Month: July 2026

ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ଛୁଟି, ଶିକ୍ଷକମାନେ ଉପସ୍ଥିତ ରହିବାକୁ ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ବନ୍ଦ । ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି…

ରାଜସ୍ବ ବିଭାଗର ବନ୍ୟା କ୍ଷୟକ୍ଷତି ସମୀକ୍ଷା, ବାଲେଶ୍ୱର-ଭଦ୍ରକ-ଯାଜପୁର ଯିବ ଉଚ୍ଚସ୍ତରୀୟ ଟିମ୍

ଭୁବନେଶ୍ୱର : ବନ୍ୟା କ୍ଷୟକ୍ଷତି ନେଇ ରାଜସ୍ବ ବିଭାଗର ସମୀକ୍ଷା । ୫ ଜିଲ୍ଲାରେ ୬ ଲକ୍ଷ ଲୋକ ପ୍ରଭାବିତ । ଯାଜପୁର, ଭଦ୍ରକ ଏବଂ ବାଲେଶ୍ବରରେ ସର୍ବାଧିକ ପ୍ରଭାବିତ ହୋଇଛନ୍ତି । ମୟୂରଭଞ୍ଜ ଓ କେନ୍ଦୁଝରରେ ବି ଲୋକ ବି…

ସହରାଞ୍ଚଳରେ ଜଳ ନିଷ୍କାସନ ଓ ରିଲିଫ୍ କାର୍ଯ୍ୟ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛି ନଗର ଉନ୍ନୟନ ବିଭାଗ : ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଅଞ୍ଚଳରେ, ବିଶେଷକରି ଉତ୍ତର ଓଡ଼ିଶା ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ଓ ଜଳ ବନ୍ଦି ସ୍ଥିତିର ମୁକାବିଲା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ…

ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବନ୍ୟା ଜଳରେ ଫସିଥିବା ଲୋକଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ । ନିଜେ ଲାଇଫ୍ ଜ୍ୟାକେଟ୍ ପିନ୍ଧି କେସିଙ୍ଗା ସ୍ଥିତ ବେଲଖଣ୍ଡି ଶିବ ମନ୍ଦିରରୁ ବନ୍ୟା ୧୫ ଜଣଙ୍କୁ ଉଦ୍ଧାର କରିଛନ୍ତି କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ…

ଖୋର୍ଦ୍ଧାରେ ଖୋଲିବ ଜାତୀୟ ଫୋରେନ୍‌ସିକ୍‌ ବିଜ୍ଞାନ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌

ନୂଆଦିଲ୍ଲୀ: ସାରା ଦେଶରେ ଜାତୀୟ ଫୋରେନ୍ସି ସାଇନ୍‌ସେସ୍‌ ବିଶ୍ବବିଦ୍ୟାଳୟ (ଏନ୍‌ଏଫ୍‌ଏସ୍‌ୟୁ)ର ୯ଟି କ୍ୟାମ୍ପସ ଖୋଲିବାକୁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି। ସେଥିରୁ ଗୋଟିଏ କ୍ୟାମ୍ପସ ଓଡ଼ିଶାର ଖୋର୍ଦ୍ଧାରେ ଖୋଲାଯିବ। ଏହି ପ୍ରକଳ୍ପ ପାଇଁ ଜମି ଆବଣ୍ଟନ ପ୍ରକ୍ରିୟା ଶେଷ ହୋଇସାରିଛି ବୋଲି…

ଲକ୍ଷ୍ମୀ ଯୋଜନାକୁ ମଞ୍ଜୁରୀ, ଦିଲ୍ଲୀରେ ମହିଳାଙ୍କୁ ମାସକୁ ମିଳିବ ୨୫୦୦ ଟଙ୍କା

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ଦିଲ୍ଲୀ ଲକ୍ଷ୍ମୀ ଯୋଜନାକୁ ମଞ୍ଜୁରୀ ଦେଇଛି । ୨୮ ଜୁଲାଇରେ କ୍ୟାବିନେଟ ବୈଠକରେ ଏହାକୁ ମଞ୍ଜୁରୀ ଦିଆଯାଇଛି । ଏହା ଅଧିନରେ ମହିଳାଙ୍କୁ ମାସକୁ ୨,୫୦୦ ଟଙ୍କା ଆର୍ଥିକ ସହାୟତା…

ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍ ୨୦୨୬

ନୂଆଦିଲ୍ଲୀ : ଲୋକସଭାରେ ହଙ୍ଗାମା ମଧ୍ୟରେ ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍ ୨୦୨୬ ପାରିତ ହୋଇଛି । ଏବେ ଆଲୋଚନା ଲାଗି ବିଲ୍ କୁ ରାଜ୍ୟସଭାରେ ଉପସ୍ଥାପନ କରାଯିବ। ବିରୋଧୀ ଦଳର ହଟ୍ଟଗୋଳ ମଧ୍ୟରେ ବିଲ୍ କୁ ଗୃହର ମଞ୍ଜୁରୀ…

କୋଇଲା ବ୍ଲକ ଆବଣ୍ଟନ ମାମଲା, ଦିବଂଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ କ୍ଲିନ୍ ଚିଟ୍

ନୂଆଦିଲ୍ଲୀ : ବହୁଚର୍ଚ୍ଚିତ କୋଇଲା ବ୍ଲକ୍ ଆବଣ୍ଟନ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଆଶ୍ବସ୍ତି ମିଳିଛି । ତାଙ୍କ ବିରୋଧରେ ଚାଲୁଥିବା ଆପରାଧିକ ମାମଲାକୁ ବୁଧବାର ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି । ସିବିଆଇ ଦାଖଲ କରିଥିବା କ୍ଲୋଜର ରିପୋର୍ଟକୁ ଗ୍ରହଣ…

ବ୍ଲାକ୍ ସିରେ ଡ୍ରୋନ୍ ଓ କ୍ଷେପଣାସ୍ତ୍ର ଆକ୍ରମଣ, ଜାହାଜରେ ଫସିଛନ୍ତି ୧୩ ଭାରତୀୟ ନାବିକ

ନୂଆଦିଲ୍ଲୀ : ୟୁକ୍ରେନର ଚୋର୍ନୋମୋର୍ସ୍କ ବନ୍ଦରରେ ଏକ ମାଲବାହୀ ଜାହାଜରେ ୧୩ ଜଣ ଭାରତୀୟ ନାବିକ ଫସି ରହିଛନ୍ତି । ରୁଷ୍-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ବ୍ଲାକ୍ ସି ରେ ଚାଲିଥିବା ଡ୍ରୋନ୍ ଓ କ୍ଷେପଣାସ୍ତ୍ର ଆକ୍ରମଣ ଯୋଗୁଁ କର୍ମଚାରୀଙ୍କ ଜୀବନ ବିପଦରେ…

ଉତ୍ତରାଖଣ୍ଡରେ ବର୍ଷା ବିତ୍ପାତ : ଭୂସ୍ଖଳନ ଯୋଗୁଁ ୧୧୧ଟି ରାସ୍ତା ବନ୍ଦ, ଯାତ୍ରୀଙ୍କୁ ସତର୍କ ରହିବାକୁ ଅପିଲ୍

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ହେଉଥିବା ଲଗାଣ ବର୍ଷା ଜନଜୀବନକୁ ବେଶ୍ ପ୍ରଭାବିତ କରିଛି । ପାଣିପାଗ ବିଭାଗ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଏହାକୁ ନେଇ ପ୍ରଶାସନ ପକ୍ଷରୁ ୨୯ ଜୁଲାଇରେ…