Month: July 2026

ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି, ନୂଆ ହିତାଧିକାରୀଙ୍କୁ ଏକକାଳୀନ ୫ କିସ୍ତି

ଭୁବନେଶ୍ୱର : ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି । ଆରମ୍ଭରୁ କିସ୍ତି ପାଇ ନଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏକକାଳୀନ କିସ୍ତି ମିଳିବ। ସୁଭଦ୍ରା ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ପୂର୍ବରୁ…

ମିଳିଲାନି ସ୍ବର୍ଗ ରଥ, ବାଇକରେ ବୁହା ହେଲା ମୃତଦେହ

ନବରଙ୍ଗପୁର : ଶବକୁ ମିଳିଲାନି ସମ୍ମାନ। ମିଳିଲାନି ଶ୍ମଶାନ ବାଇକରେ ବୁହା ହେଲା ନାବାଳିକାଙ୍କ ଶବ । ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଆମାଗୁଡା ଗାଁରେ ଦେଖିବାକୁ ମିଳିଛିଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ । ଗାଁର ଜଣେ ନାବାଳିକାଙ୍କ ଦେହ…

ମାଛ ଧରିବାକୁ ଯାଇ ଦୟା ନଦୀରେ ଭାସିଗଲେ ମତ୍ସ୍ୟଜୀବୀ

ପିପିଲି : ମାଛ ଧରିବାକୁ ଯାଇ ପୁଅ ନିଖୋଜ । ଦୟା ନଦୀରେ ଭାସିଗଲେ ମତ୍ସ୍ୟଜୀବୀ । ପୁରୀ ଜିଲ୍ଲା କଣାସ ଜାଗୁଳାଇ ପଦରର ଦୁଃଖଦ ଘଟଣା ଘଟିଛି । ବାପା ପ୍ରକାଶ ବେହେରା ଓ ପୁଅ ଦିବାନା ବେହେରା ସବୁଦିନ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର !

କାମାକ୍ଷାନଗର: ଚିକିତ୍ସା ନକରି ଜୀବିତ ରୋଗୀଙ୍କୁ ମୃତଘୋଷଣା କଲେ ଡାକ୍ତର । ଅଭିଯୋଗ ଆଣିଲେ ପରିବାର ଲୋକ । କାମାକ୍ଷାନଗର ଉପଖଣ୍ଡ ମେଡିକାଲରେ ଘଟିଛି ଅଭାବନୀୟ ଘଟଣା । ଜୀବିତ ରୋଗୀଙ୍କୁ ଚିକିତ୍ସା ନକରି ମୃତ ଘୋଷଣା କଲେ ଡାକ୍ତର ।…

୧୭ ତାରିଖ ଯାଏଁ ସାରା ରାଜ୍ୟରେ ଜାରି ରହିବ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର: ଓଡ଼ିଶାରେ ମୌସୁମୀ ବର୍ଷାର ତାଣ୍ଡବ ଏବେ ବି ଜାରି ରହିଛି। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅସରାଏ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଥିବା ବେଳେ, ପାଣିପାଗ ବିଭାଗର ସଦ୍ୟତମ ସୂଚନା ଚିନ୍ତା ବଢ଼ାଇ ଦେଇଛି। ଆସନ୍ତା…

ପୁରୀ ଜିଲ୍ଲାପାଳଙ୍କ ଚିଠି ପରେ ରାଜସ୍ଥାନରେ ବନ୍ଦ ହେଲା ଅଦିନିଆ ରଥଯାତ୍ରା

ପୁରୀ: ପୁରୀ ଜିଲ୍ଲାପାଳଙ୍କ ଚିଠି ପରେ ହଲଚଲ । ରାଜସ୍ଥାନରେ ଅଦିନିଆ ରଥଯାତ୍ରା ଉପରେ ରୋକ୍ । ସିକର ପୋଲିସକୁ ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସନାତନ ସଂସ୍କୃତି ଓ ପରମ୍ପରା ସହ କୌଣସି ବୁଝାମଣା କରାଯିବ ନାହିଁ…

କାଠଯୋଡ଼ି ପଠାରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

କଟକ:କଟକରେ ଚାଞ୍ଚଲ୍ୟ । ପୁରୀଘାଟ ଥାନା ଅନ୍ତର୍ଗତ ପୁରୀଘାଟ ଗଡ଼ା ନିକଟସ୍ଥ କାଠଯୋଡ଼ି ନଦୀ ପଠାରୁ ଜଣେ ଅଜ୍ଞାତ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଠାବ । କେହି ଦୁର୍ବୃତ୍ତ ମହିଳାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପରେ ପ୍ରମାଣ ନଷ୍ଟ…

ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ‘ଆମ ବସ୍‌’, ଡ୍ରାଇଭର ଫେରାର୍‌

କଟକ: ବାଦାମବାଡ଼ି ଥାନା ମଲାଚଣ୍ଡିଆ ଛକରେ ଦୁର୍ଘଟଣା। ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ବାଇକ୍‌କୁ ଧକ୍କା ଦେଇ ୪୦ ଫୁଟ ଘୋଷାଡ଼ି ନେଲା ଆମ୍ ବସ୍। ଗୁରୁତର ବାଇକ୍‌ ଆରୋହୀ ମେଡିକାଲ୍‌ରେ ଭର୍ତ୍ତି। ସେପଟେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର୍‌। ଦୁର୍ଘଟଣାରେ…

ଟ୍ରକକୁ ଧକ୍କା ଦେଲା କାର୍, ପିଲା ସହିତ ୪ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଉମରିୟା ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଇଛି କାର୍ । ଭୟଙ୍କର ଧକ୍କା ଯୋଗୁଁ ଗୋଟିଏ ପରିବାରରର ୪ ଜଣଙ୍କ ଜୀବନ ଚାଲିଯାଇଛି । ଖବର ମୁତାବକ,…

ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା : ଚାଲିଗଲା ୭ ସାଙ୍ଗଙ୍କ ଜୀବନ

କର୍ଣ୍ଣାଟକ : କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାରେ ଏକ ଦ୍ରୁତଗାମୀ ଟ୍ରକ୍ ଏବଂ କାର୍ ମଧ୍ୟରେ ଜୋରଦାର୍ ମୁହାଁମୁହିଁ ଧକ୍କା ହେବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଅନ୍ୟ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି…