହୀ ବସସେବା ସଂପୂର୍ଣ୍ଣ ଠପ ହୋଇଯିବ। ଏମିତି ଆଶଂକା ପ୍ରକାଶ କରିଛି ରାଜ୍ୟ ଘରୋଇ ବସ ମାଲିକ ସଙ୍ଘ । ସାରା ରାଜ୍ୟରେ ତେଲର ଉତ୍କଟ ସମସ୍ୟା ଦେଖାଦେଇଛି । ଏଥିପାଇଁ…

ଜୁଲାଇ ୧ରୁ ଓଡ଼ିଶା ସମେତ ୧୬ ରାଜ୍ୟରେ SIR

ଭୁବନେଶ୍ୱର: ଭାରତୀୟ ନିର୍ବାଚନ କମିଶନ (ଇସିଆଇ) ଗୁରୁବାର ଦିନ ଓଡ଼ିଶା ସମେତ ୧୬ଟି ରାଜ୍ୟ ଏବଂ ତିନୋଟି କେନ୍ଦ୍ରଶାସିତ ଅଞ୍ଚଳରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ର ତୃତୀୟ ପର୍ଯ୍ୟାୟ ଘୋଷଣା କରିଛନ୍ତି। ତେବେ ଦେଶବ୍ୟାପୀ ଭୋଟର ଯାଞ୍ଚ ପ୍ରକ୍ରିୟାରେ…

ଇଭି କରାଯିବ OSRTCର ସମସ୍ତ ବସ୍: ପରିବହନ ମନ୍ତ୍ରୀ

ଭୁବନେଶ୍ୱର : OSRTCର ସମସ୍ତ ଗାଡିକୁ ଇଭି କରାଯିବ । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ଏହାସହ ରାଜ୍ୟରେ ଚାର୍ଜିଂ ଷ୍ଟେସନର ଅଭାବ ରହିବ ନାହିଁ । ଇଭି ଚାର୍ଜିଂ ଷ୍ଟେସନ କମ୍ପାନୀ ସହିତ ପ୍ରାଥମିକ…