ସରକାରୀ ସ୍କୁଲ୍ର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ସ୍କୁଲ ବ୍ୟାଗ
ଭୁବନେଶ୍ୱର: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍। ନୂଆ ଶିକ୍ଷାବର୍ଷରେ ସରକାରୀ ସ୍କୁଲ୍ର ଛୋଟ ଛୋଟ ପିଲାଙ୍କୁ ନୂଆ ସ୍କୁଲ୍ ବ୍ୟାଗ୍ ଯୋଗାଇ ଦେବାକୁ ପ୍ରସ୍ତୁତି ଜୋରଦାର ହୋଇଛି । ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି…