Month: July 2026

ଅଗଷ୍ଟ ୧୬ରେ ଅବସର ନେବେ ପୋଲିସ ଡିଜି ୱାଇ.ବି. ଖୁରାନିଆ, ବିଜ୍ଞପ୍ତି ଜାରି କଲା ଗୃହ ବିଭାଗ

ଭୁବନେଶ୍ୱର : ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର । ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ଆସନ୍ତା ଅଗଷ୍ଟ ୧୬ ତାରିଖ ସରକାରୀ ଚାକିରିରୁ ଅବସର ନେବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଏନେଇ ଗୃହ ବିଭାଗ…

ରାଜ୍ୟରେ ସାର୍ବଜନୀନ ଇଭି ଚାର୍ଜିଂ ଷ୍ଟେସନର ବିକାଶ ପାଇଁ ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ୪୦ କୋଟି ମଞ୍ଜୁର

ଭୁବନେଶ୍ବର: ଓଡ଼ିଶାରେ ସାର୍ବଜନୀନ ଇଭି ଚାର୍ଜିଂ ଷ୍ଟେସନ୍ ବିକାଶ ପାଇଁ ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ୪୦ କୋଟି ୫୦ ଲକ୍ଷ ୭୫ ହଜାର ୭୪୦ ଟଙ୍କା ଅନୁଦାନ ମଞ୍ଜୁର କରାଯାଇଛି । ଏହି ଅବସରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି…

ବହୁଚର୍ଚ୍ଚିତ ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ଭୁବନେଶ୍ଵର: ଅନୁଗୋଳ ଜିଲ୍ଲାରେ ଜଣେ ଯୁବତୀ ଓ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ବହୁଚର୍ଚ୍ଚିତ ମାମଲାରେ ଆଜି ଅନୁଗୋଳ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ (ଫାଷ୍ଟ ଟ୍ରାକ୍ ସ୍ପେଶାଲ କୋର୍ଟ) ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରି ୪ ଜଣ ଅଭିଯୁକ୍ତଙ୍କୁ କଠୋର…

ରାଜ୍ୟରେ ପ୍ରତିଷ୍ଠା ହେବ ‘ଗ୍ଲୋବାଲ ଡେଭେଲପମେଣ୍ଟ ସେଣ୍ଟର’ ଓ ‘AI ପାର୍କ’: ଯୁବକ-ଯୁବତୀଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ଵର: ଓଡ଼ିଶାରେ ଟେକ୍ ବିପ୍ଳବ। ରାଜ୍ୟରେ HCL tech ପ୍ରତିଷ୍ଠା କରିବ ‘ଗ୍ଲୋବାଲ ଡେଭେଲପମେଣ୍ଟ ସେଣ୍ଟର ‘AI Park’। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ HCLTech ଓ ‘ସର୍ଭମ AI’ ସହ ସ୍ୱାକ୍ଷରିତ ହେଲା ଦୁଇଟି MoU। ୭୩୦ କୋଟି ପୁଞ୍ଜିନିବେଶ ହେବ। ସର୍ଭମ…

ଶିମିଳିପାଳ ଅଭୟାରଣ୍ୟରୁ ୪ ଶିକାରୀଙ୍କୁ ବାନ୍ଧିଲା ବନବିଭାଗ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରୁ ୪ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ । ଶିକାରୀମାନଙ୍କୁ ଏଆଇ ଟ୍ରେଲଗାର୍ଡ କ୍ୟାମେରାରେ କଏଦ କରାଯାଇଥିଲା । ସେମାନଙ୍କ ନିକଟରୁ ୨ ଟି ହାତ ତିଆରି ବନ୍ଧୁକ, ଗନ୍ ପାଉଡର, ୨ ଟି ହେଡ ଟର୍ଚ୍ଚ…

ଭୁବନେଶ୍ୱରରେ ୭୩୦ କୋଟି ବ୍ୟୟରେ ‘ଏଆଇ ହବ୍’ କରିବ HCLTech

ଭୁବନେଶ୍ୱର: ଓଡ଼ିଶାର ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି) କ୍ଷେତ୍ରରେ ଏକ ନୂଆ ଏବଂ ସୁବର୍ଣ୍ଣ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରାଜ୍ୟରେ ପୁଞ୍ଜିନିବେଶ ଏବଂ ବ୍ୟାପକ ନିଯୁକ୍ତି ସୃଷ୍ଟି ଦିଗରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ବହୁରାଷ୍ଟ୍ରୀୟ ଆଇଟି…

ମକା ଟ୍ରକରୁ ୭ କ୍ବିଣ୍ଟାଲ ଗଞ୍ଜେଇ ଜବତ : ୨ ଗିରଫ, ଫୁଲବାଣୀରୁ ବିହାରକୁ ହେଉଥିଲା ଚାଲାଣ

ବଲାଙ୍ଗୀର: ଫୁଲବାଣୀରୁ ବିହାର ଗଞ୍ଜେଇ ଚାରାଚାଲାଣ ବେଳେ ମାଡି ବସିଲା ଅବକାରୀ ଟିମ୍ । ଆଜି ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଏକ ମକା ଭର୍ତ୍ତି ଟ୍ରକରୁ ୭ କ୍ବିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି । ଏହା…

ମୋଦିଙ୍କୁ ଚିଠି ଲେଖିଲେ ଅନ୍ନା ହଜାରେ, ଲାଠିଚାର୍ଜକୁ ଭୁଲ୍ ବୋଲି କହିଲେ

ନୂଆଦିଲ୍ଲୀ : PM ମୋଦିଙ୍କୁ ଚିଠି ଲେଖିଲେ ଅନ୍ନା ହଜାରେ । ଛାତ୍ର ଆନ୍ଦୋଳନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ । ‘ଲାଠିଚାର୍ଜ ଭୁଲ୍, ଶିକ୍ଷାମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଆନ୍ନା । ଦିଲ୍ଲୀରେ…

୫ ଦିନ ଯାଏଁ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା, ୯୯ରୁ ଅଧିକ ରାସ୍ତା ବନ୍ଦ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡ ଏବଂ ହିମାଚଳରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗ ଏସବୁ ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ଦେଖି ଜିଲ୍ଲା ପ୍ରଶାସନକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛି ।…

ଜନ୍ତର ମନ୍ତର ଅଞ୍ଚଳରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ, ଜାରି ରହିଛି ଛାତ୍ରଙ୍କ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଛାତ୍ରଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଜନ୍ତର ମନ୍ତରର ୧.୫ କିଲୋମିଟର ପରିଧି ମଧ୍ୟରେ ମଧ୍ୟରାତ୍ରି ପର୍ଯ୍ୟନ୍ତ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ଜନ୍ତର…