Month: July 2026

ଦୁଇ ବାଇକ ମୁହାଁମୁହିଁ ଧକ୍କା, ୨ ମୃତ ଓ ଜଣେ ଆହତ

କୋରାପୁଟ : କୋରାପୁଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । କୋରାପୁଟ ସଦର ଥାନା ଡଲିଆମ୍ବ ବ୍ରିଜ ନିକଟରେ ଗତ ରାତିରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଦେଖିବାକୁ ମିଳିଛି…

ମୁଣ୍ଡଳୀରେ ପହଞ୍ଚିଲା ପ୍ରଥମ ବନ୍ୟାଜଳ: ଫୁଲୁଛି ମହାନଦୀ, ତଳିଆ ଅଞ୍ଚଳରେ ଆତଙ୍କ

କଟକ: ଲଗାଣ ବର୍ଷା ଯୋଗୁଁ ଉପରମୁଣ୍ଡରୁ ମାଡ଼ି ଆସୁଛି ପାଣି। ହୀରାକୁଦ ଜଳଭଣ୍ଡାରରୁ ଛଡ଼ାଯାଇଥିବା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଶେଷରେ ଆସି ମୁଣ୍ଡଳୀ ବ୍ୟାରେଜରେ ପହଞ୍ଚିଛି। ଏହାର ପ୍ରଭାବରେ ମହାନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକର ଜଳସ୍ତର ଏବେ ଧୀରେ…

ରଥଯାତ୍ରା ପୂର୍ବରୁ ସକ୍ରିୟ ସାଇବର୍‌ ଠକ: ମହାପ୍ରଭୁଙ୍କୁ ତୁଳସୀ ଚଢ଼ା ନାଁରେ ଅନଲାଇନରେ ମାଗୁଛନ୍ତି ଟଙ୍କା

ପୁରୀ: ରଥଯାତ୍ରା ଆରମ୍ଭ ନ ହେଉଣୁ ସକ୍ରିୟ ହୋଇଗଲେଣି ସାଇବର୍ ଠକମାନେ । ରଥଯାତ୍ରାରେ ପୂଜାପାଠ କରିବାକୁ ଆଳ କରି ଦାନ ମାଗୁଛନ୍ତି । ଫେସବୁକ୍‌ ରେ ମାଳମାଳ ବିଜ୍ଞାପନ ଛାଡୁଛନ୍ତି । ଏଭଳି କଲେ କୁକର୍ମରୁ ମୁକ୍ତି ମିଳିବ ବୋଲି…

ପଛକୁ ପଛ ଆସୁଛି ୨ଟି ଲଘୁଚାପ: ୨୨ ତାରିଖ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଓଡ଼ିଶାରେ ମୌସୁମୀ ବର୍ଷା ଜାରି ରହିଛି। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅସରାଏ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଥିବା ବେଳେ, ଆଗକୁ ଓଡ଼ିଶା ଆଡ଼କୁ ଆସୁଛି ଆହୁରି ଦୁଇଟି ଲଘୁଚାପ। ଏହା ପ୍ରଭାବରେ ଆସନ୍ତା ୨୨…

ରଥଯାତ୍ରା ପରିଚାଳନା ପାଇଁ ୧୯ ବରିଷ୍ଠ ଆଇପିଏସ ନିୟୋଜିତ

ଭୁବନେଶ୍ୱର:ରଥଯାତ୍ରାକୁ ସୁରକ୍ଷିତ ଓ ସୁଶୃଙ୍ଖଳ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରଥଯାତ୍ରା ସମୟରେ ସୁରକ୍ଷା ବ୍ୟବସ୍ଥାର ତଦାରଖ ପାଇଁ ୧୯ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ପ୍ରାୟ…

ନ୍ୟୁଜିଲାଣ୍ଡରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଭବ୍ୟ ସ୍ବାଗତ କଲେ କ୍ରିଷ୍ଟୋଫର ଲକ୍ସନ

