Month: June 2026

ବାପା-ଭଉଣୀ ଆଗରେ ଯୁବକଙ୍କୁ ପିଟି ପିଟି ହତ୍ୟା

ଭୁବନେଶ୍ୱର: ରାଜଧାନୀରେ ପୁଣି ଏକ ବିଭତ୍ସ ହତ୍ୟା କାଣ୍ଡ । ଖଣ୍ଡଗିରି ଥାନା ଠାରୁ ମାତ୍ର କିଛି ଦୂର କୋଳଥିଆ ଅଞ୍ଚଳରେ ଜଣେ ଯୁବକଙ୍କୁ ଲୁହାରଡରେ ପିଟି ପିଟି ହତ୍ୟା କରିଛନ୍ତି ଦୁର୍ବୁତ୍ତମାନେ । ମୃତ ଯୁବକ ହେଲେ କୃଷ୍ଣଚନ୍ଦ୍ର ପାଢ଼ୀ…

ଶିକ୍ଷକ ନିଯୁକ୍ତି ଦାବିରେ ରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ

ମୟୂରଭଞ୍ଜ: ଶିକ୍ଷକଙ୍କ ପାଇଁ ଚାଲି ଚାଲି ଆସି ବ୍ଲକ ଶିକ୍ଷା ଅଧିକାରୀଙ୍କୁ କଲେ ଗୁହାରି। ଡହଡହ ଖରାରେ ଛାତ୍ରଛାତ୍ରୀ ଦୁଇ କିଲୋମିଟର ଚାଲିଚାଲି ଆସି ‘ଆମକୁ ମାଷ୍ଟର୍ ଦିଅ’ କହି ଜଣାଇଲେ ଗୁହାରି। ଶିକ୍ଷକ ନିଯୁକ୍ତିକୁ ନେଇ କଲେ ଦାବି। ମୟୂରଭଞ୍ଜ…

ଅଷ୍ଟମ ଶ୍ରେଣୀ ବହିରେ ‘ନିମ୍ବୋଡ଼ା ନିମ୍ବୋଡ଼ା’ ଗୀତ, ପିଲାଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନବାଚୀ

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କୁ ତ୍ରୁଟିପୂର୍ଣ୍ଣ ବହି ବଣ୍ଟାଯିବା ପରେ ସାରା ରାଜ୍ୟ ସହ ଦେଶରେ ମଧ୍ୟ ଓଡିଶା ସରକାରଙ୍କ ଛବି ଖରାପ ହେବାରେ ଲାଗିଛି। ଏହା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ରାଜ୍ୟର ସରକାରୀ ସ୍କୁଲର ପ୍ରଥମରୁ…

ରଥଯାତ୍ରାକୁ ନଜରରେ ରଖି ପୁରୀରେ ୫୦ ଫେକ୍ ହୋଟେଲ୍ ବୁକିଂ ୱେବସାଇଟ ବ୍ଲକ

ପୁରୀ: ଜୁଲାଇ ୧୬ ତାରିଖରେ ହେବାକୁ ଥିବା ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବା ନେଇ ଆଶା ରହିଛି। ଏହାକୁ ନଜରରେ ରଖି ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ ବୃଦ୍ଧି ପାଉଥିବା ଅନଲାଇନ୍ ହୋଟେଲ ବୁକିଂ ଠକେଇର ମୁକାବିଲା…

ନିଜ ବିଭାଗରୁ ସବ୍‌ସିଡି ନେଇ ବିବାଦରେ କେନ୍ଦ୍ରମନ୍ତ୍ରୀ ଭାଗୀରଥ ଚୌଧୁରୀ

ନୂଆଦିଲ୍ଲୀ: କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଭାଗୀରଥ ଚୌଧୁରୀ ନିଜ ବିଭାଗରୁ ବିଭିନ୍ନ ଯୋଜନା ବାବଦକୁ ୯୯ ଲକ୍ଷ ୬୦ ହଜାର ଟଙ୍କା ନେଇଥିବା ଜଣାପଡ଼ିବା ପରେ ବିବାଦ ସୃଷ୍ଟି ହୋଇଛି।ସୂଚନାନୁଯାୟୀ ବାଣିଜ୍ୟିକ କୃଷିର ବିକାଶ ପାଇଁ ଫାର୍ମ…

ସେସେଲ୍ସର ସର୍ବୋଚ୍ଚ ସମ୍ମାନରେ ସମ୍ମାନୀତ ହେଲେ ମୋଦି

ନୂଆଦିଲ୍ଲୀ : ସେସେଲ୍ସର ସର୍ବୋଚ୍ଚ ସମ୍ମାନରେ ସମ୍ମାନୀତ ହେଲେ ପ୍ରଧାନମନ୍ତ୍ରୀ ମୋଦି । ସେସେଲ୍ସର ରାଷ୍ଟ୍ରପତି ଡ. ପାଟ୍ରିକ ହର୍ମିନି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ “ଗାର୍ଡିଆନ ଅଫ ଦି ବ୍ଲୁ ହୋରାଇଜନ’ ପ୍ରଦାନ କରିଛନ୍ତି । ପରିବେଶ ସଂରକ୍ଷଣ,…

ସାଉଦି ଆରବରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୧୪ ମୃତ

ନୂଆଦିଲ୍ଲୀ : ହେଲିକପ୍ଟର କ୍ରାଶ୍ ରେ ୧୪ ମୃତ । ସାଉଦି ଆରାମକୋର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତରେ ୧୪ ଜଣଙ୍କ ମୃତ୍ୟୁ ଘଟିଛି । ସାଉଦି ଆରବର ପୂର୍ବ ପ୍ରଦେଶରେ ଥିବା ପ୍ରମୁଖ ତୈଳ କମ୍ପାନୀ ‘ସାଉଦି ଆରାମକୋ ଦ୍ବାରା ପରିଚାଳିତ ଏକ…

ଖାଇକୁ ଖସିଲା କାର୍, ୪ ମୃତ

ହିମାଚଳ ପ୍ରଦେଶ : ହିମାଚଳ ପ୍ରଦେଶ ଚମ୍ବାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚମ୍ବା ଚୁରାହର ନକରୋଡ-ହିମଗିରି ରାସ୍ତାରେ ଏକ କାର୍ ଅନିୟନ୍ତ୍ରିତ ହୋଇ ଖାଇକୁ ଖସିପଡିଥିଲା । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ଧାର ରାତିରେ…

କରାଚିରେ ଆତ୍ମଘାତୀ ଆକ୍ରମଣ, ୪ ସୁରକ୍ଷାକର୍ମୀ ଓ ୬ ଆତଙ୍କୀ ନିହତ

କରାଚି : ପାକିସ୍ତାନରେ ଆତ୍ମଘାତୀ ହମଲା । କରାଚି ଥିବା ଅର୍ଦ୍ଧସାମରିକ ମୁଖ୍ୟାଳୟ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ଏଥିରେ ୪ ସୁରକ୍ଷା କର୍ମୀ ଏବଂ ୬ ଆତଙ୍କବାଦୀ ନିହତ ହୋଇଛନ୍ତି । ତାଲିବାନ ସହ ଯୋଡି ହୋଇଥିବା ଜମାତ-ଉଲ-ଆହରାର…

ଜାପାନରେ ଭୂକମ୍ପ, ତୀବ୍ରତା ୬.୧

ଜାପାନ : ଆଜି ସକାଳେ ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଉତ୍ତର-ପୂର୍ବ ଜାପାନର ତୀବ୍ରତା ୬.୧ ଥିବା ଜଣାପଡିଛି । କିନ୍ତୁ ଏହି ଭୂକମ୍ପ ପରେ କୌଣସି ସୁନାମୀ ଚେତାବନୀ ଜାରି କରାଯାଇନାହିଁ । ବର୍ତ୍ତମାନ ଏହି ଭୂକମ୍ପ…