୧୭ରେ ହାଇଡ୍ରୋଜେନ୍ ଟ୍ରେନ୍ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଭାରତୀୟ ରେଳ ଇତିହାସରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଦେଶର ପ୍ରଥମଥର ହାଇଡ୍ରୋଜେନ୍ ଇନ୍ଧନଚାଳିତ ଟ୍ରେନ୍ ଆସନ୍ତା ଜୁଲାଇ ୧୭ରେ ଶୁୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଟ୍ରେନ୍ ହରିୟାଣାର ଜିନ୍ଦ ଓ ସୋନିପତ ମଧ୍ୟରେ…