ୱେଲିଙ୍ଗଟନ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ତିନି ଦେଶୀୟ ଗସ୍ତର ଶେଷ ପର୍ଯ୍ୟାୟରେ ଶୁକ୍ରବାର ନ୍ୟୁଜିଲାଣ୍ଡରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନ ତାଙ୍କୁ ଭବ୍ୟ ସ୍ୱାଗତ ଜଣାଇଛନ୍ତି। ଦୁଇ ଦିନିଆ ଗସ୍ତ କାଳରେ ପିଏମ୍ ମୋଦୀ ପ୍ରଧାନମନ୍ତ୍ରୀ ଲକ୍ସନଙ୍କ…

ତୀବ୍ର ହେବାରେ ଲାଗିଛି ଆମେରିକା-ଇରାନ ସଂଘର୍ଷ; ହର୍ମୁଜ ପ୍ରଣାଳୀରେ ଜାହାଜ ଚଳାଚଳ ଠପ୍‌ !

ଦୁବାଇ:ଆମେରିକା ଓ ଇରାନ ମଧ୍ୟରେ ପୁଣି ଥରେ ସଂଘର୍ଷ ତୀବ୍ର ହେବା ପରେ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ତୈଳ ପରିବହନ ପଥ ହର୍ମୁଜ ପ୍ରଣାଳୀରେ ଜାହାଜ ଚଳାଚଳ ପ୍ରାୟ ଠପ୍‌ ହୋଇଯାଇଛି। ଏହାର ପ୍ରଭାବରେ ବିଶ୍ୱ ଇନ୍ଧନ ବଜାରରେ ନୂଆ ଅନିଶ୍ଚିତତା…

ଥାଲାପତିଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି, କରୁର ପୀଡିତଙ୍କ ପରିବାରକୁ ବାଣ୍ଟିବେ ସରକାରୀ ନିଯୁକ୍ତି ପତ୍ର

ତାମିଲନାଡୁ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ମାଡ୍ରାସ ହାଇକୋର୍ଟରୁ ଆଶ୍ବସ୍ତି ମିଳିଛି । ହାଇକୋର୍ଟ ତାଙ୍କୁ କରୁର ପୀଡିତଙ୍କ ପରିବାର ଲୋକଙ୍କୁ ସରକାରୀ ନିଯୁକ୍ତି ପତ୍ର ବାଣ୍ଟିବାର ଅନୁମତି ପ୍ରଦାନ କରିଛନ୍ତି । ସିଏମ୍ ବିଜୟ ଆଜି ହିଁ କରୁର ଯିବେ…

ମେଲବର୍ଣ୍ଣରୁ ମୋଦିଙ୍କ ଘୋଷଣା, ଭାରତରେ ଆରମ୍ଭ ହେବ ବିଗ୍ ବାସ୍ ଲିଗ୍

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆ ମେଲବୋର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରୁ ପିଏମ୍ ମୋଦିଙ୍କ ବଡ଼ ଘୋଷଣା କରିଛନ୍ତି । ୨୦୨୬-୨୭ ବିଗ୍ ବାସ୍ ଲିଗ ସିଜିନ ଭାରତରେ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି । ଏହି ଲିଗର ପ୍ରଥମ ମ୍ୟାଚ୍ ଡିସେମ୍ବରରେ ଖେଳାଯିବ…

ଜଳିଗଲା ଜୋତା ଫ୍ୟାକ୍ଟ୍ରି, ୨୮ ମୃତ

ଚୀନ୍ : ଚୀନର ଜିନଜୟାଙ୍ଗ ସହରରେ ଥିବା ଏକ ଜୋତା ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ଯୋଗୁଁ ୨୮ ଜଣ ଲୋକଙ୍କର ମୃତ୍ୟୁ ହୋଇଛି । ହେଲେ ଏପର୍ଯ୍ୟନ୍ତ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ସୂଚନାନୁଯାୟୀ,…