ୟୁରୋପରେ ଭୀଷଣ ଗ୍ରୀଷ୍ମପ୍ରବାହ, ୭୦ରୁ ଅଧିକ ମୃତ
ନୂଆଦିଲ୍ଲୀ: ୟୁରୋପ ଏବେ ଏକ ଐତିହାସିକ ଗ୍ରୀଷ୍ମଲହରିର ସମ୍ମୁଖୀନ ହେଉଛି। ଭୀଷଣ ଗ୍ରୀଷ୍ମପ୍ରବାହରେ ୟୁରୋପରେ ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଫ୍ରାନ୍ସ ଓ ବ୍ରିଟେନ ସହିତ ଅନେକ ଦେଶରେ ତାପମାତ୍ରା ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର…