ଖାମେନେଇଙ୍କୁ ଅନ୍ତିମ ବିଦାୟ ଦେଲେ ଦେଶବାସୀ
ତେହରାନ: ଇରାନବାସୀ ଶୁକ୍ରବାର ସେମାନଙ୍କର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲୀ ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ପୂର୍ବକ ଅନ୍ତିମ ବିଦାୟ ଜଣାଇଛନ୍ତି। ଖାମେନେଇଙ୍କ କଫିନକୁ ଜାତୀୟ ପତାକାରେ ଘୋଡାଯାଇ ଗ୍ରାଣ୍ଡ ମୋସାଲାରେ ରଖାଯାଇଥିଲା। ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ, ସଂସଦ ବାଚସ୍ପତି ତଥା…