Month: July 2026

କୁଡ଼ନକୁଲମ ପରମାଣୁ ବିଦ୍ୟୁତ କେନ୍ଦ୍ରର ବ୍ଲୁ-ପ୍ରିଣ୍ଟ୍ ଲିକ, ଡାର୍କ ୱେବ୍‌ରେ ତଥ୍ୟ ସାର୍ବଜନୀନ କଲା ହ୍ୟାକର୍ ଗ୍ରୁପ୍‌

ବେଙ୍ଗାଲୁରୁ: ଭାରତର ସବୁଠାରୁ ବଡ଼ ପରମାଣୁ ଶକ୍ତି କେନ୍ଦ୍ର ତାମିଲନାଡୁର କୁଡ଼ନକୁଲମ ପରମାଣୁ ବିଦ୍ୟୁତ କେନ୍ଦ୍ର ସହ ଜଡ଼ିତ ଅତି ସମ୍ବେଦନଶୀଳ ତଥ୍ୟ ଲିକ୍ ହୋଇଛି। ଏକ ଅନ୍ତର୍ଜାତୀୟ ରାନସମୱେର୍ (ସାଇବର ଲୁଟେରା) ଗ୍ରୁପ୍ ‘ୱାର୍ଲ୍ଡ ଲିକ୍ସ’ ଏହି ପ୍ଲାଣ୍ଟର ବିଭିନ୍ନ…

କେନ୍ଦ୍ର କ୍ୟାବିନେଟର ୭ଟି ବଡ଼ ନିଷ୍ପତ୍ତି: ସେମିକଣ୍ଡକ୍ଟର ମାନୁଫ୍ୟାକ୍ଚରିଂ, ବାରାଣସୀ କରିଡର ଓ ଅନ୍ୟ ପ୍ରକଳ୍ପକୁ ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ବୁଧବାର ଦିନ ଦେଶର ଭିତ୍ତିଭୂମି, ଉତ୍ପାଦନ ଏବଂ ଶିଳ୍ପ କ୍ଷେତ୍ରର ବିକାଶ ପାଇଁ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା ରେଳ…

କଟକ ଯୋବ୍ରା ବ୍ୟାରେଜରେ ଅଘଟଣ, ମାଛ ଧରୁ ଧରୁ ଖସି ପଡ଼ିଲେ ଯୁବକ

କଟକ : ମାଛ ଧରୁ ଧରୁ ଖସି ପଡ଼ିଲେ । କଟକ ଯୋବ୍ରା ବ୍ୟାରେଜରେ ଅଘଟଣ । ମହାନଦୀକୁ ଖସି ପଡ଼ିଲେ ଯୁବକ । ବ୍ୟାରେଜ ଉପରେ ଛିଡ଼ା ହୋଇ ନଦୀକୁ ଜାଲ ପକାଇ ମାଛ ଧରୁଥିବା ବେଳେ ଖସି ଗଲା…

ପୁରୀକୁ ରେଡ୍ ଆଲର୍ଟ: ୨୪ ଘଣ୍ଟାରେ ୧୭୧ ମିମି ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ପୁରୀ: ରାତି ପାହିଲେ ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ ଏହି ରଥଯାତ୍ରା ଦେଖିବାକୁ ଦୁର ଦୁରାନ୍ତର ଶ୍ରଦ୍ଧାଳୁ ଶ୍ରୀକ୍ଷେତ୍ର ଆସି ପହଞ୍ଚିଛନ୍ତି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବରେ ପୁରୀ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ପରିସ୍ଥିତିକୁ ଦୃଷ୍ଟିରେ…

ନୋଏଡାର ମାମୁରାରେ ଭୟଙ୍କର ଅଗ୍ନିକାଣ୍ଡ, ସଂକୀର୍ଣ୍ଣ ରାସ୍ତାରେ ସିଡ଼ି ବ୍ୟବହାର କରି ବଞ୍ଚାଇଲେ ଜୀବନ

ନୂଆଦିଲ୍ଲୀ : ଦିଲ୍ଲୀ-ଏନସିଆର ସଂଲଗ୍ନ ନୋଏଡାର ସେକ୍ଟର ୬୬ ମାମୁରା ଗାଁରେ ଏକ ୫ ମହଲା ଆବାସିକ କୋଠାରେ ବୁଧବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁଃଖଦ ଦୁର୍ଘଟଣାରେ ଜଣେ ମହିଳା ଏବଂ ଜଣେ ପୁରୁଷଙ୍କ ସମେତ ଦୁଇଜଣଙ୍କ…

ବ୍ରହ୍ମପୁରରେ କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର: କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ । ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗର ଲେନ୍-୫ରେ ଯୁବତୀଙ୍କ ଆତ୍ମାହୁତି । ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲ ସ୍ଥାନାନ୍ତର ବେଳେ ଯୁବତୀଙ୍କ ମୃତ୍ୟୁ । ତେବେ ଯୁବତୀ ଜଣକ କାହିଁକି ନିଜକୁ…

ସିଂହଦ୍ୱାର ଚକଡାରେ ତିନି ରଥ, ଆସନ୍ତାକାଲି ଅପରାହ୍ଣ ୪ଟାରେ ରଥଟଣା

ପୁରୀ:ରାତି ପାହିଲେ ପୁରୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା । ମହାପ୍ରଭୁଙ୍କର ଘୋଷଯାତ୍ରା ପାଇଁ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ରଥଯାତ୍ରା ପାଇଁ ଛତିଶା ନିଯୋଗ, ନୀତି ସବ୍ କମିଟି ଓ ଶ୍ରୀମନ୍ଦିର ପରିଚାଳନା କମିଟି ସ୍ଵୀକୃତି କ୍ରମେ ନୀତି…

ଶିମିଳିପାଳରେ ବଢ଼ିଲା ବାଘ ସଂଖ୍ୟା, ଯମୁନା ଓ ଜିନତକୁ ମିଶାଇ ମୋଟ୍ ୩୫ ବାଘ

ବାରିପଦା: ଶିମିଳିପାଳ ଜାତୀୟ ଅଭୟାରଣ୍ୟରେ ବାଘର ସଂଖ୍ୟା ୩୫କୁ ବୃଦ୍ଧି ପାଇଛି ବୋଲି ବନ ବିଭାଗର ସର୍ବଶେଷ କ୍ୟାମେରା ଟ୍ରାପ୍ ସର୍ବେକ୍ଷଣରେ ଜଣାପଡ଼ିଛି। ପିସିସିଏଫ(ୱାଇଲ୍ଡଲାଇଫ୍) ଓ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ପ୍ରେମ କୁମାର ଝା କହିଛନ୍ତି ଯେ, ସମ୍ପ୍ରତି କରାଯାଇଥିବା କ୍ୟାମେରା…

ତ୍ରିକୋଣୀୟ ପ୍ରେମ ପାଇଁ ଝୁଲିପଡ଼ିଲେ ନର୍ସ !

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ଜଣେ ଷ୍ଟାଫ୍ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ଅଞ୍ଚଳର ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ । ଘଟଣା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ…

ବୌଦ୍ଧ ଆଧ୍ୟାତ୍ମିକ ପର୍ଯ୍ୟଟନ ବିକାଶ, ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ବୌଦ୍ଧ ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ଆଜି (ବୁଧବାର) ରାଜ୍ୟ ସରକାର ଓ ଜିରାଙ୍ଗସ୍ଥିତ ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଲୋକସେବା ଭବନ ଠାରେ…