ଭତ୍ତା ପ୍ରଦାନରେ ବିଳମ୍ବ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ : ୨ ମାସ ମଧ୍ୟରେ ନିଷ୍ପତ୍ତି ନିଅ
କଟକ: ରାଜ୍ୟରେ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ରୁଜୁ ମାମଲାରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ରାଜ୍ୟ ସରକାରଙ୍କୁ ଆବେଦନକାରୀଙ୍କ ସ୍ମାରକପତ୍ର ଉପରେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଆବେଦନକାରୀ ସାନି ଏକ ସ୍ମାରକପତ୍ର ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ପ୍ରଦାନ…